ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷଙ୍କ ଅନୁଗୋଳ ଜିଲ୍ଲା ଗସ୍ତ ।


ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷଙ୍କ ଅନୁଗୋଳ ଜିଲ୍ଲା ଗସ୍ତ

ଅନୁଗୋଳ ତା. ୦୧.୦୬ :- ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଳିତ ମୋହନ ବେହେରାଙ୍କ ଅଧ୍ୟକ୍ଷତାରେ ଖାଦ୍ୟ ସୁରକ୍ଷା ସମ୍ପର୍କିତ ତଦାରଖ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷ ଶ୍ରୀ ଅବନୀକାନ୍ତ ସାହୁ ଯୋଗ ଦେଇ ଜିଲ୍ଲା ଖାଦ୍ୟ ଓ ଯୋଗାଣ ବିଭାଗ, ଅଙ୍ଗନଓ୍ବାଡି କେନ୍ଦ୍ରମାନଂକରରେ ଯୋଗାଇ ଦିଆଯାଉଥ‌ିବା ଖାଦ୍ୟ, ବିଦ୍ୟାଳୟମାନଂକରେ ଛାତ୍ର ଛାତ୍ରୀମାନଂକୁ ଯୋଗାଇ ଦିଆଯାଉଥ‌ିବା ମଧ୍ୟାହ୍ନ ଭୋଜନ ଏବଂ ପିଲାମାନଂକର ଉତ୍ତମ ସ୍ବାସ୍ଥ୍ୟ ପାଇଁ ଯୋଗାଇ ଦିଆଯାଉଥ‌ିବା ବିଭିନ୍ନ କାରର ଔଷଧ ଇତ୍ୟାଦି ସମ୍ପର୍କରେ ତଦାରଖ କରିଥିଲେ । ଖାଦ୍ୟ ସୁରକ୍ଷା ଯୋଜନାରେ ଅଯୋଗ୍ୟ ହିତାଧିକାରୀମାନଂକୁ ଚିହ୍ନଟ କରି ବାଦ୍ ଦେବା ସହ ଯୋଗ୍ୟ ହିତାଧିକାରୀମାନଂକୁ ସାମିଲ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ପ୍ରବାସୀ ଶ୍ରମିକ, ଟ୍ରାନସ ଜେଣ୍ଡର ଓ ସେକ୍ସ ୱାର୍କରମାନଂକୁ ପ୍ରାଥମିକତା ଦେଇ ଏହି ଯୋଜନାରେ ସାମିଲ କରିବାକୁ କହିଥିଲେ । ଅଧ୍ୟକ୍ଷଙ୍କ ସହ ୟୁନିସେଫର କନସଲଟାଣ୍ଟ, ଶ୍ରୀ ତାମଲ ରେଜା ବୈଠକରେ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲା ଯୋଗାଣ ଅଧିକାରୀ ସ୍ମିତା ନାୟକ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥ‌ିବା ଜାତୀୟ ଖାଦ୍ୟ ନିରାପତ୍ତା ଆଇନ୍ ଓ ବିତରଣ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ରାପନ କରିଥିଲେ । ଜିଲ୍ଲା ସୁରକ୍ଷା ଅଧିକାରୀ ତଥା ପ୍ରୋଗ୍ରାମ ଅଫିସର ପୌšମାସୀ ରଥ ଜିଲ୍ଲାରେ ଚାଲୁଥିବା ଅଙ୍ଗନଓ୍ବାଡିଗୁଡିକରେ ପିଲାମାନଂକୁ ଶତ ପ୍ରତିଶତ ସୁଷମ ଖାଦ୍ୟ ଏବଂ ଔଷଧ ବିତରଣ କରାଯାଇ ସେମାନଂକର ସ୍ଵାସ୍ଥ୍ୟବସ୍ଥାକୁ ସୁଦୃଢ କରାଯାଇପାରିଛି ବୋଲି କହିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ ବିଦ୍ୟାଳୟମାନଂକରେ ଚାଲୁଥିବା ମଧ୍ୟାହ୍ନ ଭୋଜନ ସମ୍ପର୍କରେ ବିସ୍ତୃତ ତଥ୍ୟ ରଖିଥିଲେ । ଏହି ଅବସରରେ ଅଧିକରୁ ଅଧୃକ ବିଦ୍ୟାଳୟମାନଂକରେ ପନିପରିବା ବଗିଚା ସୃଷ୍ଟି କରିବା ଦିଗରେ ଯବାନ ହେବା ପାଇଁ ଅଧକ୍ଷ୍ୟ ମହୋଦୟ ପରାମର୍ଶ ଦେଇଥିଲେ । ଜିଲ୍ଲାରେ ଖାଦ୍ୟ ସନ୍ତୁଳନ ରକ୍ଷା ନିମନ୍ତେ ଧାନଚାଷକୁ ଛାଡି ମୋଟ ୧୧ ହଜାର ୧୩୫ ଏକର ଜମିରେ ଡାଲି ଜାତୀୟ, ତୈଳବୀଜ ଏବଂ ପନିପରିବା ଚାଷ କରାଯାଉଛି ବୋଲି ଏ ପି ସି (NIC) କୃଷି ଅଧିକାରୀ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବିଦ୍ୟାଳୟ ଓ ଅଙ୍ଗନଓ୍ବାଡିଗୁଡିକୁ ଅଧିକରୁ ଅଧିକ କୃମିନାଶକ, ଆଇରନ୍ ଟାବଲେଟ୍ ଓ ଆଇ ଏଫ୍ ଏ ସିରପ|ଟାବଲେଟ ଯୋଗାଇ ଦେବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କୁ ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ । ବଅଁରପାଳ ଯୋଗାଣ ନିରିକ୍ଷକ ସ୍ବାୟଂପ୍ରଭା ସ୍ବାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech