ଭୁବନେଶ୍ୱର, ୨୮/୦୫ : ରବିବାର ଘୋଷଣା ହେବ ଯୁକ୍ତ ଦୁଇ ପରୀକ୍ଷାଫଳ ତାରିଖ । ଏନେଇ ପୂର୍ବରୁ ସୂଚନା ଦେଇଥିଲା ସିଏଚଏସଇ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ଫଳ ଓ ପରେ କଳା ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ । ସବୁ ଠିକ୍ ରହିଲେ ୩୦ କିମ୍ବା ୩୧ରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳ । ସେହିପରି ୮ ଜୁନ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ଫଳାଫଳ ।


September 14, 2026/
No Comments



