ଢେଙ୍କାନାଳ ଜିଲ୍ଲା ସଦର ମହକୁମାରେ ୭୭ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଢେଙ୍କାନାଳ ଜିଲ୍ଲା ସଦର ମହକୁମାରେ ୭୭ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଢେଙ୍କାନାଳ, ୨୫/୭, ଢେଙ୍କାନାଳ ଜିଲ୍ଲା ସଦର ମହକୁମାରେ ୭୭ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ଜିଲ୍ଲା କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହଠାରେ ଜିଲ୍ଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ଜାତୀୟ ଦିବସକୁ ସରସ ସୁନ୍ଦର ଭାବେ ପାଳନ କରିବାକୁ ଜିଲ୍ଲାପାଳ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି ।
ପବିତ୍ର ଜାତୀୟ ଦିବସ ପାଳନ ଅବସରରେ ସକାଳ ଘ-୯.୧୫ମି. ସମୟରେ ଦିବସର ମୁଖ୍ୟ ଅତିଥି ଢେଙ୍କାନାଳ ଷ୍ଟାଡିୟମ୍ ଠାରେ ଜାତୀୟ ପତାକା ଉତୋଳନ କରି ଅଭିଭାଷଣ ପ୍ରଦାନ କରିବେ । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ପ୍ୟାରେଡ ଦଳ, ପୋଲିସ୍‌ ବାହିନୀ, ଓ.ଏସ୍.ଏ.ପି. ପ୍ରଥମ ବାଟାଲିଆନ୍ ଏବଂ ବ୍ୟାଣ୍ଡ ଦଳ ପ୍ୟାରେଡ୍‌ରେ ଅଂଶଗ୍ରହଣ କରି ଜାତୀୟ ପତାକାକୁ ସମ୍ମାନ ପ୍ରଦାନ କରିବେ । ସକାଳ ୫ ଘଟିକା ସମୟରୁ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସହର ମଧ୍ୟରେ ଡ଼ାକବାଜି ଯନ୍ତ୍ର ଦ୍ବାରା ରାମଧୂନ ପରିବେଷଣ କରାଯିବ । ସକାଳ ୬ ଘଟିକା ସମୟରେ ସହରର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପ୍ରଭାତ ଫେରି କରାଯିବ । ସକାଳ ଘ.୭.୩୦ମି. ସମୟରେ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଶିକ୍ଷାନୁଷ୍ଠାନ, ଶିଳ୍ପାନୁଷ୍ଠାନ ଓ ସାଧାରଣରେ ଜାତୀୟ ପତାକା ଉଦୋଳନ କରାଯିବ । ସକାଳ ଘ.୮.୩୦ମି ସମୟରୁ ସହରସ୍ଥିତ ସମସ୍ତ ବରପୁତ୍ରମାନଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯିବ । ଉତ୍ସବ ପାଳନ ଅବସରରେ ବିଭିନ୍ନ ବିଦ୍ୟାଳୟ ପକ୍ଷରୁ ଷ୍ଟାଡିୟମ୍ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଆଭୋଗ୍ୟମ୍ ଯୋଗ ଅନୁଷ୍ଠାନ ପକ୍ଷରୁ ଯୋଗାସନ ପ୍ରଦର୍ଶନ କରାଯିବ । ଏହି ଅବସରରେ ଚାମ୍ବର ଅଫ କମର୍ସ ପକ୍ଷରୁ ଜିଲ୍ଲା ଚିକିତ୍ସାଳୟର ରୋଗୀମାନଙ୍କୁ ଫଳ ବଂଟନ, ପ୍ରୟାସ ଅନୁଷ୍ଠାନ ପକ୍ଷରୁ ଗୋପବନ୍ଧୁ ଟାଉନ ହଲ ଠାରେ ରକ୍ତଦାନ ଶିବିର, ମହର୍ଷି ଦୟାନନ୍ଦ ସର୍ଭିସ୍ ମିଶନ ପକ୍ଷରୁ ଜେଲ କଏଦୀମାନଙ୍କୁ ମିଷ୍ଠାନ୍ନ ବଂଟନ କରାଯିବ । ବଧୂ ଓ ଦୃଷ୍ଟିହୀନ ବିଦ୍ୟାଳୟ ଆଦୃତା ଅନୁଷ୍ଠାନ, ଜ୍ୟୋତିନଗରସ୍ଥିତ ଜରାଶ୍ରମ ଏବଂ ବିଶ୍ୱ କୁନ୍ତଳ ଶିଶୁ ଗୃହ ଅନ୍ତେବାସୀଙ୍କର ସ୍ବାସ୍ଥ୍ୟ ପରୀକ୍ଷା ସହିତ ମିଷ୍ଟାନ୍ନ ବଂଟନ କରାଯିବ ।ବନଖଣ୍ଡ ବିଭାଗ ପକ୍ଷରୁ ସହର ମଧ୍ୟରେ ବୃକ୍ଷ ରୋପଣ କରାଯିବାକୁ ସ୍ଥିର ହୋଇଛି । ଅପରାହ୍ଣ ୪ଟା ସମୟରେ ଢେଙ୍କାନାଳ ଷ୍ଟାଡିୟମ ଠାରେ ଜିଲ୍ଲା ପ୍ରଶାସନ ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରେ ଏକ ବନ୍ଧୁତ୍ବ ପୂର୍ବ ଫୁଟବଲ ମ୍ୟାଚ ଅନୁଷ୍ଠିତ ହେବ । ଜାତୀୟ ଦିବସକୁ ଉତ୍ସାହ ପୂର୍ବ ଭାବେ ପାଳନ ନିମନ୍ତେ ଅଗଷ୍ଟ ୧୪ ତାରିଖ ଦିନ ସହର ମଧ୍ୟରେ ଏକ ମାରାଥନ ଦୌଡ ଅନୁଷ୍ଠିତ ହେବ ।
ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ବାରା ବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃ ପ୍ରତିଯୋଗୀତା, ଦେଶାତ୍ମବୋଧ ସଙ୍ଗୀତ ପ୍ରତିଯୋଗୀତ ଆୟୋଜନ କରାଯିବ । ସେହିପରି ଢେଙ୍କାନାଳ ସୟଂ ଶାସିତ ମହାବିଦ୍ୟାଳୟ ଠାରେ ମହାବିଦ୍ୟାଳୟ ସ୍ତରୀୟ ବକତ୍ବତୀ ପ୍ରତିଯୋଗୀତା ଏବଂ ସରକାରୀ ମହିଳା ମହାବିଦ୍ୟାଳୟ ଠାରେ ମହାବିଦ୍ୟାଳୟ ପ୍ରତୀୟ ଦେଶାତ୍ମବୋଧ ସହଗୀତ ପ୍ରତିଯୋଗୀତା ଅନୁଷ୍ଠିତ ହେବ ବୋଲି ସ୍ଥିର ହୋଇଛି । ଏହି ଅବସରରେ ଦିବ୍ୟାଙ୍ଗ (ଭିନ୍ନକ୍ଷମ ) ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃତା, ଦେଶାତ୍ମବୋଧ ସଙ୍ଗୀତ, ଚିତ୍ରାଙ୍କନ ପ୍ରତିଯୋଗୀତା ଅନୁଷ୍ଠିତ ହେବ । ଉତ୍ସବ ଅବସରରେ ଷ୍ଟାଡିୟମ ଠାରେ ମୋଟ ୫ଟି ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଚିତାକର୍ଷିକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ଜିଲ୍ଲାରେ ମାଟ୍ରିକ୍ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ବିଦ୍ୟାର୍ଥୀଙ୍କୁ ଏବଂ ଜିଲ୍ଲାର ସର୍ବଶ୍ରେଷ୍ଠ ବିଦ୍ୟାୟାଳୟକୁ ବନବାସିନୀ ସ୍ତୁତି ଟ୍ରଫି ପ୍ରଦାନ କରାଯିବ ବୋଲି ବୈଠକରେ ସ୍ଥିତ

କରାଯାଇଛି ।
ପବିତ୍ର ସ୍ଵାଧୀନତା ଦିବସ ପାଳନ ଅବସରରେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ଅନ୍ୟାନ ବାଣିଜ୍ୟ ଅନୁଷ୍ଠାନରେ ଆଲୋକ ସଜ୍ଜାର ବ୍ୟବସ୍ଥା ପାଇଁ ସମସ୍ତ ଅନୁଷ୍ଠାନର ମୁଖ୍ୟମାନଙ୍କୁ ଅନୁରୋଧ କରାଯାଇଛି ।

ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର (ରାଜସ୍ବ), ବନଖଣ୍ଡ ଅଧିକାରୀ ସୁମିତ କୁମାର କର, ସଦର ଉପଜିଲ୍ଲାପାଳ ସୁଶ୍ରୀ ସ୍ନିଗ୍ଧାରାଣୀ ଧଳଙ୍କ ସମେତ ଆରକ୍ଷୀ କର୍ମକର୍ତା, ସମ୍ପୃକ ବିଭାଗୀୟ ଅଧିକାରୀ, ବିଭିନ୍ନ ଅନୁଷ୍ଠାନର କର୍ମକର୍ତା, ଗଣମାଧ୍ୟମର ପ୍ରତିନିଧିମାନେ ଯୋଗ ଦେଇଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech