ସେବା କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ସହ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ ତୃଣମୂଳସ୍ତରରେ ପହଞ୍ଚାଇବା ଲକ୍ଷ୍ୟ ନେଇ ବିଜୁ ଜନତା ଦଳ ପକ୍ଷରୁ ଅକ୍ଟୋବର ୨ ତାରିଖ ‘ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ତାରିଖ ଲୋକନାୟକ ଜୟପ୍ରକାଶ ନାରାୟଣ’ ଜୟନ୍ତୀ ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା ଆୟୋଜିତ ହେବ। ଏ ନେଇ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଦଳୀୟ ନେତୃବୃନ୍ଦ ଏବଂ କର୍ମକର୍ତ୍ତାଙ୍କୁ ଚିଠି ଲେଖି ଜଣାଇଛନ୍ତି।

April 21, 2026/
No Comments



