ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ

ଢେଙ୍କାନାଳ, ତା, ୦୯,୦୫.୨୦୨୩
ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ବୈଠକରେ ମାନ୍ୟବର ଇସ୍ପାତ, ଖଣି ଓ ପୂର୍ବ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ମଲ୍ଲିକ, ଜିଲ୍ଲାର ସମସ୍ତ ନଦୀନାଳରେ ଥିବା ପ୍ରକୃତ ଦୁର୍ବଳ ବନ୍ଧକୁ ଚିହ୍ନଟ କରି ଏହାର ମରାମତି ଏବଂ ଜଳ ନିଷ୍କାସନକୁ ଅବରୋଧ କରୁଥିବା ଅଳିଆ ଆବର୍ଜନା ଓ ବୃକ୍ଷଲତାକୁ ସଫା ନିମନ୍ତେ ବିହିତ ବ୍ୟବସ୍ଥା କରିବାକୁ ଗୁରୁତ୍ବାରୋପ କରିଛନ୍ତି । ଯେପରି କାହାରି ଧନଜୀବନ ହାନି ନ ଘଟେ ସେଥ୍ପ୍ରତି ଗୁରୁତ୍ବ ଦେବାକୁ ସେ ପରାମର୍ଶ ଦେଇଛନ୍ତି ।
ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖୁ ନଈକୁଳିଆ ଓ ଖାଲୁଆ ଅଞ୍ଚଳରେ ଯନ୍ତ୍ର ଚାଳିତ ବୋଟ ଓ ଡଙ୍ଗା ମୁତୟନର ବ୍ୟବସ୍ଥା କରି ଆବଶ୍ୟକ ହେଲେ ଲୋକମାନଙ୍କୁ ଉଦ୍ଧାର କରିବାର ବ୍ୟବସ୍ଥା କରିବାକୁ ମାନ୍ୟବର ବିଧାୟକ ଡକ୍ଟର ନୃସିଂହ ଚରଣ ସାହୁ ପରାମର୍ଶ ଦେଇଛନ୍ତି ।
ସମ୍ଭାବ୍ୟ ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖୁ, ଜିଲ୍ଲାର ସମସ୍ତ ବହୁମୂଖୀ ଆଶ୍ରୟ ସ୍ଥଳ, ପ୍ରମୁଖ ବିଦ୍ୟାଳୟଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ । ଆଶ୍ରୟ ସ୍ଥଳୀରେ ଆବଶ୍ୟକ ଶୁଖୁଲା ଖାଦ୍ୟ, ବିଶୁଦ୍ଧ ପାନୀୟ ଜଳ, ଔଷଧ, ଜେନେରେଟର ଆଦିର ବ୍ୟବସ୍ଥା କରାଯାଉଛି ବୋଲି ସେ ପ୍ରକାଶ କରିଛନ୍ତି । ଆବଶ୍ୟକ ସତର୍କ ସୂଚନା ପ୍ରଦାନ ନିମନ୍ତେ ସମସ୍ତ ବ୍ଲକରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ କାର୍ଯ୍ୟ କରିବ । ଗର୍ଭବତୀ ମହିଳା, ଶିଶୁ, ବୃଦ୍ଧ, ବୃଦ୍ଧାଙ୍କୁ ପୂର୍ବରୁ ଚିହ୍ନଟ କରି ଆବଶ୍ୟକ ହେଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ ବୋଲି ସେ ପ୍ରକାଶ କରିଥିଲେ |
ବୃକ୍ଷ ଭାଙ୍ଗି ରାସ୍ତା ଅବରୋଧ ହେଲେ ଓଡ୍ରାଫ୍ ଟିମର ସହଯୋଗରେ ଯଥା ଶୀଘ୍ର ରାସ୍ତା ସଫାର ବ୍ୟବସ୍ଥା, ଆମ୍ବୁଲାନ୍‌ ଏବଂ ଆବଶ୍ୟକ ଔଷଧ ସହିତ ଡାକ୍ତରୀଦଳ ବ୍ୟବସ୍ଥା, ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହେଲେ କିପରି ତୁରନ୍ତ ମରାମତି କରି ବିଦ୍ୟୁତ ଯୋଗାଣକୁ ସ୍ଵାଭାବିକ କରିବା, ଯନ୍ତ୍ରଚାଳିତ ବୋଟ ମୁତୟନ, ପାଣିପାଗ ସମ୍ପର୍କିତ ରିପୋର୍ଟ ପ୍ରଦାନ, ଗୃହପାଳିତ ପଶୁପକ୍ଷୀଙ୍କ ସୁରକ୍ଷା, ଅସ୍ଥାୟୀ ଯୋଗାଯୋଗ ବ୍ୟବସ୍ଥା, ବୃଷ୍ଟିପାତ ପରିମାଣ ରେକର୍ଡ କରିବା, ପୌରାଞ୍ଚଳରେ ନାଳ ନର୍ଦମା ସଫା ଆଦି ପ୍ରସ୍ତୁତି ସମ୍ପର୍କରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଆଲୋଚନା କରି ଅବଗତ କରାଇଥିଲେ ।
ଏହି ପ୍ରସ୍ତୁତି ବୈଠକରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଜ୍ଞାନ ରଞ୍ଜନ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର (ରାଜସ୍ଵ), ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଅଶୋକ କୁମାର ଦାଶ, ସଦର ଉପଜିଲ୍ଲାପାଳ ସୁଶ୍ରୀ ସ୍ନିଗ୍ଧା ରାଣୀ ଧଳ, କାମାକ୍ଷାନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ହିନ୍ଦୋଳ ଉପଜିଲ୍ଲାପାଳ ଶ୍ରୀ ଶିବାନନ୍ଦ ସ୍ୱାଇଁ, ଜିଲ୍ଲା ପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ, ଓସଡମାର ଡି.ଆର.ଆର. କନ୍ସଲଟାଣ୍ଟ ଶ୍ରୀମତୀ ସଙ୍ଗୀତା ଦାଶ ଏବଂ ମାନ୍ୟବର ସାଂସଦ ଢେଙ୍କାନାଳଙ୍କ ପ୍ରତିନିଧି, ମାନ୍ୟବର ବିଧାୟକ, ଢେଙ୍କାନାଳ ଏବଂ ହିନ୍ଦୋଳଙ୍କ ପ୍ରତିନିଧି, ମାନ୍ୟବର ସମ୍ପୃକ୍ତ ବିଭାଗୀୟ ଅଧିକାରୀ, ସମସ୍ତ ବିଡିଓ, ତହସିଲଦାରମାନେ ଯୋଗ ଦେଇଥିଲେ । ଆପାତକାଳୀନ ଅଧିକାରୀ ଲୋପାମୁଦ୍ରା ରଥ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ ଏବଂ ଶେଷରେ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି ( ସାଧାରଣ ) ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech