ନବ ନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ ଟର୍ମିନାଲ୍‌କୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ଠାରେ #5T ଉପକ୍ରମରେ ନବ ନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ ଟର୍ମିନାଲ୍‌କୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ କଟକ ସହରର ୯ଟି ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ୪ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମୁଦାୟ ୫୪୧ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଆଜି ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି।

କଟକ ନେତାଜୀ ବସ୍ ଟର୍ମିନାଲ:

୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କଟକ ନେତାଜୀ ବସ ଟର୍ମିନାଲରେ ଏକା ସାଙ୍ଗରେ ୧୯୨ଟି ବସ ରହିବା ପାଇଁ ବ୍ୟବସ୍ଥା ହୋଇଛି। ଯାତ୍ରୀମାନଙ୍କ ପାଇଁ ପ୍ରତିକ୍ଷାଳୟ, ପୁରୁଷ ଓ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଟିକେଟ କାଉଣ୍ଟର ସହିତ ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ କରାଯାଇ ଟର୍ମିନାଲ ଭିତରେ ଯାତ୍ରୀମାନଙ୍କ ପାଇଁ ବିମାନ ବନ୍ଦର ଭଳି ସୁବିଧା କରାଯାଇଛି। ଏଠାରେ ନିର୍ମିତ ଆହାର କେନ୍ଦ୍ର ଓଡିଶାର ସର୍ବବୃହତ ଆହାର କେନ୍ଦ୍ର। ଏଥି ସହିତ ମିଶନ ଶକ୍ତି କାଫେ ମଧ୍ୟ ରହିଛି।

ଅନ୍ଯାନ୍ଯ ପ୍ରମୁଖ ପ୍ରକଳ୍ପ ଉଦ୍‌ଘାଟନ:

ଆଜି ମୁଖ୍ୟମନ୍ତ୍ରୀ କଟକ ସହରରେ ୬୬.୬୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ରେଭେନ୍ସା ବିଶ୍ୱବିଦ୍ୟାଳୟର ମହାନଦୀ କ୍ୟାମ୍ପସ୍, ୩୦ କୋଟି ବ୍ୟୟରେ ନିର୍ମିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଲାଇବ୍ରେରୀ, ୨୩.୮୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଡି.ଏ.ଭି. ଏସ.ସି.ବି. ମେଡିକାଲ ପବ୍ଲିକ ସ୍କୁଲ, ୮୮.୩୧ କୋଟି ଟଙ୍କା ବ୍ୟୟରେ ନରଣପୁରଠାରେ ନିର୍ମିତ ୫୫୦ଟି E.W.S. ଏବଂ ୩୨୦ଟି L.I.G. ବାସଗୃହ, ୯.୭୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ସିଲ୍‌ଭର ସିଟି ବୋଟ କ୍ଲବ, ୫.୨୩ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲର ସମ୍ମୁଖ ବିକାଶ, ଫୁଡ କୋର୍ଟ ଓ ଜଳକ୍ରୀଡା କେନ୍ଦ୍ର, ୩.୨୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ତାଳଦଣ୍ଡା କେନାଲ ନିକଟରେ ଅର୍ବାନ ହାଟ, ୫୪ ଲକ୍ଷ ଟଙ୍କା ବ୍ୟୟରେ ରାଣିହାଟଠାରେ ନିର୍ମିତ କ୍ଲକ ଟାୱାର।

୨୩.୩୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ତାଳଦଣ୍ଡା କେନାଲ ବ୍ରିଜର ଉଦ୍‌ଘାଟନ କରିବା ସହ ୧୨୩ କୋଟି ଟଙ୍କା ବ୍ୟୟରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଅନାନ୍ୟ ଭିତ୍ତିଭୂମି ନିର୍ମାଣ, ୨୨.୩୯ କୋଟି ଟଙ୍କା ବ୍ୟୟରେ ନେତାଜୀ ସୁଭାଷ ଚନ୍ଦ ବୋଷ ସ୍ମାରକୀ ନିର୍ମାଣ, ୪୫.୧୯ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲଠାରେ ଜନସୁବିଧା କେନ୍ଦ୍ର ଏବଂ ୮.୯୫ କୋଟି ଟଙ୍କା ବ୍ୟୟରେ ରେଳ ଷ୍ଟେସନ ପୂର୍ବ ଫାଟକରୁ ୪ ଲେନ୍ ବିଶିଷ୍ଟ ରାସ୍ତା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଏହି ଉତ୍ସବରେ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କଟକ ସାସଂଦ ଶ୍ରୀ ଭର୍ତ୍ତୃହରି ମହତାବ, ମେୟର ଶ୍ରୀ ସୁବାସ ସିଂ, ବିଧାୟକ ଶ୍ରୀ ଚନ୍ଦ୍ର ସାରଥୀ ବେହେରା, ବିଧାୟକ ଶ୍ରୀ ସୌଭିକ ବିଶ୍ୱାଳ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା:

କଟକଠାରେ ଆୟୋଜିତ ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଆଜି ଆମ କଟକ ସହର ପାଇଁ ଏକ ଉତ୍ସବର ଦିନ। କଟକ ସହର ପାଇଁ ୫୪୦ କୋଟିରୁ ଉର୍ଦ୍ଧ୍ୱ ବିଭିନ୍ନ ପ୍ରକଳ୍ପ ଆରମ୍ଭ ହେଲା। କଟକ ଓଡିଶାବାସୀଙ୍କ ପ୍ରିୟ ସହର।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ହଜାର ବର୍ଷର ସହର ଏହି କଟକ। ଏ ସହର ଏବେ ନୂଆ ରୂପ ନେଉଛି। ରୂପାନ୍ତର ପର୍ବ ଆଗେଇ ଚାଲିଛି। ଓଡିଶାର ଗର୍ବ ରେଭେନ୍ସା କଲେଜ ଆଜି ୟୁନିଭର୍ସିଟି ହୋଇଛି। ଏସ୍.ସି.ବି. ମେଡିକାଲ କଲେଜକୁ ଏମସ୍ ପ୍ଲସ୍ ସ୍ବାସ୍ଥ୍ୟକେନ୍ଦ୍ରରେ ରୂପାନ୍ତର କରିବା ପାଇଁ କାର୍ଯ୍ୟ ଜାରି ରହିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଟକ ସହର ମୋର ପ୍ରିୟ ସହର । ମୋର ଜନ୍ମଭୂମୀ। କଟକ ସବୁବେଳେ ମୋ ପାଇଁ ସ୍ୱତନ୍ତ୍ର ହୋଇ ରହିଛି ଓ ରହିବ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech