୬୫ ହଜାର ଗରିବ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉଲକେଲା ମହାନଗର ନିଗମର ୬୫ ହଜାର ଗରିବ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜାଗା ସହ ଘର କରିବା ପାଇଁ ଆର୍ଥିକ ସହାୟତା ମଧ୍ୟ ଦିଆଯିବ।

ଆସନ୍ତା ଅକ୍ଟୋବର ମାସରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ପ୍ରମାଣ ପତ୍ର ପ୍ରଦାନ କରାଯିବ। ସହରର ସବୁ ଗରିବ ପରିବାରଙ୍କୁ ଭୂମି ଅଧିକାର ମିଳିବା ପର୍ଯ୍ୟନ୍ତ ଏ ଅଭିଯାନ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୨୦୧୮ ମସିହାରୁ ଆରମ୍ଭ ହୋଇଥିବା ଜାଗା ମିଶନ କାର୍ଯ୍ୟକ୍ରମରେ ସହରର ବସ୍ତି ଗୁଡିକରେ ରହୁଥିବା ଗରିବ ପରିବାର ଗୁଡିକୁ ଭୂମି ଅଧିକାର ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ୧ ଲକ୍ଷ ୭୦ହଜାରରୁ ଅଧିକ ପରିବାରକୁ ଭୂମି ଅଧିକାର ମିଳିଛି। ଆଜିର କାର୍ଯ୍ୟକ୍ରମକୁ ମିଶାଇ ରାଜ୍ୟରେ ୨ ଲକ୍ଷ ୪୦ ହଜାର ପରିବାରକୁ ଭୂମି ଅଧିକାର ମିଳିଲା।

ଏହା ସହିତ ୪୦ ହଜାର ପରିବାରକୁ ଘର ତିଆରି ପାଇଁ ସହାୟତା ମଧ୍ୟ ଦିଆ ଯାଇଛି। ବସ୍ତିମୁକ୍ତ ଓଡିଶା ଗଠନ ଉଦ୍ଦେଶ୍ୟ ନେଇ ଏହି ସବୁ ବସ୍ତି ଗୁଡିକୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଦିଆଯାଇ ଏସବକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଉଛି। ବର୍ତ୍ତମାନ ସୁଦ୍ଧା ୬୮ଟି ପୌରାଞ୍ଚଳର ୧୦୧୦ ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ବିଜୁ ଆଦର୍ଶ କଲୋନୀରେ ପରିଣତ ହୋଇଥିବା ୧୦୧୦ଟି କଲୋନୀ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ। କଟକ ମହାନଗର ନିଗମ, ଖୋର୍ଧା, କୋରାପୁଟ ଓ ଯାଜପୁର ପୌରାଞ୍ଚଳକୁ ବିଜୁ ଆଦର୍ଶ କଲୋନୀ ନିର୍ମାଣରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଏହି ପୌରାଞ୍ଚଳକୁ ସମ୍ମାନିତ କରିଥିଲେ।

ସେହିପରି ଯେଉଁଠାରେ ଆଇନଗତ କାରଣରୁ ବସ୍ତି ଲୋକଙ୍କୁ ନିଜେ ରହୁଥିବା ସ୍ଥାନରେ ଜାଗା ଦିଆଯିବା ସମ୍ଭବ ନୁହେଁର, ସେଠାରେ ସମସ୍ତଙ୍କ ସହମତିରେ ନିକଟସ୍ଥ ସ୍ଥାନରେ ଜାଗ ଦିଆଯାଇ ନୂଆ କଲୋନୀ ସ୍ଥାପନ କରାଯାଉଛି। ନୂଆ କଲୋନୀ ସ୍ଥାପନରେ ଚିକିଟି, ବୌଦ୍ଧ, ଢେଙ୍କାନାଳ ଓ କେଶିଙ୍ଗା ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ସେମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।

ଜଙ୍ଗଲ, ଜମିରେ ଘର କରିଥିବା ଗରିବ ଲୋକଙ୍କୁ ଜଙ୍ଗଲ ଅଧିକାର ଆଇନର ପ୍ରୟୋଗରେ ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ଦେବା କ୍ଷେତ୍ରରେ ଢେଙ୍କାନାଳ ଜିଲ୍ଲା ସାରା ଦେଶରେ ପ୍ରଥମ ସ୍ଥାନ ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପ୍ରଶାସନକୁ ସମ୍ବର୍ଦ୍ଧିତ କରିଛନ୍ତି। ସେହିପରି ରାଜ୍ୟର ଜାଗା ମିଶନ କାର୍ଯ୍ୟକ୍ରମ UN-World Habitat Award 2023 ପାଇଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର ଜାଗା ମିଶନ ଟିମକୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀମତି ଉଷା ଦେବୀ ନିଜର ଅଭିଭାଷଣ ରଖି କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଉଦ୍ୟମ ଯୋଗୁ ରାଜ୍ୟର ଗରିବ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି। ସେମାନେ ଆଜି ନିଜର ଅଧିକାର ପାଇଛନ୍ତି ଓ ଆଗକୁ ବଢିବାର ସୁଯୋଗ ପାଇଛନ୍ତି।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech