ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି। ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ।

All rights reserved. Designed by Inter Softech