Spread the love

କର୍କଟ ସଂକ୍ରାନ୍ତି ଓ ଚିତାଲାଗି ଅମାବାସ୍ୟା ଥିବାରୁ ମା ତାରିଣୀଙ୍କର ବିଶେଷ ପୂଜା

ଢେଙ୍କାନାଳ ଗାନ୍ଧୀ ମନ୍ଦିର ରୋଡ଼ ସ୍ଥିତ ମା ତାରିଣୀଙ୍କ ପିଠରେ କର୍କଟ ସଂକ୍ରାନ୍ତି ଓ ଚିତାଲାଗି ଅମାବାସ୍ୟା ଥିବାରୁ ମା ଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା। ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ନୂତନ ବସ୍ତ୍ର ବିଭିନ୍ନ ଫୁଲହାର ଲାଗି କରାଯାଇଥିଲା। ବିଭିନ୍ନ ଭୋଗ ଲାଗି କରାଯାଇଥିଲା। ମଧ୍ୟାହ୍ନ ରେ ହୋମ ସନ୍ଧ୍ୟା ରେ ଆଳତି ରାତ୍ରରେ ପହଡ଼ ପଡ଼ିବ।

Leave a Reply

Your email address will not be published. Required fields are marked *

You missed