ବାଙ୍ଗାଲୋରରେ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ’ର ଐତିହାସିକ ୧୦୦ତମ ଅଧ୍ୟାୟ ଶୁଣିଲେ କେନ୍ଦ୍ରମନ୍ତ୍ରୀ

ବଣମଲ୍ଲୀଙ୍କୁ ଲୋକଲୋଚନକୁ ଆଣିବାର ବଡ଼ ମାଧ୍ୟମ ହୋଇଛି ‘ମନ୍ କି ବାତ୍’- ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର : ମନ୍ କି ବାତ୍ ଜରିଆରେ ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଭାରତବର୍ଷର ଲୋକ ମାନଙ୍କର ଅଭିବ୍ୟକ୍ତିଙ୍କୁ ଲୋକଲୋଚନକୁ ଆଣୁଛନ୍ତି । ବିଶେଷ ଭାବରେ ମନ୍ କି ବାତ୍ ବଣମଲ୍ଲୀ ମାନଙ୍କୁ ଲୋକଲୋଚନକୁ ଆଣିବାର ବଡ଼ ମାଧ୍ୟମ ହୋଇଛି ବୋଲି ରବିବାର ବାଙ୍ଗାଲୋରରେ ବିଜେପି କାର୍ଯ୍ୟାଳୟରେ ମନ୍ କି ବାତ୍ କାର୍ଯ୍ୟକ୍ରମର ଐତିହାସିକ ୧୦୦ତମ ଅଧ୍ୟାୟ ଶୁଣିବା ପରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ମନ୍ କି ବାତର ଐତିହାସିକ ୧୦୦ତମ ଅଧ୍ୟାୟ ପୂରଣ ହେବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମେତ ଓଡ଼ିଶା ଏବଂ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଅନେକ ବଣମଲ୍ଲୀଙ୍କୁ ସମାଜରେ ପରିଚିତ କରାଯାଇଛି ।

ସେହିପରି ଓଡ଼ିଶାର ଅନେକ ଯୁବକ, ଯୁବତୀ ଓ ଅନେକ ଲୋକ ମାନଙ୍କର କଥା କାହାଣୀକୁ ମଧ୍ୟ ମନ କି ବାତରେ ପ୍ରତିଫଳିତ ହୋଇଛି । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ । ଆଜିର ଐତିହାସିକ ଅଧ୍ୟାୟ ସାଧାରଣ ଲୋକଙ୍କ ପ୍ରେରଣାଦାୟୀ କାହାଣୀକୁ ଉତ୍ସବ ଭାବରେ ପାଳନ କରିବାର ଅନ୍ୟତମ ଅବସର । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ ଜାତୀୟ ଜାଗରଣକୁ ନୂଆ ଦିଶା ଦେବା ସହ ସାମାଜିକ କଲ୍ୟାଣ ପାଇଁ ସମସ୍ତଙ୍କୁ ମିଳିତ କାର୍ଯ୍ୟ କରିବା ପାଇଁ ପ୍ରେରିତ କରୁଛି । ୯୯ତମ ଅଧ୍ୟାୟ ଭଳି ମନ କି ବାତର ୧୦୦ତମ ଅଧ୍ୟାୟ ମଧ୍ୟ ଲୋକଙ୍କୁ ଆହ୍ଲାଦିତ କରିଛି । ଏହି ସ୍ୱତନ୍ତ୍ର ପ୍ଲାଟଫର୍ମ ସାଧାରଣ ନାଗରିକଙ୍କ ମଧ୍ୟରେ ଥିବା ଅସାଧାରଣ କୃତିତ୍ୱକୁ ଚିହ୍ନଟ କରୁଛି । ସମାଜରେ ସକାରାତ୍ମକ ସଚେତନତା ସୃଷ୍ଟି କରିବା ସହ ଦେଶବାସୀଙ୍କୁ ଏକାଠି କରିଛି । ମନ୍ କି ବାତର ଗୌରବମୟ ଅଧ୍ୟାୟରେ ପ୍ରଧାନମନ୍ତ୍ରୀ ଜାତୀୟ ଶିକ୍ଷା ନୀତି, ମାତୃଭାଷା ଏବଂ ଶିକ୍ଷାରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ସହ ସମାଜକୁ ସକାରାତ୍ମକ ବାର୍ତ୍ତା ଦେଉଥିବା ଅନେକ ଅସାଧାରଣ ପ୍ରତିଭାଙ୍କ ବିଷୟରେ ଚର୍ଚ୍ଚା କରିଛନ୍ତି । ପ୍ରଧାନମନ୍ତ୍ରୀ ଓଡ଼ିଶାର ସମାଜସେବୀ ପଦ୍ମଶ୍ରୀ ସ୍ୱର୍ଗତ ଡି. ପ୍ରକାଶ ରାଓଙ୍କ ସ୍ମୃତିଚାରଣ କରି ତାଙ୍କୁ ସଠିକ୍ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସ୍ୱର୍ଗତ ରାଓ ଚା’ ବିକି ନିଜର କଷ୍ଟ ଅର୍ଜିତ ଅର୍ଥରେ ଗରିବ ପିଲା ମାନଙ୍କୁ ପାଠ ପଢାଉଥିଲେ । ତାଙ୍କର ସେବା ମନୋଭାବ ସମାଜକୁ ସବୁ ଦିନ ପାଇଁ ଅନୁପ୍ରାଣିତ କରିବ ବୋଲି ସେ ମତବ୍ୟକ୍ତ କରିଛନ୍ତି ।

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech