ଉଲ୍ଲେଖନୀୟ ସେବା ଓ ସାହସିକତା ପାଇଁ ୭୪ ଜଣଙ୍କୁ ପଦକ ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟ ପୋଲିସ୍‌ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୭୪ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ସାହସିକତା ପଦକ ପ୍ରଦାନ କରାଯାଇଛି । ଲୋକସେବା ଭବନ କନଭେନସନ୍‌ ହଲରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ପଦକ ପ୍ରଦାନ କରିଛନ୍ତି ।

ଏଥିରେ ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ବିଶିଷ୍ଟ ସେବା ନିମନ୍ତେ ୨ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ଓ ୧୦ଜଣଙ୍କୁ ଉଲ୍ଲେଖନୀୟ ସେବା ନିମନ୍ତେ ‘ରାଷ୍ଟ୍ରପତି ପୋଲିସ ପଦକ’ ପ୍ରଦାନ କରାଯାଇଛି । ସେହିପରି ଉଲ୍ଲେଖନୀୟ ସେବା ନିମନ୍ତେ ୧୫ଜଣଙ୍କୁ ‘ରାଜ୍ୟପାଳ ପୋଲିସ୍‌ ପଦକ’ ପ୍ରଦାନ କରାଯାଇଛି । ଅନୁରୂପ ଭାବେ ୨୦୨୦ ସ୍ୱାଧୀନତା ଦିବସ ପାଇଁ ବିଶିଷ୍ଟ ସେବା ନିମନ୍ତେ ୨ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ୍‌ ପଦକ’ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ୍‌ ପଦକ’ ପ୍ରଦାନ କରାଯାଇଛି ।

୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୨ଜଣ ଅଗ୍ନିଶମ ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ଅଗ୍ନିଶମ ସେବା ପଦକ’ ପ୍ରଦାନ କରାଯାଇଥିବାବେଳେ ୪ଜଣଙ୍କୁ ‘ପ୍ରଶଂସନୀୟ ସେବା ପଦକ’ ପ୍ରଦାନ କରାଯାଇଛି । ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ଗୃହରକ୍ଷୀ ସେବା ନିମନ୍ତେ ଜଣଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ପଦକ’ ଏବଂ ଜଣଙ୍କୁ ‘ରାଷ୍ଟ୍ରପତି ପ୍ରଶଂସନୀୟ ସେବା ପଦକ’ ପ୍ରଦାନ କରାଯାଇଛି । ସେହିପରି ବେସାମରିକ କ୍ଷେତ୍ରରେ ପ୍ରଶଂସନୀୟ ସେବା ନିମନ୍ତେ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଛି ।

୨୦୨୦ ସ୍ୱାଧୀନତା ଦିବସ ପାଇଁ ଅଗ୍ନିଶମ ସେବା କ୍ଷେତ୍ରରେ ସାହସିକତା ପାଇଁ ୧ଜଣଙ୍କୁ ‘ରାଷ୍ଟ୍ରପତିଙ୍କ ସାହସିକତା ପଦକ’ ପ୍ରଦାନ କରାଯାଇ ଥିବାବେଳେ ୨ ଜଣଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ଅଗ୍ନିଶମ ସେବା ପଦକ’ ପ୍ରଦାନ କରାଯାଇଛି । ଅନୁରୂପ ଭାବରେ ୬ ଜଣଙ୍କୁ ‘ପ୍ରଶଂସନୀୟ ଅଗ୍ନିଶମ ସେବା ପଦକ’ ପ୍ରଦାନ କରାଯାଇଛି । ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବାରେ ପ୍ରଶଂସନୀୟ ସେବା ନିମନ୍ତେ ୨୦୨୦ ସ୍ୱାଧୀନତା ଦିବସ ପାଇଁ ୪ଜଣଙ୍କୁ ପଦକ ପ୍ରଦାନ କରାଯାଇଛି । ବେସାମରିକ ପ୍ରତିରକ୍ଷା କ୍ଷେତ୍ରରେ ୧ଜଣଙ୍କୁ ବିଶିଷ୍ଟ ସେବା ନିମନ୍ତେ ‘ରାଷ୍ଟ୍ରପତି ପଦକ’ ପ୍ରଦାନ କରାଯାଇଛି ।

୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୩ ଜଣ କାରାଗାର ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ସେବା ପଦକ’ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଛି । ସେହିପରି ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୩ଜଣ କାରାଗାର ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ସଂସ୍କାର ସେବା ପଦକ’ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ କରାଯାଇଛି ।

୨୦୨୦ ସ୍ୱାଧୀନତା ଦିବସ ଅବସରରେ ୨ ଜଣ କାରାଗାର ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ସେବା ପଦକ’ ସହ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ହଜାର ଟଙ୍କା ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ କରାଯାଇଛି । ସେହିପରି ୨ ଜଣଙ୍କୁ ‘ରାଷ୍ଟ୍ରପତିଙ୍କ ସଂସ୍କାର ସେବା ପଦକ’ ସହ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ କରାଯାଇଛି । ଆୟୋଜିତ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉପସ୍ଥିତ ରହି ସମସ୍ତଙ୍କୁ ଏହି ପଦକ ପ୍ରଦାନ କରିଥିଲେ ।

ଏହି ଅବସରରେ ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡା ଓ ଯୁବ ସେବା, ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଦେଓ ରଞ୍ଜନ କୁମାର ସିଂହ, ଡିଜି-ପୋଲିସ ସୁନୀଲ କୁମାର ବଂଶଲ, ଡିଜି-ଅଗ୍ନିଶମ, ହୋମଗାର୍ଡ ଓ ବେସାମରିକ ପ୍ରତିରକ୍ଷା ଡ. ସୁଧାଂଶୁ କୁମାର ଷଡଙ୍ଗୀ, ଡିଜି-କାରାଗାର ଓ ସଂସ୍କାର ସେବା ମନୋଜ କୁମାର ଛାବ୍ରାଙ୍କ ସହ ଗୃହ ବିଭାଗର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ ।

ସୋର୍ସ news

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech