୨ ଡାକ୍ତରୀ ଛାତ୍ର ଗୋଷ୍ଠୀ ଗଣ୍ଡଗୋଳ
ବୁର୍ଲା ଭୀମସାରରେ ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ।
ଭୀମସାର ଏବଂ ବ୍ରହ୍ମପୁର ଏମ୍କେସିଜି ଛାତ୍ର ଗୋଷ୍ଠୀ ମୁହାଁମୁହିଁ ସୂଚନା।
‘ୟୁଫୋରିଆ’ ଚାଲୁଥିବା ବେଳେ ଉଭୟ ଗୋଷ୍ଠୀ ମୁହାଁମୁହିଁ।
ଆନ୍ତଃ ମେଡିକାଲ କଲେଜ କ୍ରୀଡ଼ା ଓ ସାଂସ୍କୃତିକ ଉତ୍ସବ ‘ୟୁଫୋରିଆ’
।





