ଆଜି ସିଂହ ସଂକ୍ରାନ୍ତି ଥିବାରୁ ସିଦ୍ଧ ବଳରାମଜୀଉଙ୍କର ବିଶେଷ ପୂଜା
ଢେଙ୍କାନାଳ କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଆଜି ସିଂହ ସଂକ୍ରାନ୍ତି ଥିବାରୁ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା। ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ବସ୍ତ୍ର ବିଭିନ୍ନ ଫୁଲହାର ତୁଳସୀ ହାର ଲାଗି ବଲ୍ଲଭ ଭୋଗ ୧୦ଟା ବେଳେ ଖେଚେଡ଼ି ଭୋଗ ମଧ୍ୟାହ୍ନ ରେ ଅନ୍ନ ଧୂପ ସନ୍ଧ୍ୟା ରେ ଆଳତି ପରେ ରାତ୍ର ଧୂପ ଏବଂ ପହଡ ପଡ଼ିବ। ପୂଜକ ମନସୁମନ ମିଶ୍ର, ପାଳିଆସେବକ ସମ୍ଭୁନାଥ ମହାପାତ୍ର, କାହାଳିଆ ଟିକନ ବେହେରା, ସୁଆର ନିଳମଣୀ ଆଚାର୍ଯ୍ୟ , ଜିମାଦାର ଶ୍ୟାମସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତ ରେ ଏହି ସିଂହ ସଂକ୍ରାନ୍ତି ନିତି ସମ୍ପୂର୍ଣ କରାଯାଇଥିଲା ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)


