ପବିତ୍ର ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ୨୦୨୩ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲେ ପୈାରପାଳିକା ଢେଙ୍କାନାଳ
ଢେଙ୍କାନାଳ ପୈାରପାଳିକା ପକ୍ଷରୁ ଆସନ୍ତା କାଲି ପବିତ୍ର ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ସମସ୍ତ ଜନସାଧାରଣମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ପୈାରନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ରାଉତ।




