କୃଷି ନିର୍ଦ୍ଧାରଣ କମିଟିର ବୈଠକ ୟୁରିଆ ସାର ଗଛିତ ରଖିବାକୁ ନିର୍ଦେଶ

କୃଷି ନିର୍ଦ୍ଧାରଣ କମିଟିର ବୈଠକ ୟୁରିଆ ସାର ଗଛିତ ରଖିବାକୁ ନିର୍ଦେଶ

ଢେଙ୍କାନାଳ :
ଢେଙ୍କାନାଳ ଜିଲା କାର୍ଯ୍ୟାଳୟର ସଦଭାବନା ଗୃହରେ ଗୁରୁବାର ଅପରାହ୍ନରେ ଜିଲା କୃଷି ନିର୍ଦ୍ଧାରଣ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଚି । ଜିଲାପାଳ ସରୋଜ କୁମାର ସେଠୀ ଅଧ୍ୟକ୍ଷତା କରି ୟୁରିଆ ସାରର ଯେପରି କଳାବଜାର ନହୋଇବ ସେଥିପ୍ରତି କୃଷି ବିଭାଗ ଦୃଷ୍ଟି ଦେବା ସହିତ କୃଷି ସମବାୟ ସମିତି ଗୁଡିକରେ ପର୍ଯ୍ୟାପ୍ତ ସାର ମହଜୁଦ ରଖିବାକୁ କୃଷି ବିଭାଗ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ସମସ୍ତ ପ୍ରକାର କୃଷି ଯୋଜନା ସମ୍ବନ୍ଧରେ ପଂଚାୟତିରାଜ ଜନ ପ୍ରତିନିଧି ମାନଙ୍କୁ ମୋ ବ୍ଲକ ମିଟିଂରେ ସୂଚନା ପ୍ରଦାନ କରିବା ପାଇଁ ଗୁରୁତ୍ୱାରୋପ କରିଥିଲେ । ଚଳିତ ଖରିଫ ଋତୁ ପାଇଁ ସମସ୍ତ କାର୍ଯ୍ୟକ୍ରମ ଉପରେ ଜିଲା ମୁଖ୍ୟ କୃଷି ଅଧିକାରୀ ଦିପ୍ତୀକାନ୍ତ ରାଉତରାୟ କହିଥିଲେ । ଉଠା ଜଳସେଚନ ଗୁଡିକରେ ରବି ଋତୁରେ ଠିକ୍ ଭାବରେ କାର୍ଯ୍ୟକ୍ଷମ କରିବା ସହିତ ନିର୍ଦ୍ଧାରିତ ଫସଲ ଗୁଡିକ ଲକ୍ଷ୍ୟ ପୂରଣ କରିବା ପାଇଁ ଗୁରୁତ୍ୱାରୋପ କରିଥିଲେ । ଖାଦ୍ୟ ନିରାପତା ମିଶନରେ ୧୪ଗୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମିନି ଡାଲି ପ୍ରୋସେସର ୟୁନିଟ ଖୋଲିବା ପାଇ ପ୍ରେସେସିଂ ମେଶିନ ଜିଲାପାଳ ପ୍ରଦାନ କରିଥିଲେ । ଏହାଦ୍ୱାରା ପର୍ଯ୍ୟାପ୍ତ ଉତ୍ପାଦନ ହେଉଥିବା ଡାଲି ଫସଲରୁ ଡାଲି ପ୍ରସ୍ତୁତ କରି ମହିଳା ସ୍ୱୟଂ ସହାୟକ ଗୁଡିକ ଅଧିକ ଲାଭବାନ୍ ହେବେ ବୋଲି ସୂଚନା ଦେଇଥିଲେ । ସମନ୍ୱିତ ଫାର୍ମ ପଣ୍ଡ ଯୋଜନାରେ ୫୧ଜଣଙ୍କର କାର୍ଯ୍ୟାଦେଶ କମିଟି ଦ୍ୱାରା ଅନୁମୋଦିତ ହୋଇଥିବା ସୂଚନା ଦିଆଯାଇଥିଲା । ୫ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ଗୋଟିଏ ପାଣି ପଂଚାୟତ ଓ ଗୋଟିଏ କୃଷକ ଉତ୍ପାଦକ ସଂଘକୁ କୃଷି ଯନ୍ତ୍ରପାତି ବ୍ୟାଙ୍କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି । ୮୦ ପ୍ରତିଶତ ସବସିଡିରେ ଫାର୍ମ ମେଶିନାରୀ ଟ୍ରାକ୍ଟର, ରୋଟାଭେକ୍ଟର ଓ ଅନ୍ୟାନ୍ୟ ଯନ୍ତ୍ରପାତି ଗୁଡିକୁ ଯୋଗାଇ ଦିଆଯାଇବାର ବ୍ୟବସ୍ଥା ରହିଛି । ବୃହତ ଜଳସେଚନ ପ୍ରକଳ୍ପ ଅଂଚଳ ପାଇଁ ଫସଲର ବିବିଧକରଣ ଉପରେ ସହଯୋଗୀ ଅନୁଷ୍ଠାନ ଗୁଡିକର ପାଓର୍ୱାର ପଏଂଟ ଦ୍ୱାରା ଉପସ୍ଥାପନା କରାଯାଇଥିଲା । ଆକାଂକ୍ଷି ଜିଲା ଭାବରେ ମିଳିଥିବା ୧କୋଟି ୬୦ଲକ୍ଷ ଅନୁଦାନକୁ ୮ଟି ବ୍ଲକରେ ସୋଲାର କୋଲଡ୍ ଚ୍ୟାମ୍ବର କାର୍ଯ୍ୟ ଶେଷ କରିବାକୁ ଜିଲାପାଳ କୃଷି ବିଭାଗକୁ ନିର୍ଦେଶ ଦେଇଥିଲେ । ଏହି ବୈଠକରେ ଅତିରିକ୍ତ ଜିଲାପାଳ ଲଳିତ କୁମାର ବେହେରା, ଜିଲା ମୁଖ୍ୟ କୃଷି ଅଧିକାରୀ ଦୀପ୍ତିକାନ୍ତ ରାଉତରାୟ, ଉଦ୍ୟାନ କୃଷି ଅଧିକାରୀ ଗୀତାଶ୍ରୀ ପାଢୀ, ସମବାୟ ସମିତି ଉପନିବନ୍ଧକ ସରୋଜିନୀ ଜେନା, ଢେଙ୍କାନାଳ ଜିଲ୍ଲା କୃଷି ଅଧିକାରୀ ଜ୍ୟୋତି ଦୀପ୍ତ ପଟ୍ଟନାୟକ ଓ କାମାକ୍ଷାନଗର କୃଷିଜିଲା ଅଧିକାରୀ, ବ୍ଲକ କୃଷି ଅଧିକାରୀ ଓ ସହକାରୀ କୃଷି ଅଧିକାରୀଙ୍କ ସମେତ, ନାବାର୍ଡ ଡିଡିଏମ୍, ଉଠା ଜଳସେଚନ ବିଭାଗ, ଜଳଛାୟା ପ୍ରକଳ୍ପ ନିଦେ୍ର୍ଦଶକ ପ୍ରମୁଖ ଉପସ୍ଥିତ ଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech