କଟକ : କଟକ ଜିଲ୍ଲା ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ଆଠଗଡରେ ପହଞ୍ଚି ବିକାଶ କାର୍ଯ୍ୟର କରୁଛନ୍ତି ସମୀକ୍ଷା । ମିନି ଷ୍ଟାଡିୟମରେ ଆୟୋଜିତ ଜନଶୁଣାଣୀ ସଭାରେ ଲୋକଙ୍କୁ ଭେଟିଛନ୍ତି । ଲୋକଙ୍କୁ ଭେଟିବା ସହ ଦରଖାସ୍ତ ଗ୍ରହଣ କରୁଛନ୍ତି ୫-ଟି ସଚିବ । ଯେଉଁ ସବୁ ଦାବି ଅଛି ତାହା ଖୁବଶୀଘ୍ର ପୂରଣ କରାଯିବ ବୋଲି ଦେଉଛନ୍ତି ପ୍ରତିଶ୍ରୁତି ।
ସେହିପରି ଚାଷୀଙ୍କ ସମସ୍ୟାର ତୁରନ୍ତ ସମାଧାନ କରାଯିବ ବୋଲି କହିଛନ୍ତି ୫-ଟି ସଚିବ । ଜନଶୁଣାଣୀ ସଭାରେ ବହୁ ସଂଖ୍ୟାରେ ମିଶନ ଶକ୍ତି ମାଆ ଓ କଲେଜ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)
