ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ଅନ୍ଵେଷଣ (ୟାଟସ୍) କାର୍ଯ୍ୟକ୍ରମ ଆୟୋଜିତ

ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ଅନ୍ଵେଷଣ (ୟାଟସ୍) କାର୍ଯ୍ୟକ୍ରମ ଆୟୋଜିତ

 

ପଠାଣି ସାମନ୍ତ ପ୍ଲାନେଟୋରିୟମ, ଭୁବନେଶ୍ଵର ସହଯୋଗରେ ଆୟୋଜିତ

 

ଢେଙ୍କାନାଳ ଓ ଅନୁଗୁଳର ୫୪୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

 

ନରେନ୍ଦ୍ରପୁର, ଅକ୍ଟୋବର ୧୯, ୨୦୨୩: ମହାକାଶ ବିଜ୍ଞାପନ କ୍ଷେତ୍ରରେ ଓଡ଼ିଶାର ପ୍ରତିଭାବାନ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ଆଗକୁ ବଢ଼ିବାର ସୁଯୋଗ ପ୍ରଦାନ କରିବା ଲାଗି ଢେଙ୍କାନାଳ ଓ ଅନୁଗୁଳର ବିଭିନ୍ନ ସ୍କୁଲରେ ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ଅନ୍ଵେଷଣ (ୟାଟସ୍) ପ୍ରତିଯୋଗିତାର ୧୭ତମ ସଂସ୍କରଣକୁ ଆନ୍ଦୋଳନ କରାଯାଇଛି। ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଶିକ୍ଷାଠାରୁ ଆଗକୁ ବଢ଼ି ମହାକାଶ ବିଜ୍ଞାନ, ଆଷ୍ଟ୍ରୋଫିଜିକ୍ ଓ ଜ୍ୟୋତିର୍ବିଜ୍ଞାନ ଉପରେ ସଚେତନତା ସୃଷ୍ଟି କରିବା । କିମ୍ବଦନ୍ତୀ ଓଡ଼ିଆ ଜ୍ୟୋତିର୍ବିଜ୍ଞାନୀ ପଠାଣୀ ସାମନ୍ତଙ୍କ ପରମ୍ପରାକୁ ଜାଣିବାରେ ଏହା ଛାତ୍ରଛାତ୍ରୀମାନଙ୍କ ଲାଗି ସହାୟକ ହେବ ।

 

ପଠାଣୀ ସାମନ୍ତ ପ୍ଲାନେଟୋରିୟମ୍‌, ଭୁବନେଶ୍ଵର ସହଯୋଗରେ ଟାଟା ଷ୍ଟିଲ୍‌ ପକ୍ଷରୁ ୟାସ ଆୟୋଜନ କରାଯାଉଛି । ଏହି ପ୍ରତିଯୋଗିତାରେ ସ୍କଟ୍ ଜୁଇଜ୍ ଓ ବିବିଧ ପସନ୍ଦର ପ୍ରଶ୍ନ (ଏମସିକ୍ୟୁ) ପ୍ରତିଯୋଗିତା ସାମିଲ ଥିଲା ଯାହାକୁ ଟାଟା ଷ୍ଟିଲ ମେରାମଣ୍ଡଳୀ କାରଖାନା ଆଖାପାଖରେ ଥିବା ସ୍କୁଲ ଏବଂ ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାର ଅନ୍ୟ ପ୍ରାନ୍ତରେ ଥିବା ସ୍କୁଲଗୁଡ଼ିକରେ ଆୟୋଜନ କରାଯାଇଥିଲା । ଏହି ଅବସରରେ ସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ, ଗୋଷ୍ଠୀ ପ୍ରତିନିଧ୍ଵ ଓ ଟାଟା ଷ୍ଟିଲ ମେରାମଣ୍ଡଳୀର ଅଧିକାରୀମାନେ ଉପସ୍ଥିତ ଥିଲେ ।

 

ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ଜିଲ୍ଲାର ଖଡ଼ଗପ୍ରସାଦ ସରକାରୀ ହାଇସ୍କୁଲ, କୁସୁପଟ୍ଟା ସରକାରୀ ହାଇସ୍କୁଲ, ଓଡ଼ାପଡ଼ା ସରକାରୀ ହାଇସ୍କୁଲ, ପଂଚାୟତ ସରକାରୀ ହାଇସ୍କୁଲ, ମା ଲଙ୍ଗାବାଉତି ହାଇସ୍କୁଲ ଶିବପୁର, ଗୋପବନ୍ଧୁ ହାଇସ୍କୁଲ ଖାଲିବେରଣା, ପାରିକୂଳ ହାଇସ୍କୁଲ ପାଇକ ପୁରୁଣାକୋଟ, ବ୍ୟାକର ସାମନ୍ତ ସିଂହାର ହାଇସ୍କୁଲ କୁରୁଟି, ବ୍ରାହ୍ମଣୀ ପବ୍ଲିକ ହାଇସ୍କୁଲ ଖଡ଼ଗପ୍ରସାଦ, ସରକାରୀ ଉନ୍ନୀତ ହାଇସ୍କୁଲ ନୂଆହତା ଓ ମଙ୍ଗଳପୁର ସରକାରୀ ହାଇସ୍କୁଲ ଭଳି ୧୧ଟି ସ୍କୁଲର ୨୨୦୦ରୁ ଅଧୁକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।

 

ଅନୁଗୁଳ ଟାଉନ, ତାଳଚେର, ବଅଁରପାଳ, ନାଲ୍‌କୋ ଟାଉନର ୧୫ଟି ହାଇସ୍କୁଲର ୩୨୦୦ରୁ ଅଧିକ ଛାତ୍ରଛାତ୍ରୀ ମଧ୍ୟ ଅଂଶଗ୍ରହଣ କରିଥିଲେ ।

 

ଚଳିତ ବର୍ଷ ଉତ୍ତମ ପ୍ରତ୍ୟେକ୍ଷ ଓ ଆରାସୀ ମାଧ୍ୟମରେ ଘାଟନ ଉପପନ କରାଯାଇଛି । ଛାତ୍ରଛାତ୍ରୀମାନେ ନିଜ ସ୍କୁଲରେ କିମ୍ବା ସ୍ଟାଟସର ୱେବସାଇଟରେ ଦେଇଦ କରିବାକୁ ପଡ଼ିବ। ଏହି ପରୀକ୍ଷାରୁ ଫାଇନାଲିଷ୍ଟମାନଙ୍କୁ ଚୟନ କରାଯିବ ଯେଉଁମାନେ ୨୦୨୩ ଡିସେମ୍ବର ୧୩ରେ ପଠାଣୀ ସାମନ୍ତ ପ୍ଲାନେଟୋରିୟମ, ଭୁବନେଶ୍ଵରରେ ହେବାକୁ ଥିବା ପ୍ରତିଯୋଗିତା ପର୍ଯ୍ୟାୟରେ ଭାଗ ନେବେ । ସେହିଦିନ ହେଉଛି ଓଡ଼ିଶାର ପ୍ରସିଦ୍ଧ ଜ୍ୟୋତିର୍ବିଦ ମହାମହୋପାଧ୍ୟାୟ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ସାମନ୍ତଙ୍କ ଜୟନ୍ତୀ ଯିଏ ପଠାଣୀ ସାମନ୍ତ ଭାବେ ପରିଚିତ । ୟାସ ୨୦୨୩ର ବିଷୟବସ୍ତୁ ହେଉଛି ‘ଚନ୍ଦ୍ରପୃଷ୍ଠ-ମହାକାଶ ପାଇଁ ଭବିଷ୍ୟତର ପଂଚପ୍ୟାଡ୍’। ଓଡ଼ିଶାର ପ୍ରତିଟି ଜିଲ୍ଲାର ଶ୍ରେଷ୍ଠ ଅଂଶଗ୍ରହଣକାରୀମାନଙ୍କୁ ଚୟନ କରାଯିବ ଏବଂ ଭୁବନେଶ୍ଵରରେ ହେବାକୁ ଥିବା ଗ୍ରାଣ୍ଡ ଫାଇନାଲ ପାଇଁ ସେମାନଙ୍କୁ ଆମନ୍ତ୍ରଣ କରାଯିବ । ବ୍ୟକ୍ତିଗତ ଆଲୋଚନା ଆଧାରରେ ମୂଲ୍ୟାଙ୍କନ କରି ଏହି ଅବସରରେ ୨୦ ଜଣ ବିଜେତାଙ୍କୁ ପୁରସ୍କୃତ କରାଯିବ ଏବଂ ସେମାନେ ଇସ୍ରୋର କୌଣସି ଏକ କେନ୍ଦ୍ରରେ ପରିଦର୍ଶନ କରିବା ପାଇଁ ସୁଯୋଗ ପାଇପାରିବେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech