ରାଜ୍ୟ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡିଂର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡିଂର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ।
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି l ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ l ପୂର୍ବରୁ ଏହିପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ ଓ ସେଠାରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନଥିଲା l

ଏହି ଛାତ୍ରଛାତ୍ରୀଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇ .ଟି ଓ ଆଇ .ଟି . ସମ୍ବଳିତ ସେବା ବଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି l ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇ .ଟି . ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ବିଜ୍ଞାନ ବିଷୟ ସହିତ ଆଇ.ଟି . ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି l
ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭରଚୁଆଲ ଷ୍ଟୁଡିଓ କୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ l
ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ , ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ , ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଥିଲେ l
ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା , ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରଯାଇଛି ଓ ଏଥି ସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି l
ଏହି ଦୁଇ ବିଦ୍ୟାଳୟର ଶିକ୍ଷକ -ଛାତ୍ର ଅନୁପାତ ପ୍ରତି ଦଶ ଜଣ ଛାତ୍ର ପାଇଁ ଜଣେ ଶିକ୍ଷକ ଥିବାବେଳେ ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତ ବର୍ଷ 10 ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତି ବାଧିତ ବିଦ୍ୟାଳୟରୁ 14 ଜଣ ଛାତ୍ର ଛାତ୍ରୀ ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀନ୍ନ ହୋଇଛନ୍ତି l ଏଠାରେ ପିଲାମାନଙ୍କର ନିଃଶୁଳ୍କ ନାମ ଲେଖାର ବ୍ୟବସ୍ଥା କରାଯାଇଛି l
5T ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ , ଇ -ପାଠାଗାର , ବିଜ୍ଞାନାଗାର , ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି l ଆଜି ଦୁଇ ବିଦ୍ୟାଳୟରେ ସରକାର ଉଚ୍ଚ ମାଧ୍ୟମିକ ଖୋଲିବାର ଆଦେଶନାମା ଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଆନନ୍ଦର ଲହରୀ ସ୍ରୁଷ୍ଟି କରିଛି l
ପ୍ରାରମ୍ଭରେ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ପିଲାମାନେ ବାଦ୍ୟ ଓ ସଂଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ l
ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହି ଉଭୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ

5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଶ୍ରୀମତୀ ଅଶ୍ୱଥି ଏସ , ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର ଆୟାର , ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା , ଜିଲ୍ଲାପାଳ ଖୋର୍ଦ୍ଧା ଶ୍ରୀ କେ . ସୁଦର୍ଶନ ଚକ୍ରବର୍ତ୍ତୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ .
ପରେ ମୁଖ୍ୟମନ୍ତ୍ରୀ ରାଜ୍ଯ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡ଼ିଂ ର ଶିଳାନ୍ୟାସ କରିଥିଲେ
ଏହି କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ ,ବିଧାୟକ ଶ୍ରୀ ଅନନ୍ତ ଜେନା ,ରାଜ୍ଯ ପଣ୍ୟାଗାର ନିଗମ ର ଅଧ୍ୟକ୍ଷ ପ୍ରମୂଖ ଉପସ୍ଥିତ ଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech