ଜଳସେଚନ ବ୍ୟବହାର ବୃଦ୍ଧି କରି ମହାନଦୀ ଡେଲଟା ଷ୍ଟେଜ୍-୧ ଓ ଷ୍ଟେଜ୍-୨ ଅଧୀନରେ କରାଯାଉଥିବା ରବି ଚାଷ ଉତ୍ପାଦନ ବୃଦ୍ଧି କରାଯିବା ସମ୍ପର୍କରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଏକ-ଦିବସୀୟ କର୍ମଶାଳା କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଉଦ୍ଘାଟନ କରିଥିଲେ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-9-scaled.jpg)


