ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନ୍ତର୍ଜାତୀୟ ଦେଶଜ ଅଧିବାସୀ ଦିବସ ଅବସରରେ “ମୋ ଜଙ୍ଗଲ ଜମି ଯୋଜନା” କାର୍ଯ୍ୟକ୍ରମର ଲୋକାର୍ପଣ କରିବେ।
ଜନଜାତି ବୌଦ୍ଧିକ ସମ୍ପତ୍ତିର ସୁରକ୍ଷା, ଯୋଗ୍ଯ ବ୍ୟକ୍ତିଗତ ତଥା ଗୋଷ୍ଠୀଗତ ଜଙ୍ଗଲ ଅଧିକାରକୁ ସୁନିଶ୍ଚିତ କରିବା, ଜଙ୍ଗଲର ଜୈବ ବିବିଧତାର ସଂରକ୍ଷଣ, ଜୀବନ ଜୀବିକା ପ୍ରଣାଳୀରେ ସ୍ଥାୟିତ୍ବ ରକ୍ଷା ଇତ୍ୟାଦି ଏହି ଯୋଜନାର ଲକ୍ଷ୍ଯ ଅଟେ।
୩ୟ ମହଲା ସମ୍ମିଳନୀ କକ୍ଷ, ଲୋକସେବା ଭବନ
୯ ଅଗଷ୍ଟ, ୨୦୨୩ | ସନ୍ଧ୍ୟା ୫.୩୦



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-23-scaled.jpg)
