ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି କାର୍ତ୍ତିକ ମାସର ବଡ଼ ଏକାଦଶୀ ନୀତି ପାଳିତ। ସକାଳୁ ମଙ୍ଗଳ ଆଳତୀ, ମହାସ୍ନାନ, ବସ୍ତ୍ର, ତୁଳସୀ ହାର, ଫୁଲ ହାର, ବଲ୍ଲଭ ଭୋଗ ଲାଗି, ଦଶଟା ବେଳେ ଖେଚୁଡ଼ି ଭୋଗ, ମଧ୍ୟାହ୍ନ ରେ ଅର୍ଣ୍ଣ ଧୂପ, ସଂଧ୍ୟା ବେଳେ ଆଳତୀ, ରାତ୍ର ରେ ରାତ୍ର ଧୂପ, ଏକାଦଶୀ ବେଢ଼ା ମହାଦୀପ ଉଠିବ ମନ୍ଦିର ଉପରକୁ। ପୂଜକ ମନସୁମନ୍ ମିଶ୍ର ,ମଳୟ କର, ସୁଆର ନୀଳମଣି ଆଚାର୍ଯ୍ୟ, ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର, ବ୍ରଜମୋହନ ମୋହନ ମହାପାତ୍ର, କାହାଳୀଆ ଟିକନ ବେହେରା ଓ ଜୀମାଦାର ଶ୍ୟାମ ସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତି ଏହି ବଡ଼ ଏକାଦଶୀ ନୀତି ପାଳିତ ହୋଇଯାଇଛି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-1-scaled.jpg)


