ପୋଷାକ ବିତରଣ ଉତ୍ସବ
ଢେଙ୍କାନାଳ (୧୬/୯): ରାଜ୍ୟ ସରକାରଙ୍କର “ମୁଖ୍ୟମନ୍ତ୍ରୀ ପରିଧାନ” ଯୋଜନା ଆଧାରରେ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ ଢେଙ୍କାନାଳରେ ଅଧ୍ୟୟନରତ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ନୂତନ ପୋଷାକ ପ୍ରଦାନ କରାଯାଇଥିଲା। ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମିନତି ଦେହୁରୀ ମହୋଦୟାଙ୍କ ଅଧ୍ୟକ୍ଷତାରେ ନବମ ଓ ଦଶମ ଶ୍ରେଣୀର ଶିକ୍ଷକ ଶିକ୍ଷୟିତ୍ରୀ ନିଜ ନିଜର ଶ୍ରେଣୀର ପିଲାମାନଙ୍କୁ ପୋଷାକ ବିତରଣ କରିଥିଲେ ଛାତ୍ରଛାତ୍ରୀମାନେ ନୂତନ ପୋଷାକ ପାଇ ଖୁସିବ୍ୟକ୍ତ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)


