ଜନଜାତିର ସଂସ୍କୃତି ଓ ପରମ୍ପରାର ସଂରକ୍ଷଣ ଆମର ଦାୟିତ୍ଵ • ଆନ୍ତର୍ଜାତିକ ଜନଜାତି ଦିବସ ପାଳିତ

ଜନଜାତିର ସଂସ୍କୃତି ଓ ପରମ୍ପରାର ସଂରକ୍ଷଣ ଆମର ଦାୟିତ୍ଵ • ଆନ୍ତର୍ଜାତିକ ଜନଜାତି ଦିବସ ପାଳିତ
• ଜନଜାତିର ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଗଠନ

ଢେଙ୍କାନାଳ:୦୯/୦୮- ଅଜି ପୂର୍ବାହ୍ନରେ ଢେଙ୍କାନାଳସ୍ଥିତ ପୁରାତନ ଜିଲ୍ଲା ପରିଷଦ ଭବନର ସଭା ଗୃହରେ ଆନ୍ତର୍ଜାତିକ ଜନଜାତି ଦିବସ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ଜିଲ୍ଲା ପ୍ରଶାସନ ଜନଜାତି ମାନଙ୍କର ବିକାଶ ପାଇଁ ମୁଖ୍ୟତଃ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ଗମନାଗମନ ଏବଂ ଜୀବିକା ଏହି ୫ଟି ଦିଗ ଉପରେ ଗୁରୁତ୍ବାରୋପ କରୁଛି । ଜିଲ୍ଲାରେ ୧.୫ଲକ୍ଷରୁ ଅଧିକ ଜନଜାତି ସଂପ୍ରଦାୟର ଲୋକମାନେ ବସବାସ କରୁଛନ୍ତି । ସେମାନଙ୍କୁ ମଧ୍ୟରୁ ୧୩ଟି ଜୁଅଙ୍ଗ ଜନଜାତିର । ସେମାନଙ୍କର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାର ଜିଲ୍ଲା ସ୍ତଗରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି । ଢେଙ୍କାନାଳ ପରିଷଦର ସଭାପତି ଦେଉଛନ୍ତି ଶ୍ରୀ ସୁରେନ୍ଦ୍ର କୁମାର ହେମ୍ବ୍ରମ । ଏହାସହ ସେ କହିଛନ୍ତି ଯେ, ଜନଜାତି ମାନେ ନିଜର ସଂସ୍କୃତି ଓ ପରମ୍ପରା ପାଇଁ ଅନ୍ୟ ମାନଙ୍କ ଠାରୁ ଭିନ୍ନ । ସେଥିପାଇଁ ସେମାନଙ୍କ ସଂସ୍କୃତି ଓ ପରମ୍ପରାର ସଂରକ୍ଷଣ ଦିଗରେ ଜିଲ୍ଲା ପ୍ରଶାସନ କାର୍ଯ୍ୟ କରିବ । ଜନଜାତିର ଲୋକମାନଙ୍କର ସାମାଜିକ ସୁରକ୍ଷା ପାଇଁ ସେମାନଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଉଛି । ଏହାସହ ଦେଶ ତଥା ରାଜ୍ୟରେ ପ୍ରଥମଥର ପାଇଁ ଡେଙ୍କାନାଳ ଜିଲ୍ଲାର ସହରାଂଦଳରେ ୩୪ଜଣ ବନଜାତିର ଲୋକମାନଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯିବ । ଯାହାକି ତାଙ୍କୁ ମୁଖ୍ୟ ସ୍ରୋତରେ ଫେରାଇଆଣିବାକୁ ସହାୟକ ହେବ ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତି ଅର୍ଚ୍ଚନା ପୂହଣ ଯୋଗଦେଇ ଜନଜାତି ସଂପ୍ରଦାୟର ସାମାଜିକ ମୂଲ୍ୟବୋଧ ସଂପର୍କରେ କହିଥିଲେ ଯେ, ଜନଜାତିର ଲୋକମାନେ ପ୍ରକୃତିକୁ ନିଜର ମା ପରି ସ୍ନେହ କରନ୍ତି । ତାର ସୁରକ୍ଷା ପାଇଁ କାର୍ଯ୍ୟ କରନ୍ତି । ଏହାସହ ସେମାନେ ନିଜର ଜୀବନଚର୍ଯ୍ୟାକୁ ପ୍ରକୃତି ସହିତ ସଂଶ୍ଳିଷ୍ଠ କରି ରଖିଥାନ୍ତି । ସେଥିପାଇଁ ସେମାନେ ଶାରୀରିକ ଭାବେ ସୁସ୍ଥ ରହିଥାନ୍ତି । ଏହାସହ ସେ କହିଥିଲେ ଯେ, ଢେଙ୍କାନାଳ ଜିଲ୍ଲାର ଜନଜାତି ସଂପ୍ରଦାୟ ସହ ପୁରାତନ ସର୍ମକ ରହିଛି । ଢେଙ୍କାନାଳ ନାମଟି ଢେଙ୍କା ଶବରର ନାମରୁ ଆସିଛି ।
ଏହି କାର୍ଯକ୍ରମର ପରିଚାଳନା ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ରୁଦ୍ର ପ୍ରସନ୍ନ ପରିଜା କରିଥିଲେ । ଏହାସହ ସେ ସଭା ଶେଷରେ ସମସ୍ତ ଅତିଥିବୃନ୍ଦଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଶ୍ରୀ ରମେଶ ଚନ୍ଦ୍ର ସେଠୀ, ଜିଲ୍ଲା ପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ଦତ୍ତ, ଢେଙ୍କାନାଳ ସଦର, ଗଁଦିଆ, କାମାକ୍ଷନଗର, ହିନ୍ଦୋଳ ବ୍ଲକର ବ୍ଲକ ଉନ୍ନୟନ ଅଧିକାରୀଗଣ, ସାମ୍ବାଦିକ ବନ୍ଧୁଗଣ ଏବଂ ଢେଙ୍କାନାଳ ଜିଲ୍ଲାର ଶତାଧିକ ସଂଖ୍ୟକ ଜନଜାତି ସଂପ୍ରଦାୟର ଲୋକମାନେ ଯୋଗଦେଇଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech