କଂଗ୍ରେସ ବିଧାୟକ ଦଳ ବୈଠକ ବିଧାନସଭା ର କଂଗ୍ରେସ ବିଧାୟକ ଦଳ ନେତାଙ୍କ ପ୍ରକୋଷ୍ଠରେ ଆଜି ୨୨ ତାରିଖ,ଶୁକ୍ରବାର ସନ୍ଧ୍ୟା ୬ ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ବୈଠକରେ ବିଧାୟକ ଦଳ ନେତା ଶ୍ରୀ ନରସିଂହ ମିଶ୍ରଙ୍କ ସମେତ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଏବଂ କଂଗ୍ରେସ ବିଧାୟକ ବୃନ୍ଦ ଉପସ୍ଥିତ ରହି ଚଳିତ ବିଧାନସଭା ରେ କଂଗ୍ରେସର ରଣନୀତି ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


