ଶତାୟୁ,ବି.ବି.ହାଇସ୍କୁଲ, ଢେଙ୍କାନାଳର ପ୍ରାକ୍ତନ ଦଶମ ଶ୍ରେଣୀ ଛାତ୍ର ହୃଦାନନ୍ଦ ଦାସଙ୍କ ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୨୩ର ଭାର ଉତ୍ତୋଳନରେ ବିରଳ ସ୍ଵର୍ଣ୍ଣପଦକ ହାସଲ

ଶତାୟୁ,ବି.ବି.ହାଇସ୍କୁଲ, ଢେଙ୍କାନାଳର ପ୍ରାକ୍ତନ ଦଶମ ଶ୍ରେଣୀ ଛାତ୍ର ହୃଦାନନ୍ଦ ଦାସଙ୍କ ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୨୩ର ଭାର ଉତ୍ତୋଳନରେ ବିରଳ ସ୍ଵର୍ଣ୍ଣପଦକ ହାସଲ

ଢେଙ୍କାନାଳ: ତା.୨୬.୦୭.୨୦୨୨ରିଖ: ନିକଟରେ ଶତାୟୁ,ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳର ଚଳିତ ବର୍ଷର ପ୍ରାକ୍ତନ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ହୃଦାନନ୍ଦ ଦାସ କୋଚ୍ ଗୋପାଳ କୃଷ୍ଣ ଦାସଙ୍କ ଅଧିନରେ ଡି. ଡବ୍ଲ୍ୟୁ .ଏ .ଡି. ,ଇଣ୍ଡୋର୍ ହଲ , ଢେଙ୍କାନାଳରେ ତାଲିମ୍ ଗ୍ରହଣ କରି ଉତ୍ତରପ୍ରଦେଶ ଗ୍ରେଟ୍ ର ନୋଇଡା ଠାରେ ଜୁଲାଇ ମାସ ୧୧ ରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ କ୍ରୀଡ଼ା -୨୦୨୩ର ଭାରଉତ୍ତୋଳନରେ ବିରଳ ସ୍ଵର୍ଣ୍ଣ ପଦକ ହାସଲ କରି ଆମ ଦେଶ, ରାଜ୍ୟ ଓ ଜିଲ୍ଲା ପାଇଁ ଐତିହାସିକ ଗୌରବ ହାସଲ କରିଛନ୍ତି। ଏହି ପ୍ରତିଯୋଗିତାରେ ୧୫ ଟି ଦେଶର ୧୫୦୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ।ଏହି ଅବସରରେ ଢେଙ୍କାନାଳରେ ବାଜିଚୌକ ଠାରୁ ତାଙ୍କୁ ସୁସଜ୍ଜିତ ଜିପ୍ ରେ ବାଦ୍ୟର ତାଳେ ତାଳେ ଏକ ବିପୁଳ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇ ପରିଶେଷରେ ବି.ବି. ହାଇସ୍କୁଲ୍ ରେ ମଧ୍ୟ ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ, ଓଡ଼ିଶା ଶିକ୍ଷାସେବା-୧(କନିଷ୍ଠ) ଓ ବରିଷ୍ଠ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ରଙ୍କ ମାର୍ଗଦର୍ଶନ ତଥା ନେତୃତ୍ୱରେ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ, କର୍ମଚାରୀ ବୃନ୍ଦ, ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟା ସଭ୍ୟବୃନ୍ଦ ଓ ପ୍ରିୟ ଛାତ୍ରୀ ଛାତ୍ର ମାନଙ୍କ ଉପସ୍ଥିତିରେ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ, ପୁଷ୍ପବର୍ଷଣ ଓ ଜୟଜୟାକାର ସ୍ଲୋଗାନ୍ ଧ୍ୱନୀରେ ଗଗନ ପବନ ପ୍ରକମ୍ପିତ କରି ବିପୁଳ ବର୍ଣ୍ଣାଢ଼୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏଥିପୂର୍ବରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ରାଜ୍ୟସ୍ତରୀୟ ଇଣ୍ଟର କ୍ଳବ୍ ଓଡ଼ିଶା -୨୦୨୨ ଭାର ଉତ୍ତୋଳନ ପ୍ରତିଯୋଗିତାରେ ୭୩ କେଜି ବର୍ଗରେ ୟୁଥ୍ /ଯୁବ (୧୩ ରୁ ୧୮ ବର୍ଷ ବୟସ) ,ଜୁନିୟର/କନିଷ୍ଠ (୧୮ ରୁ ୨୧ବର୍ଷ ବୟସ) ଓ ସିନିୟର୍/ବରିଷ୍ଠ (୨୧ ବର୍ଷରୁ ଉର୍ଦ୍ଧ୍ବ ବୟସ) ବିଭାଗରେ ପ୍ରତ୍ୟେକ କ୍ଷେତ୍ରରେ ଗୋଟିଏ ଗୋଟିଏ ସର୍ବମୋଟ୍ ତିନୋଟି ସ୍ଵର୍ଣ୍ଣ ପଦକ ସହ ପ୍ରଶଂସା ପତ୍ର ହାସଲ କରିଛନ୍ତି। ସେ ରାଜ୍ୟସ୍ତରରେ ସ୍ନାଚ୍ ରେ ୧୦୯ କିଲୋ ଓ କ୍ଲିନ୍ ଏଣ୍ଡ ଜରକ୍ ରେ ୧୩୯ କିଲୋ ସମୁଦାୟ ୨୪୮ କିଲୋ ଭାର ଉତ୍ତୋଳନ କରି ସାମଗ୍ରିକ ଭାବରେ ସମଗ୍ର ଓଡ଼ିଶାରେ ଚମ୍ପିୟାନ ହୋଇ ଏହି ବିରଳ ଗୌରବର ଅଧିକାରୀ ହୋଇ ପାରିଥିଲେ। ପ୍ରକାଶ ଥାଉକି ଢେଙ୍କାନାଳ ଭାପୁର ଟେଣୁଆ ଗ୍ରାମର ଅଧିବାସୀ ବର୍ତ୍ତମାନ ଢେଙ୍କାନାଳ କୁଣ୍ଟୁଣିଆ ନୂଆ ସାହିର ବାସିନ୍ଦା ତାଙ୍କର ପିତା ହରିହର ଦାସ ଜଣେ ଅଟୋଚାଳକ ଓ ମାତା ଗୋଲାପ ଦାସ ଜଣେ ଗୃହିଣୀ। ସେ ବର୍ତ୍ତମାନ ପର୍ଜଙ୍ଗ ସାଆନ୍ଦା କଲେଜର ଯୁକ୍ତ ଦୁଇ କଳା ପ୍ରଥମ ବର୍ଷର ଛାତ୍ର। ସେ ତନଭିକ ଢେଙ୍କାନାଳ ଶାଖାରେ ତାଲିମ୍ ନେଇ ବର୍ତ୍ତମାନ ପତିଆଲାରେ ତିନିମାସ ତାଲିମ୍ ନେଇ ନିକଟରେ ଋଷ୍ ରେ ମଧ୍ୟ ଭାର ଉତ୍ତୋଳନ କରି ଉଚ୍ଚ ପ୍ରଶଂସିତ ହୋଇ ପାରିଛନ୍ତି।
ଏହି ଉପଲକ୍ଷେ ବିଦ୍ୟାଳୟ ଶ୍ରେଣୀଗୃହରେ ଓ ପ୍ରାର୍ଥନା ସଭାରେ ବିଦ୍ୟାଳୟର ଛାତ୍ରୀ,ଛାତ୍ର ,ଶିକ୍ଷୟିତ୍ରୀ,ଶିକ୍ଷକ, କର୍ମଚାରୀ ଵୃନ୍ଦଙ୍କ ଉପସ୍ଥିତିରେ ପୁନର୍ବାର କୃତୀ ଛାତ୍ର ହୃଦାନନ୍ଦ ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବରିଷ୍ଠ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର ସ୍ଵୀୟ ଅଭିଭାଷଣରେ ଏହି ଶତାୟୁ ବିଦ୍ୟାଳୟର ସର୍ବ ପ୍ରଥମ ଏହି ବିରଳ ଗୌରବ ଅର୍ଜନ କରିଥିବା ଆମ ପ୍ରାକ୍ତନ ଚଳିତ ବର୍ଷର ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ହୃଦାନନ୍ଦ ଦାସଙ୍କ ଏହି ସଫଳତା ଅନ୍ୟ ମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ଦୃଢ଼ ମତପ୍ରକାଶ କରିଥିଲେ। ଆଗାମୀ ଦିନରେ ଏସିଆଡ୍ ଓ ଅଲମ୍ପିକ୍ସ ରେ ମଧ୍ୟ ଉନ୍ନତ ପ୍ରଦର୍ଶନ କରି ଏହି ସଫଳତାର ପୁନରାବୃତ୍ତି ଘଟାଇବାର ଦୃଢ଼ ଆଶା ପୋଷଣ କରିଥିଲେ।
ବର୍ତ୍ତମାନର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ, ଓଡ଼ିଶା ଶିକ୍ଷାସେବା-୧(କନିଷ୍ଠ) ଛାତ୍ର ହୃଦାନନ୍ଦ ଦାସଙ୍କ ଏହି ରାଜ୍ୟସ୍ତରୀୟ ସଫଳତାରେ ଆମେ ସମସ୍ତେ ଗର୍ବିତ ଓ ଆଗାମୀ ଦିନରେ ଏହିଭଳି ଆହୁରି ଅନେକ ସଫଳତା ବିଦ୍ୟାଳୟ ପାଇଁ ଗୌରବର ନୂତନ ଅଧ୍ୟାୟ ସୃଷ୍ଟି କରିବ ବୋଲି ଦୃଢ଼ ଅଭିବ୍ୟକ୍ତି ପ୍ରଦାନ କରିଥିଲେ। ଏହି ଅବସରରେ ମାନ୍ୟବର ଢେଙ୍କାନାଳ ଜିଲ୍ଲା ପରିଷଦର ଚେୟାରମ୍ୟାନ ଅର୍ଚ୍ଚନା ପୁହାଣ,ମାନ୍ୟବର ଢେଙ୍କାନାଳ-ଅନୁଗୋଳ ସାଂସଦ ମହେଶ ସାହୁ,ମାନ୍ୟବର ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମାନ୍ୟବର ଢେଙ୍କାନାଳ ସଦର ବିଧାୟକ ସୁଧୀର କୁମାର ସାମଲ, ଶତାୟୁ,ଅନୁଷ୍ଠାନର ପ୍ରାକ୍ତନ ଛାତ୍ର ତଥା ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ଶାସନ ସଚିବ ଉଭୟ ଅଶ୍ଵିନୀ କୁମାର ମିଶ୍ର,ଆଇ. ଏ. ଏସ୍. ଓ ଦୁର୍ଗା ପ୍ରସାଦ ମହାପାତ୍ର,ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠୀ ,ପ୍ରାକ୍ତନ ଛାତ୍ର ତଥା ଢେଙ୍କାନାଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାପାତ୍ର, ପରିବେଶବିତ୍ ପ୍ରଦ୍ୟୁମ୍ନ ରଥ, ପରିବେଶ ପ୍ରେମୀ ଅକ୍ଷୟ କୁମାର ଜେନା,ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀ ନିବେଦିତା ପାଣି,ଢେଙ୍କାନାଳ ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ ସସ୍ମିତା ସାହୁ ,ଶତାୟୁ, ଅନୁଷ୍ଠାନ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳର ପ୍ରଧାନ ଶିକ୍ଷୟିତ୍ରୀ ଓ ହିନ୍ଦୋଳ ବ୍ଲକ ଶିକ୍ଷା ଅଧିକାରୀ ବ୍ରହ୍ମୋତ୍ରୀ ବିଶ୍ୱାଳ, ଢେଙ୍କାନାଳ ଜିଲ୍ଲା ବନଖଣ୍ଡ କାର୍ଯ୍ୟାଳୟର ବନଖଣ୍ଡ ଅଧିକାରୀ ସୁମିତ୍ କୁମାର କର,ଶାରୀରିକ ଶିକ୍ଷା ନିରୀକ୍ଷକ ଜ୍ୟୋତି ପ୍ରସାଦ ପରିଡା, ବରିଷ୍ଠ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର, ସ୍ଵର୍ଣମୟୀ ଶତପଥୀ, ଧ୍ୟାନଚାନ୍ଦ ମିଶ୍ର, ସୁନିତାବାଳା ଷଡ଼ଙ୍ଗୀ, ସ୍ୱାଗତିକା ରଥ,ସୁଜାତା ପଣ୍ଡା, ସୁଚିତ୍ରା ସାହୁ, ଡ଼ଃ ଅନୁପମା ମିଶ୍ର, କିଶୋର ଚନ୍ଦ୍ର ସାମଲ,ଦିପ୍ତିଶ୍ କୁମାର ଶତପଥୀ, କିରଣମୟୀ ମହାଳିକ, କଲ୍ୟାଣୀ ବଡ଼ଜେନା, ଅନୁପମା ପଣ୍ଡା, କ୍ଷୀରାବଧିତନୟା ମହାପାତ୍ର, କଳ୍ପନା ବାରିକ, କାର୍ଯ୍ୟାଳୟ ସହକାରୀ ପ୍ରଫୁଲ୍ଲ କୁମାର ବିଶ୍ବାଳ, ଶୁଭଶ୍ରୀ ଦେବସ୍ମିତା ରାଉତ,ସୁଜିତ କୁମାର ବାରା, ବାସୁଦେବ ରଣା, ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ, ସନ୍ତୋଷ ଜେନା, ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ , କର୍ମଚାରୀ ବୃନ୍ଦ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସାରଙ୍ଗଧର ସାହୁ , ଉପସଭାପତି ସୁପ୍ରଭା ସ୍ୱାଇଁ ସମେତ ସମସ୍ତ ସଦସ୍ୟ, ସଦସ୍ୟା ବୃନ୍ଦ, ବିଦ୍ୟାଳୟ ଆଲୁମିନି ଆସୋସିଏସନର ସଭାପତି ପ୍ରାଧ୍ୟାପକ ପ୍ରଫୁଲ୍ଲ କୁମାର ମିଶ୍ର, ଅନ୍ୟତମ ପ୍ରାକ୍ତନ ଛାତ୍ର ତଥା ଢେଙ୍କାନାଳ ଉପ ନଗରପାଳ ପ୍ରକାଶ ଚନ୍ଦ୍ର କୁଅଁର, ପ୍ରାକ୍ତନ ଛାତ୍ର ତଥା କବି ଅବନୀ ମିଶ୍ର , ପ୍ରାକ୍ତନ ଛାତ୍ର ତଥା ଅଧ୍ୟାପକ ଜ୍ଞାନେନ୍ଦ୍ର ସାହୁ, ପ୍ରାକ୍ତନ ଛାତ୍ର ତଥା ଆଇନଜୀବୀ ଶିବସାଇ ମହାପାତ୍ର ,ଢେଙ୍କାନାଳ ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ଜ୍ୟୋତି ପ୍ରାସାଦ ପରିଡ଼ା ପ୍ରମୁଖ ବିଦ୍ୟାଳୟର ଅନେକ ଶୁଭେଛୁବୃନ୍ଦ ବିଦ୍ୟାଳୟର ଏହି କୃତୀ ଛାତ୍ର ହୃଦାନନ୍ଦ ଦାସଙ୍କୁ ଏହି ବିରଳ ସଫଳତା ହାସଲ ପାଇଁ ତାଙ୍କୁ ଢେର୍ ସାରା ଶୁଭେଚ୍ଛା ଓ ଅନେକ ଅନେକ ଶୁଭକାମନା ଜଣାଇଛନ୍ତି।

ଅଧିକ ସୂଚନା ପାଇଁ -(କୃତୀ ଛାତ୍ରଙ୍କ ଦୂରଭାଷ : ୭୯୭୮୧୯୮୮୨୩/7978198823 )

ଡା. ଦେବୀ ପ୍ରସାଦ ମିଶ୍ର
ବରିଷ୍ଠ ସହକାରୀ ଗଣିତ ଓ ବିଜ୍ଞାନ ଶିକ୍ଷକ,
ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ,
ଢେଙ୍କାନାଳ।
ଦୂରଭାଷ :୯୪୩୭୧୦୬୫୬୯/9437106569
ଇ -ମେଲ୍: debisirscience@gmail.com

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • Wishing
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech