ଆଜି ମଳପୂର୍ଣିମା ଥିବାରୁ ମା ତାରିଣୀଙ୍କର ବିଶେଷ ପୂଜା
ଢେଙ୍କାନାଳ ଗାନ୍ଧୀ ମନ୍ଦିର ରୋଡ଼ ସ୍ଥିତ ମା ତାରିଣୀଙ୍କ ପିଠରେ ମଳପୂର୍ଣିମା ଥିବାରୁ ମା ଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା। ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ନୂତନ ବସ୍ତ୍ର ବିଭିନ୍ନ ଫୁଲହାର ବିଭିନ୍ନ ପ୍ରକାରର ଭୋଗ ଲାଗି କରାଯାଇଥିଲା। ମଧ୍ୟାହ୍ନ ରେ ପଣା ସନ୍ଧ୍ୟା ରେ ଆଳତି ରାତ୍ରରେ ପହଡ଼ ପଡ଼ିବ।





![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)