ଭୁବନେଶ୍ୱରକୁ ‘ବେଷ୍ଟ ସ୍ମାର୍ଟ ସିଟି’ ସମ୍ମାନ

ଭୂବନେଶ୍ୱର: ଭୁବନେଶ୍ୱରକୁ ମିଳିଛି ସମ୍ମାନଜନକ ‘ବେଷ୍ଟ ସ୍ମାର୍ଟ ସିଟି’ ସମ୍ମାନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଇଣ୍ଡିଆ ସ୍ମାର୍ଟ ସିଟିଜ୍‌ କନକ୍ଲେଭ-୨୦୨୩ରେ ଭୁବନେଶ୍ୱରକୁ ୧୦ ଲକ୍ଷରୁ କମ୍‌ ନାଗରିକ ବିଶିଷ୍ଟ ସହର ବର୍ଗରେ ପୂର୍ବ ଭାରତର ଶ୍ରେଷ୍ଠ ‘ସ୍ମାର୍ଟ ସିଟି’ ସମ୍ମାନରେ ସମ୍ମାନିତ କରିଛନ୍ତି।

ଏହି ପ୍ରତିଯୋଗିତାରେ ୬୪ଟି ପୁରସ୍କାର ପାଇଁ କେନ୍ଦ୍ର ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଘୋଷଣା କରାଯାଇଥିଲା। ସ୍ମାର୍ଟସିଟିଗୁଡ଼ିକରେ ଜାରି ରହିଥିବା ପ୍ରକଳ୍ପ, ନୂତନତ୍ୱ, କୋଭିଡ୍‌ ମୁକାବିଲା, ସ୍ୱଚ୍ଛ-ସୁନ୍ଦର ତଥା ସର୍ବୋତ୍ତମ ସହର ବର୍ଗ ଭଳି ମୋଟ ୬୪ ବର୍ଗରେ ଏହି ପୁରସ୍କାର ଘୋଷଣା ହୋଇଛି।

୨୦୧୫ ଜୁନ୍‌ ୨୫ରେ ଆରମ୍ଭ ହୋଇଥିବା ସ୍ମାର୍ଟସିଟି ମିଶନ ଜରିଆରେ ଦେଶର ୧୦୦ ସହରରେ ଭିତ୍ତିଭୂମି ବୃଦ୍ଧି, ସ୍ୱଚ୍ଛ ଏବଂ ନିରନ୍ତର ପରିବେଶ ତଥା ‘ସ୍ମାର୍ଟ ସମାଧାନ’ର ପ୍ରୟୋଗ ମାଧ୍ୟମରେ ନାଗରିକଙ୍କୁ ଉନ୍ନତ ସେବା ଯୋଗାଇବାକୁ ଲକ୍ଷ୍ୟ ରହିଛି। ୨୦୨୨ ମସିହାର ସ୍ମାର୍ଟସିଟି ପୁରସ୍କାର ବର୍ଗରେ ୮୦ ଯୋଗ୍ୟ ସ୍ମାର୍ଟ ସହରରୁ ୮୪୫ ନାମାଙ୍କନ ଗ୍ରହଣ କରାଯାଇଥିଲା। ଏହାକୁ ୫ ପର୍ୟ୍ୟାୟରେ ମୂଲ୍ୟାଙ୍କନ କରାଯାଇଥିଲା। ପ୍ରଥମ ପର୍ୟ୍ୟାୟରେ ପ୍ରସ୍ତାବଗୁଡ଼ିକର ପ୍ରି-ସ୍କ୍ରିନିଂ କରାଯାଇଥିଲା। ୫୦ ପ୍ରତିଶତ (୪୨୩ ପ୍ରସ୍ତାବ) ପରବର୍ତ୍ତୀ ପର୍ୟ୍ୟାୟକୁ ଆସିଥିଲା। ଦ୍ୱିତୀୟ ପର୍ୟ୍ୟାୟରେ ପ୍ରତ୍ୟେକ ପୁରସ୍କାର ବର୍ଗ ପାଇଁ ଶ୍ରେଷ୍ଠ ୧୨ଟି ପ୍ରସ୍ତାବକୁ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଅର୍ବାନ୍‌ ଆଫେୟାର (ଏନଆଇୟୁଏ)ର ଏକ ଖଣ୍ଡପୀଠ ଚିହ୍ନଟ କରିଥିଲେ। ତୃତୀୟ ପର୍ୟ୍ୟାୟରେ ପ୍ରତ୍ୟେକ ପ୍ରସ୍ତାବ ପ୍ରସ୍ତାବକ ବିଷୟ ବିଶେଷଜ୍ଞଙ୍କ ଏକ ପ୍ୟାନେଲକୁ ଏକ ଉପସ୍ଥାପନା କରିଥିଲେ, ଯାହାକି ଶ୍ରେଷ୍ଠ ୬ଟି ପ୍ରସ୍ତାବ ଚୟନକୁ ନେଇଥିଲା। ଶେଷ ତଥା ଚତୁର୍ଥ ପର୍ୟ୍ୟାୟରେ ଶ୍ରେଷ୍ଠ ୬ଟି ପ୍ରସ୍ତାବ କେନ୍ଦ୍ର ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ନିର୍ଦ୍ଦେଶକଙ୍କ ଦ୍ୱାରା ପରିଚାଳିତ ଏବଂ ବିଷୟବସ୍ତୁ ବିଶେଷଜ୍ଞଙ୍କୁ ନେଇ ଏକ ଖଣ୍ଡପୀଠକୁ ଏକ ବିସ୍ତୃତ ଉପସ୍ଥାପନା କରିଥିଲା।

ଚତୁର୍ଥ ପର୍ୟ୍ୟାୟରେ ସ୍ମାର୍ଟ ସିଟି ମିଶନର ଶୀର୍ଷ କମିଟି ଦ୍ୱାରା ପ୍ରତ୍ୟେକ ପୁରସ୍କାର ବର୍ଗ ପାଇଁ ଶ୍ରେଷ୍ଠ ୩ଟି ପ୍ରସ୍ତାବ ଚିହ୍ନଟ କରାଯାଇଛି। ପାଞ୍ଚଟି ପୁରସ୍କାର ବର୍ଗ ଅଧୀନରେ ପ୍ରାପ୍ତ ମୋଟ ୮୪୫ ଆବେଦନ ମଧ୍ୟରୁ ୬୬ ବିଜେତାଙ୍କୁ ଚିହ୍ନଟ କରାଯାଇଛି। ୩୫ଟି ପ୍ରୋଜେକ୍ଟ ଆୱାର୍ଡରେ, ୬ଟି ନବୋନ୍ମୋଷୀ (ଇନୋଭେସନ) ଆୱାର୍ଡରେ, ୧୩ଟି ନ୍ୟାସନାଲ / ଜୋନାଲ ସିଟି ଆୱାର୍ଡରେ, ୫ଟି ରାଜ୍ୟ / ୟୁଟି ଆୱାର୍ଡରେ ଏବଂ ୭ଟି ପାର୍ଟନର ଆୱାର୍ଡ ବର୍ଗରେ ଚିହ୍ନଟ କରାଯାଇଥିବା କେନ୍ଦ୍ର ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ସୂଚନା ଦେଇଛି। ପୂର୍ବ ଭାରତ ପାଇଁ ଭୁବନେଶ୍ୱର ଓ ରାଞ୍ଚି ଉଭୟ ଶ୍ରେଷ୍ଠ ଜୋନାଲ ସ୍ମାର୍ଟ ସିଟି ପୁରସ୍କାର ପାଇଛନ୍ତି। ଅନୁରୂପ ଭାବରେ ମଧ୍ୟପ୍ରଦେଶ ଶ୍ରେଷ୍ଠ ରାଜ୍ୟ ପୁରସ୍କାର ପାଇଥିବାବେଳେ ଚଣ୍ଡୀଗଡ଼ ୨୦୨୨ ମସିହାରେ ଇଣ୍ଡିଆ ସ୍ମାର୍ଟ ସିଟି ଆୱାର୍ଡ ପ୍ରତିଯୋଗିତା (ଆଇଏସଏସି) ରେ ଶ୍ରେଷ୍ଠ କେନ୍ଦ୍ରଶାସିତ ଅଞ୍ଚଳ ପୁରସ୍କାର ପାଇଛି। ବୁଧବାର ଇନ୍ଦୋରରେ ଆୟୋଜିତ ଇଣ୍ଡିଆନ୍‌ ସ୍ମାର୍ଟସିଟି ପ୍ରତିଯୋଗିତା ପୁରସ୍କାର (ଆଇଏସଏସି) ୨୦୨୨ କାର୍ୟ୍ୟକ୍ରମରେ ବିଏମସି ମେୟର ସୁଲୋଚନା ଦାସଙ୍କ ସମେତ ବିଏମି ଓ ସ୍ମାର୍ଟସିଟି ଲିମିଟେଡର ବରିଷ୍ଠ ଅଧିକାରୀମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।

ସୋର୍ସ news

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech