ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେଶ ଚନ୍ଦ୍ର ପାଣିଗ୍ରାହୀଙ୍କ ହୃଦଘାତରେ ମୃତ୍ୟୁ
ଅନୁଗୋଳ – ଅନୁଗୋଳ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେଶ ଚନ୍ଦ୍ର ପାଣିଗ୍ରାହୀଙ୍କ ଆଜି ହସ୍ପିଟାଲ୍ ରେ ପରଲୋକ ହୋଇ ଯାଇଛି। ଆଜି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସୂଚନା ମୁତାବକ ତାଙ୍କର ହୃଦ୍ ଘାତରେ ମୃତ୍ୟୁ ଘଟିଛି। ଅନୁଗୋଳ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ଆସନ୍ତା କାଲି ତାଙ୍କ ମର ଶରୀରକୁ ଗାର୍ଡ ଅଫ ହନର ପ୍ରଦାନ କରାଯିବ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)
