ଭୂବନେଶ୍ୱର, ୦୨/୧୧ : ବାତ୍ୟା ‘ଦାନା’ କାରଣରୁ ହୋଇଥିବା କ୍ଷୟକ୍ଷତି ଆକଳନ ଆଜିଏହି ଜିଲ୍ଲାମାନଙ୍କରେ ଘର, ଫସଲ ନଷ୍ଟ ହେବା ସହିତ ବିଭିନ୍ନ ବିଭାଗର ମଧ୍ୟ କ୍ଷୟକ୍ଷତି ହୋଇଛି । କେବଳ ଶକ୍ତି ବିଭାଗର ରିପୋର୍ଟ ବିଳମ୍ବ ହୋଇପାରେ ବୋଲି ମନ୍ତ୍ରୀ କହିଛନ୍ତି। ରିପୋର୍ଟ ଦାଖଲ ପରେ ପ୍ରଥମେ ଫସଲ ଓ ଘରର କ୍ଷତିପୂରଣ ଦିଆଯିବ ଓ ପରେ ବିଭିନ୍ନ ବିଭାଗର କ୍ଷତି ପୂରଣ ଦିଆଯିବ। କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ଆସିବାର ସମ୍ଭାବନା ଅଛି । କେନ୍ଦ୍ରୀୟ ଟିମ ଆକଳନ କଲେ କେନ୍ଦ୍ରରୁ କ୍ଷତିପୂରଣ ଟଙ୍କା ଆସିବ। ତା ପୂର୍ବରୁ ରାଜସ୍ବ ବିଭାଗରେ ଥିବା ଅର୍ଥ କ୍ଷତିଗ୍ରସ୍ତମାନଙ୍କୁ ପ୍ରଦାନ କରାଯିବା ନେଇ ରାଜସ୍ବ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ସାରିବା । ଆସନ୍ତାକାଲି ଏସଆରସି ନିକଟରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରାଯିବ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି । ବାତ୍ୟାରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡାରେ ବିଶେଷ କ୍ଷୟକ୍ଷତି ହୋଇଛି ।
ଏହି ଜିଲ୍ଲାମାନଙ୍କରେ ଘର, ଫସଲ ନଷ୍ଟ ହେବା ସହିତ ବିଭିନ୍ନ ବିଭାଗର ମଧ୍ୟ କ୍ଷୟକ୍ଷତି ହୋଇଛି । କେବଳ ଶକ୍ତି ବିଭାଗର ରିପୋର୍ଟ ବିଳମ୍ବ ହୋଇପାରେ ବୋଲି ମନ୍ତ୍ରୀ କହିଛନ୍ତି। ରିପୋର୍ଟ ଦାଖଲ ପରେ ପ୍ରଥମେ ଫସଲ ଓ ଘରର କ୍ଷତିପୂରଣ ଦିଆଯିବ ଓ ପରେ ବିଭିନ୍ନ ବିଭାଗର କ୍ଷତି ପୂରଣ ଦିଆଯିବ। କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ଆସିବାର ସମ୍ଭାବନା ଅଛି । କେନ୍ଦ୍ରୀୟ ଟିମ ଆକଳନ କଲେ କେନ୍ଦ୍ରରୁ କ୍ଷତିପୂରଣ ଟଙ୍କା ଆସିବ। ତା ପୂର୍ବରୁ ରାଜସ୍ବ ବିଭାଗରେ ଥିବା ଅର୍ଥ କ୍ଷତିଗ୍ରସ୍ତମାନଙ୍କୁ ପ୍ରଦାନ କରାଯିବା ନେଇ ରାଜସ୍ବ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)