ଓଡ଼ିଶାରାଜ୍ୟ ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ – ୨୨୦୨୪ ରେ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ

ଓଡ଼ିଶାରାଜ୍ୟ ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ – ୨୦୨୪

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଶପଥ ପାଠ ହେଲା

ଭୁବନେଶ୍ବର – ଦୁର୍ନୀତିକୁ କୌଣସି ସ୍ତରରେ ବରଦାସ୍ତ କରାଯିବ ନାହିଁଦୁର୍ନୀତି କ୍ଷେତ୍ରରେ ଦୋଷୀ ସାବ୍ୟସ୍ତ ହାର ଏବେ ୫୦ ପ୍ରତିଶତରୁ ଅଧିକ, ଆୟବହିର୍ଭୁତ ସମ୍ପତ୍ତିରେ ଦୋଷୀ ସାବ୍ୟସ୍ତ ହାର ୮୦ ପ୍ରତିଶତରୁ ଅଧିକଭିଜିଲାନ୍ସ ବିଭାଗ ପାଇଁ ୮ଟି ନୂତନ ଅତିରିକ୍ତ ଏସ୍‌ପି ପଦବୀ ଓ ୨୪ ଟି ନୂତନଡିଏସ୍‌ପି ପଦବୀ ବୃଦ୍ଧି କରାଯିବ, ଦୁର୍ନୀତି ନିବାରଣ କ୍ଷେତ୍ରରେ ରାଜ୍ୟ ଫରେନସିକ ବିଜ୍ଞାନ ପରୀକ୍ଷାଗାର ପ୍ରତିଷ୍ଠା କରାଯିବ- ମୁଖ୍ୟମନ୍ତ୍ରୀଙ୍କ ଘୋଷଣାଦୁର୍ନୀତି ବିରୋଧୀ ଅଭିଯାନ ଦୀର୍ଘସ୍ଥାୟୀ ହେବା ଆବଶ୍ୟକ, ତାହେଲେ ଦୁର୍ନୀତିଖୋରଙ୍କ ପାଇଁ ଏହା ଏକ Detterent ହୋଇପାରିବ-ମୁଖ୍ୟମନ୍ତ୍ରୀଭୁବନେଶ୍ଵର ୨୮ ଅକ୍ଟୋବର ୨୦୨୪ଆଜି ଭୁବନେଶ୍ବର ଲୋକସେବା ଭବନ କନ୍‌ଭେନ୍‌ସନ ହଲ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ୨୦୨୪ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁର୍ନୀତିକୁ ଦୃଢ ଭାବେ ବିରୋଧ କରିବା ପାଇଁ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦୁର୍ନୀତି ହେଉଛି ଭୟଙ୍କର ମଧୁମେହ ରୋଗ ସଦୃଶ୍ୟ। ଦୁର୍ନୀତିର କୁପ୍ରଭାବ ପ୍ରଥମେ ଜଣା ପଡିବ ନାହିଁ, ଧିରେ ଧିରେ ଏହା ବ୍ୟକ୍ତିଗତ ସ୍ତରରେ ଓ ସମାଜ ସ୍ତରରେ ଭୟଙ୍କର କୁପ୍ରଭାବ ପକାଇଥାଏ। ଭାରତୀୟ ସମାଜରେ ଦୁର୍ନୀତିର କୁପ୍ରଭାବ ଯେ କେତେ ଥିଲା, ଏହା ଜାଣିବାକୁ ରକେଟ ବିଜ୍ଞାନର ଜ୍ଞାନ ଆବଶ୍ୟକତା ନାହିଁ। ଏ ଦେଶର ଜଣେ ପୂର୍ବତନ ପ୍ରଧାନମନ୍ତ୍ରୀ ନିଜେ ଗୋଟିଏ ସାଧାରଣ ସଭାରେ କହିଥିଲେ ଯେ ମୁଁ ଦିଲ୍ଲୀରୁ ଗୋଟିଏ ଟଙ୍କା ପଠାଇଲେ ହିତାଧିକାରୀ ମାତ୍ର ୧୫ ପଇସା ପାଉଛି। ଏଠାରେ ପ୍ରଶ୍ନ ହୁଏ, ଯେ ବାକି ୮୫ ପଇସା କାହା ପକେଟକୁ ଯାଉଥିଲା। ଏହାର ଉତ୍ତର ଆପଣମାନେ ସମସ୍ତେ ଜାଣିଛନ୍ତି ବୋଲି ସେ କହିଥିଲେ।ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଦୁର୍ନୀତି ନିବାରଣ ବିଭାଗର ଆଜି ଦୋଷୀ ସାବ୍ୟସ୍ତ ହାର ୫୦ ପ୍ରତିଶତରୁ ଅଧିକ ଏବଂ ଆୟବହିର୍ଭୁତ ଦୋଷୀ ସାବ୍ୟସ୍ତ ହାର ୮୦ ପ୍ରତିଶତରୁ ଅଧିକ। ଆମ ସରକାର ପ୍ରଯୁକ୍ତିବିଦ୍ୟା, ଭିତ୍ତିଭୂମି ଓ ମାନବ ସମ୍ବଳ ବୃଦ୍ଧି କରି ଓଡିଶା ଭିଜିଲାନ୍ସକୁ ସୁଦୃଢ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି। ଭିଜିଲାନ୍ସ ବିଭାଗ ପାଇଁ ୮ଟି ନୂତନ ଅତିରିକ୍ତ ଏସ୍‌ପି ପଦବୀ ଓ ୨୪ ଟି ନୂତନ ଡିଏସ୍‌ପି ପଦବୀ ବୃଦ୍ଧି କରାଯିବ। ଏସବୁ ପଦବୀ ଗୁଡିକ ଭିଜିଲାନସ ବିଭାଗର ତଦନ୍ତ ଅନୁସନ୍ଧାନ, ତଦାରଖ ଓ ଦୁର୍ନୀତି ମାମଲାର ବିଚାର ପ୍ରକ୍ରିୟାରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରିବ। ତଦନ୍ତ ଏବଂ ଅନୁସନ୍ଧାନରେ ସହାୟତା କରିବା ପାଇଁ ୧୬ ଜଣ ସବ୍‌ଇନସିପେକ୍ଟରଙ୍କୁ ମଧ୍ୟ ନିୟୋଜିତ କରାଯିବ। ଏହା ସହିତ ଆଗାମୀ ଦିନରେ ୨୪ ଜଣ ଚାଟାର୍ଡ ଆକାଉଣ୍ଟାଟ ଓ ବ୍ୟାଙ୍କିଙ୍ଗ ଓ ସାଇବର ବିଶେଷଜ୍ଞ ମଧ୍ୟ ବିଭାଗରେ ଅନ୍ତର୍ଭୁକ୍ତ ହେବା ପାଇଁ ଅନୁମୋଦନ ହୋଇଛି। ଭିଜିଲାନ୍ସ ଟିମର ଗତିଶୀଳତା ବୃଦ୍ଧି କରିବା ପାଇଁ ୧୩୫ଟି ନୂତନ ମୋଟରସାଇକେଲ, ୧୫୦ଟି ନୂତନ ଡେସ୍କଟପ/ଲାପଟପ ଯୋଗାଇ ଦିଆଯିବ ଏଥି ସହିତ ରାଜ୍ୟ ଫରେନସିକ ବିଜ୍ଞାନ ପରୀକ୍ଷାଗାର ନିର୍ଦ୍ଦେଶାଳୟ ମଧ୍ୟରେ ପ୍ରତିଷ୍ଠା କରାଯିବ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଜୀ ୨୦୧୪ରେ ଯେତେବେଳେ ପ୍ରଥମଥର ପାଇଁ ପାଇଁ ପାର୍ଥିତ୍ଵ କରିଥିଲେ ସେ ସମୟରେ ଚାଲିଥିବା ଦୁର୍ନୀତି ବିରୁଦ୍ଧରେ ସ୍ଵର ଉତ୍ତୋଳନ କରିଥିଲେ। ବିଭିନ୍ନ ଦୁର୍ନୀତି ଓ ସ୍କାମ୍‌ରେ ଗୋଡରୁ ମୁଣ୍ଡ ପର୍ଯ୍ୟନ୍ତ ଦେଶ ବୁଡି ରହିଥିଲା। ସାଧାରଣ ଜନତା ଏହି ଦୁର୍ନୀତିର ଭାରରେ ଅଣନିଶ୍ବାସୀ ହୋଇଯାଇଥିଲେ।୨୦୧୪ରେ ଶାସନ ଡୋରୀ ହାତକୁ ନେବା ପରେ ପ୍ରଧାନମନ୍ତ୍ରୀ ପ୍ରଥମ ଦିନରୁ ହିଁ ଆରମ୍ଭ କରିଦେଇଥିଲେ ଦୁର୍ନୀତି ବିରୋଧରେ ମହାସଂଗ୍ରାମ। ଯାହା ଆଜିବି ଚାଲୁ ରହିଅଛି। ପ୍ରଧାନମନ୍ତ୍ରୀଙ୍କ ଦୁର୍ନୀତି ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ବଳରେ ଆଜି ଦିଲ୍ଲୀରୁ ଯେଉଁ ସହାୟତା ରାଶି ହିତାଧିକାରୀଙ୍କ ପାଖକୁ ଆସୁଛି ଏହା ସମ୍ପୂର୍ଣ୍ଣ ରୂପେ ହିତାଧିକାରୀଙ୍କ ଖାତାରେ ପହଞ୍ଚୁଛି। ପ୍ରଧାନମନ୍ତ୍ରୀଙ୍କ ଡିବିଟି ମାଧ୍ୟମ ହେଉଛି ଦୁର୍ନୀତି କୁ ରୋକିବା ପାଇଁ ପ୍ରମୁଖ ଅସ୍ତ୍ର। ଆଜି ଦୁର୍ନୀତିଖୋର ଯେତେ ବଡ ହୋଇଥାଉ ନା କାହିଁକି। ତା ପାଇଁ ଦୁଇଟି ସ୍ଥାନ ରହିଛି। ଜେଲ୍‌ ଅଥବା ବିଦେଶ। ବିଦେଶରେ ବି ସେମାନେ ସୁରକ୍ଷିତ ନୁହନ୍ତି। ଆଇନ୍‌ ବଳରେ ଦେଶକୁ ଆଣି ଜେଲ୍‌ ପଠାଇବାର ସବୁ ବ୍ୟବସ୍ଥା କେନ୍ଦ୍ର ସରକାର କରିଛନ୍ତି। ମୋଦୀଜୀଙ୍କ ନେତୃତ୍ବ ଓ ଦିଗଦର୍ଶନରେ ଅନୁପ୍ରାଣିତ ହୋଇ ରାଜ୍ୟ ସରକାର ମଧ୍ୟ ଦୁର୍ନୀତି ବିରୋଧରେ ସଂଗ୍ରାମକୁ ଶାସନର ମୁଖ୍ୟ ଲକ୍ଷ୍ୟ ଭାବେ ଗ୍ରହଣ କରି ଏହା ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରିଛନ୍ତି। ଦୁର୍ନୀତିଖୋରଙ୍କୁ କଡା ଚେତାବନୀ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଦୁର୍ନୀତିକୁ କୌଣସି ସ୍ତରରେ ବରଦାସ୍ତ କରାଯିବ ନାହିଁ। କର୍କଟ ରୋଗକୁ ଠିକ୍‌ କରିବାକୁ ହେଲେ ଯେଭଳି ପ୍ରଭାବିତ ସ୍ଥାନକୁ ସର୍ଜରୀ ମାଧ୍ୟମରେ କାଢିବାକୁ ପଡେ ଠିକ୍ ସେହିଭଳି ସଭ୍ୟ ସମାଜରୁ ଦୁର୍ନୀତିଖୋରଙ୍କୁ ବାହାର କରି ଜେଲ୍‌କୁ ପଠାଇବାର ବ୍ୟବସ୍ଥା ରହିଛି। ଆମ ସରକାର ଆସିବାର ୧୪୦ ଦିନ ମଧ୍ୟରେ ୬ ଜଣ ମୁଖ୍ୟ ଯନ୍ତ୍ରୀଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗ ମାମଲା ରୁଜ୍ଜୁ କରାଯାଇ ଗିରଫ କରାଯାଇଛି । ସେମାନଙ୍କ ସମ୍ପତ୍ତି ଜବତ କରାଯାଇ ସେମାନଙ୍କୁ କୋର୍ଟ ଚାଲଣ କରାଯାଇଛି। ଏ ସବୁ ଆୟବହିର୍ଭୁତ ସମ୍ପତ୍ତି ସେମାନେ ସାଧାରଣ ଜନତାଙ୍କ ଟଙ୍କାରେ ଠୁଳ କରିଥିଲେ। ବିଭିନ୍ନ ଭିତ୍ତିଭୂମି କାମ ସବୁ ନିମ୍ନମାନର ହେଉଥିଲା। ସରକାରୀ ଅର୍ଥ ବାଟ ମାରଣା ହେଉଥିଲା। କେବଳ ମୁଖ୍ୟ ଯନ୍ତ୍ରୀ ନୁହେଁ ବିଭିନ୍ନ ବର୍ଗର ପ୍ରାୟ ୨୦ ଜଣ ଅଧିକାରୀଙ୍କୁ ଦୁର୍ନୀତି ଅଭିଯୋଗରେ ଗିରଫ କରାଯାଇଛି। ସେକାଳ ପଖାଳ ଆଉ ନାହିଁ । ଦୁର୍ନୀତି ଆଜି ଦୁର୍ନୀତିଖୋରଙ୍କ ପାଇଁ ଇତିହାସ ହୋଇ ସାରିଛି। ଦୁର୍ନୀତି ବିରୋଧରେ ଲଢେଇ କେବଳ ଲୋକସେବା ଭବନ ଅଥବା ରାଜଧାନୀ ଭୁବନେଶ୍ବରରେ ସୀମିତ ନରହି ତୃଣମୂଳ ପର୍ଯ୍ୟନ୍ତ ନେବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଆଜି ଜିଲ୍ଲା ସ୍ତରରେ ହେଉଥିବା ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ ମାନଙ୍କୁ କ୍ଷମତାପନ୍ନ କରାଯାଇଛି। ଜିଲ୍ଲା ସ୍ତରରେ ହେଉଥିବା ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେମାନଙ୍କ ହାତ ଖୋଲା ରଖା ଯାଇଛି। ଦୁର୍ନୀତି ବିରୋଧରେ ଲଢେଇ କରିବା ପାଇଁ ଆମ ସରକାର ଉଭୟ ଟପ ଡାଉନ ଓ ବଟମ ଅପ୍‌ ଆଭିମୁଖ୍ୟ କାର୍ଯ୍ୟକାରୀ କରିଛନ୍ତି। ଦୁର୍ନୀତି ବିରୋଧରେ କେବଳ ଗୋଟିଏ ଦୁଇଟି କିମ୍ବା ଅଳ୍ପ କିଛି ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଯଥେଷ୍ଟ ନୁହେଁ। ଏହି ଅଭିଯାନ ଦୀର୍ଘସ୍ଥାୟୀ ଭାବେ ଚାଲିବା ଦରକାର। ତାହେଲେ ଯାଇ ଦୁର୍ନୀତିଖୋରଙ୍କ ନିଦ ହଜି ଯିବ ଏବଂ ସେମାନଙ୍କ ମନରେ ଦୁର୍ନୀତି ପାଇଁ ଜେଲ୍‌ର ଭୟ ରହିବ। ତାହେଲେ ଦୁର୍ନୀତିଖୋରଙ୍କ ପାଇଁ ଏହା ଏକ Detterent ହେବ। ଆମ ସରକାର ଦୁର୍ନୀତିର ସମ୍ଭାବନାକୁ ହ୍ରାସ କରିବା ପାଇଁ ସବୁସ୍ତରରେ ଆବଶ୍ୟକ ପଦକ୍ଷପ ନେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ ପୁଣି କହିଥିଲେ ଯେ ଦୁର୍ନୀତିର ଚେର ଆଜି ରାଜ୍ୟରେ ମଜଭୁତ୍ ହେଇଯାଇଛି। ଏହାକୁ ଗୋଟିଏ ଦିନ ବା ମାସ ବା ବର୍ଷରେ ବନ୍ଦ କରିହେବ ନାହିଁ। ଏଥିପାଇଁ ନିରନ୍ତର ସଂଗ୍ରାମ ଚାଲିବା ଦରକାର। ଉପସ୍ଥିତ ଅଧିକାରୀ ମାନଙ୍କୁ ଉଦାହାରଣ ଦେଇ କହିଥିଲେ ଯେ ଆମେ ଯଦି ସାଧୁତାର ସହ କର୍ତ୍ତବ୍ୟ ପାଳନ କରୁଥିବା ତେବେ ଆମେ ମଧ୍ୟ ଅନ୍ୟ ପାଇଁ ଉଦାହାରଣ ହେବା, ପ୍ରଶଂସନୀୟ ହେବା। ବାତ୍ୟା ଦାନା ସମୟରେ ନିଜ କର୍ତ୍ତବ୍ୟକୁ ସଠିକ୍ ଭାବେ ପାଳନ କରିଥିବା ରାଜନଗରର ଆଶା କର୍ମୀ ଶିବାନୀ ମଣ୍ଡଳ ହେଉଛନ୍ତି ତାର ଜ୍ବଳନ୍ତ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୨୦୨୯ ମସିହା ମଧ୍ୟରେ ଭାରତ ବର୍ଷର ୫ଟି ସମୃଦ୍ଧ ରାଜ୍ୟ ମଧ୍ୟରେ ଓଡିଶାକୁ ସ୍ଥାନିତ କରିବା ଲକ୍ଷ୍ୟରେ ଆମେ ଆଗକୁ ବଢୁଛୁ। ଏହା ସମ୍ଭବ ହେବ ଆପଣ ସମସ୍ତଙ୍କ ସହଯୋଗରେ। ଅତୀତର ସମୃଦ୍ଧ ଓଡିଶାକୁ ସ୍ମରଣ କରି ୨୦୩୬ରେ ବିକଶିତ ଓଡିଶା ଗଠନ ପାଇଁ ଆମକୁ ଆଗକୁ ବଢିବାକୁ ପଡିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରେଷ୍ଠ ଦୁର୍ନୀତି ନିବାରଣ ଡିଭିଜନ୍ ଭାବେ କୋରାପୁଟ ଡିଭିଜନକୁ, ଶ୍ରେଷ୍ଠ ୟୁନିଟ୍ ଭାବେ ବଲାଙ୍ଗିର ଡିଭିଜନକୁ, ଶ୍ରେଷ୍ଠ ତଦନ୍ତକାରୀ ଅଫିସର ଭାବେ ବାଲେଶ୍ବର ଡିଭିଜନର ଡିଏସ୍‌ପି ଦୁଷ୍ମନ୍ତ କୁମାର ନାୟକ, ଶ୍ରେଷ୍ଠ ମହିଳା ତଦନ୍ତକାରୀ ଅଫିସର ଭାବେ ବ୍ରହ୍ମପୁର ଡିଭିଜନର ଶ୍ରୀମତୀ ସବିତାଞ୍ଜଳି ନାୟକ ଏବଂ ଶ୍ରେଷ୍ଠ ପବ୍ଲିକ ପ୍ରୋସିକ୍ୟୁଟର ଭାବେ ଭୁବନେଶ୍ବରର ହେମନ୍ତ କୁମାର ସ୍ବାଇଁ ଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଯୋଗଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ରହିଛି ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ। ଦୁର୍ନୀତି ରୋକିବା ପାଇଁ ଆମକୁ ସରକାରୀ ସିଷ୍ଟମରେ ପରିବର୍ତ୍ତନ ଆଣିବା ଦରକାର। ସବୁଥିରେ ସ୍ବଚ୍ଛତା ରହିବା ଦରକାର ଏବଂ ନାଗରିକ ମାନଙ୍କୁ ସରକାରୀ ସିଷ୍ଟମ ସହ ଯୋଡିବା ଦରକାର। ତାହେଲେ ଯାଇ ଦୁର୍ନୀତି କମିବ। ଆଗାମୀ ଦିନରେ ଗୁଡ୍ ଗଭର୍ଣ୍ଣାନ୍ସ ଓ ଦୁର୍ନୀତି ମୁକ୍ତ ସରକାରର ୨୦୩୬ ବିକଶିତ ଓଡିଶା ଗଠନରେ ବହୁ ଅବଦାନ ରହିବ ବୋଲି ସେ କହିଥିଲେ । ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଶ୍ରୀ ଯଶୋବନ୍ତ କୁମାର ଜେଠୱା ସ୍ବାଗତ ଭାଷଣ ଦେଇ କହିଥିଲେ ଯେ ଆଜିର ଏହି ଦୁର୍ନୀତି ବିରୋଧରେ ଶପଥ ପାଠର ଗୁଞ୍ଜରଣ ଗର୍ଜନରେ ପରିଣତ ହେବ। କାରଣ ଏଥିରେ ପ୍ରତ୍ୟେକ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରୁ ସମସ୍ତେ ଯୋଡି ହୋଇଛନ୍ତି। ଚଳିତ ବର୍ଷ ‘ସତ୍ୟ ନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି’ ବିଷୟ ବସ୍ତୁ ଉପରେ ଅକ୍ଟୋବର ୨୮ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି। ରାଜ୍ୟର ସ୍ଥାୟୀ ବିକାଶକୁ ସୁନିଶ୍ଚିତ କରିବା ଓ ଗରିବ ଲୋକଙ୍କ ମୁହଁରେ ହସ ଆଣିବା ପାଇଁ ଦୁର୍ନୀତି ବିରୋଧରେ ନିରନ୍ତର ଲଢେଇର ଆବଶ୍ୟକତା ରହିଛି। ଏହି ଲଢେଇ କେବଳ ଓଡିଶା ଭିଜିଲାନ୍ସ ବିଭାଗର ନୁହେଁ ଏହା ଆମ ସମସ୍ତଙ୍କର ଲଢେଇ। ଦୁର୍ନୀତି ନିବାରଣ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ଅସୀତ କୁମାର ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀ, ବରିଷ୍ଠ ପୋଲିସ ଅଧିକାରୀ, ଭିଜିଲାନ୍ସ ଅଧିକାରୀ, ପୂର୍ବତନ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech