ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗରିକମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି। ବରିଷ୍ଠ ନାଗରିକମାନେ ଯେପରି ସମ୍ମାନ ଓ ଶାନ୍ତିର ସହ ଜୀବନଯାପନ କରିବେ ସେଥିପାଇଁ ସମସ୍ତେ ଯତ୍ନବାନ ହେବା ଆବଶ୍ଯକ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି।

April 19, 2026/
No Comments



