୨୦୨୪ ନିର୍ବାଚନ ପୂର୍ବରୁ ବିଜେପିର ନୂଆ ଟିମ୍ ଘୋଷଣା ହୋଇଛି। ଜାରି ହେଲା ବିଜେପି କେନ୍ଦ୍ରୀୟ ପଦାଧିକାରୀଙ୍କ ତାଲିକା,୩୮ ଜଣିଆ ନୂଆ ଟିମ୍ ଘୋଷଣା କଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା, ବୈଜୟନ୍ତ ପଣ୍ଡା ପୁଣି ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ, ତୃତୀୟ ଥର ପାଇଁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ହେଲେ ବୈଜୟନ୍ତ ପଣ୍ଡା l




