ରାଜ୍ୟରେ ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ ।
ଆଜି ଓଡ଼ିଶା ବିଧାନସଭାର ନବ ନିର୍ବାଚିତ ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ଆସନ ପର୍ଯ୍ୟନ୍ତ ପାଛୋଟି ନେଇ ନେଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ଗୃହର ମାନ୍ୟବର ବରିଷ୍ଠ ସଦସ୍ଯଗଣ। ଏହି ଅବସରରେ ଉପ ବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ ମଧ୍ୟ ଉପସ୍ଥିତ ଥିଲେ।

September 18, 2026/
No Comments



