୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ଚତୁର୍ଥ ଦିନରେ ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ହାଇସ୍କୁଲକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଏଥିରେ ଭଦ୍ରକ ଜିଲ୍ଲାର ୧୨୪ଟି ହାଇସ୍କୁଲ, କନ୍ଧମାଳର ୭୭ଟି, ଢେଙ୍କାନାଳ ଜିଲ୍ଲାର ୩୫ଟି, ଗଜପତିର ୮୦ଟି ଏବଂ ସୁବର୍ଣ୍ଣପୁରର ୪୩ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।
ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ଚତୁର୍ଥ ଦିନରେ ସମୁଦାୟ ୧୪୯୩ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।





![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)