ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନାର ସମୀକ୍ଷା

ଭୁବନେଶ୍ୱର ( ୨୨ / ୦୬ / ୨୦୨୩) ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି । ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଅଧ୍ୟକ୍ଷତା କରି କହିଲେ ଯେ ବିଭିନ୍ନ ପ୍ରକଳ୍ପ ବ୍ୟୟ ପାଇଁ ଅନୁଦାନ ଦିଆ ଯାଇଥିବା ଅର୍ଥ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ ହେବା ଜରୁରୀ । କେତେକ ଡିଭିଜନରେ ପ୍ରକଳ୍ପ ପାଇଁ ଦିଆଯାଇ ଥିବା ଅର୍ଥ ବିନିଯୋଗ ସନ୍ତୋଷଜନକ ହୋଇନଥିବାରୁ ଶ୍ରୀ ସିଂହ ଅଧିକାରୀମାନଙ୍କୁ ବିହିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ । ବଜେଟ ଅନୁଦାନ ଓ ବିଲ ପଇଠ ଆଦି ସମସ୍ୟା ଯଦି କାହାର ଥାଏ ଏହାର ସମାଧାନପୂର୍ବକ ପରବର୍ତ୍ତୀ ମାସିକ ବୈଠକ ପୂର୍ବରୁ ସମସ୍ତ ଡିଭିଜନ ଅନୁନ୍ୟ ୫ କୋଟି ଟଙ୍କା ପ୍ରକଳ୍ପ ନିମନ୍ତେ ବ୍ୟୟ କରି ରିପୋର୍ଟ ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ବିଜୁ ସେତୁ ଯୋଜନା ଅଧ୍ଵନରେ ପ୍ରକଳ୍ପଗୁଡିକ ପାଇଁ ଉପୁକୁ ଥିବା ସମସ୍ୟା ଯଥା ଜମି ଅଧଗ୍ରହଣ , ଜଙ୍ଗଲ ଜମି ଓ ଆନ୍ତଃରାଜ୍ୟ ସମସ୍ୟାଗୁଡିକୁ ତୁରନ୍ତ ସମାଧାନପୂର୍ବକ ଅଞ୍ଚଳ ସର୍ଭେ କରାଯାଇ ଟେଣ୍ଡର ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ବିଭାଗୀୟ ସଚିବ ଶ୍ରୀ ସିଂହ କ୍ଷେତ୍ରାଧ୍ୱକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଭୁ – ଅଧୁଗ୍ରହଣ ଓ ଜଙ୍ଗଲ ଜମି ସମସ୍ୟା ସମାଧାନ ନିମିତ୍ତ ଆସନ୍ତା ଜୁଲାଇ ୧୫ ତାରିଖରେ ଏକ ବୈଠକ ଆହ୍ଵାନ କରିବାକୁ ଶ୍ରୀ ସିଂହ ବିଭାଗୀୟ ଅଧିକାରିଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଜୁ ସେତୁ ଯୋଜନା ଅଧୀନରେ ୨୦୨୩ -୨୪ ଆର୍ଥିକ ବର୍ଷରେ ଅନୁନ୍ୟ ୨୦୦ ଟି ପ୍ରକଳ୍ପର ସର୍ଭେ କାର୍ଯ୍ୟ ଓ ଜି.ଏ.ଡି ମଞ୍ଜୁରି ଆସନ୍ତା ଜୁଲାଇ ଶେଷ ସୁଦ୍ଧା ସମ୍ପୁର୍ଣ୍ଣ ହେବା ଦରକାର । ଏଥିପାଇଁ ବିଭାଗୀୟ ଅଧିକାରୀମାନେ ଜୁଲାଇ ୧୦ ତାରିଖ ସୁଦ୍ଧା ରିପୋର୍ଟ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି । ଯେଉଁ ପ୍ରକଳ୍ପଗୁଡିକର ଟେଣ୍ଡର କାର୍ଯ୍ୟ ସରିଛି ସେଗୁଡିକରେ ଜମି ଅଧଗ୍ରହଣ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ମନ୍ଥର ଗତିରେ ଚାଲୁଥିବା ଏବଂ ସ୍ଥଗିତ ଥିବା ପ୍ରକଳ୍ପଗୁଡିକର କାର୍ଯ୍ୟ ଉପରେ ଧ୍ୟାନ ଦେବାକୁ ଯନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ମୁଖ୍ୟଯନ୍ତ୍ରୀମାନେ ଏଥୁପ୍ରତି ଯବାନ ହେବା ସହ ଆଗାମୀ ବୈଠକରେ ଏହାକୁ ସୁନିଶ୍ଚିତ କରାଇବେ । ଚଳିତ ଆର୍ଥିକ ବର୍ଷରେ ବିଜୁ ସେତୁ ଯୋଜନା ଅଧ୍ଵନରେ ୩୬୦ ଗୋଟି ପ୍ରକଳ୍ପର ଟେଣ୍ଡର ପ୍ରକ୍ରିୟା ଓ ପ୍ରଶାସନିକ ଅନୁମୋଦନ ଜୁଲାଇ ମାସ ଶେଷ ସୁଦ୍ଧା ସାରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହିପରି ଆର.ଆଇ.ଡି.ଏଫ ସ୍କିମ ଅଧୀନରେ ଚାଲୁଥିବା ପ୍ରକଳ୍ପଗୁଡିକର ସମୀକ୍ଷା କରାଯିବା ସହ ସମ୍ପୁର୍ଣ୍ଣ ହେଉଥିବା ପ୍ରକଳ୍ପଗୁଡିକର ପ୍ରକଳ୍ପ ସମାପ୍ତି ରିପୋର୍ଟ ପ୍ରଦାନ କରିବାକୁ ଡିଭିଜନାଲ ମୁଖ୍ୟମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ରାସ୍ତା , ସେତୁ ଓ କୋଠାବାଡି ନିର୍ମାଣ କାମ ତ୍ୱରାନ୍ବିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ ହେବା ବିଭାଗର ଗୁରୁଦାୟିତ୍ଵ । ପ୍ରକଳ୍ପ ସମ୍ପୁର୍ଣ୍ଣ ପାଇଁ ଡିଭିଜନମାନେ ବିଭାଗକୁ ଦେଉଥିବା ସମୟ ସୀମା ଉପରେ ଧ୍ୟାନ ଦେବା ଜରୁରୀ । ଯୋଗାଯୋଗ ପାଇଁ ଏଣିକି ବିଭାଗକୁ ପ୍ରେରିତ ସମସ୍ତ ଚିଠିପତ୍ର ଓଶ୍ଵାସ ମାଧ୍ୟମରେ ପଠାଇବାକୁ ସମସ୍ତ କ୍ଷେତ୍ରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ଆସନ୍ତା ମାସରେ ସମସ୍ତ ସର୍କଲମାନଙ୍କରେ ଏ ବାବଦରେ ବିଧ୍ଵବଦ୍ଧ ଆଲୋଚନା କରାଯିବ । ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା , ମୁଖ୍ୟମନ୍ତ୍ରୀ ସଡକ ଯୋଜନା , କୋଠାବାଡି , ଗ୍ରାମ୍ୟ ଉନ୍ନୟନ
ବିଭାଗର ସମସ୍ତ ଯୋଜନା , ମୁଖ୍ୟମନ୍ତ୍ରୀ ଜନଶୁଣାଣି ଓ ‘ ମୋ ସରକାର ’ ସମ୍ପର୍କରେ ଆଲୋଚନା କରାଯାଇଥିଲା । ବିଗତ ବର୍ଷରେ ଆରମ୍ଭ କରାଯାଇଥିବା ପ୍ରକଳ୍ପଗୁଡିକ ଶୀଘ୍ର ସମ୍ପୁର୍ଣ୍ଣ କରିବା ସହ ଚଳିତ ୨୦୨୩ – ୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ଯୋଜନା ଓ ପ୍ରକଳ୍ପଗୁଡିକୁ ତ୍ୱରାନ୍ବିତ କରିବାକୁ ବୈଠକରେ ଗୁରୁତ୍ୱାରୋପ କରା ଯାଇଥିଲା । ରାଜ୍ୟର ସମସ୍ତ ୬୦ ଗୋଟି ଡିଭିଜନ ଏବଂ ୧୩ ଟି ଇଞ୍ଜିନିୟରିଂ ସର୍କଲ ସସ୍ଥାର ମୁଖ୍ୟଯନ୍ତ୍ରୀ ଏବଂ ସର୍ବୋଚ୍ଚ ଯନ୍ତ୍ରୀମାନେ ଆଭାସୀ ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ଯୋଗଦେଇଥିଲେ । ପ୍ରତ୍ୟେକ ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ପଚାରି ବୁଝିଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅରବିନ୍ଦ ଅଗ୍ରୱାଲ , ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁଦର୍ଶନ ପରିଡା , ଇ.ଆଇ.ସି ଶ୍ରୀ ଅକ୍ଷୟ କୁମାର ପ୍ରଧାନ , ଇ.ଆଇ.ସି ଶ୍ରୀ ପ୍ରଦୀପ
ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech