ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି #5T ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୪୪୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରିବେ। ବାଲେଶ୍ବର, ନୟାଗଡ, ନୂଆପଡା, ରାୟଗଡ ଓ ସୁନ୍ଦରଗଡ ଜିଲ୍ଲାର ରୂପାନ୍ତରିତ ହାଇସ୍କୁଲ ଏଥିରେ ଅନ୍ତର୍ଭୁକ୍ତ।