Spread the love

ଭୂବନେଶ୍ୱର, ୧୮/୧୧ : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ବଡ଼ ବାବୁ । ଭିଜିଲାନ୍ସ ଜାଲରେ ଓପିଏଚଡବ୍ଲ୍ୟୁସି (ଓଡ଼ିଶା ଷ୍ଟେଟ ପୁଲିସ ହାଉସିଂ ଆଣ୍ଡ ଓ୍ବେଲଫେୟାର କର୍ପୋରେସନ) ବ୍ରହ୍ମପୁର ଡିଭିଜନ୍‌ର ଡିସିଏମ। ଡିଜିଏମ୍(ଡେପୁଟି ଜେନେରାଲ ମ୍ୟାନେଜର) ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍‌। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍।

ଭୁବନେଶ୍ଵର ଏବଂ ବ୍ରହ୍ମପୁର ସମେତ ୪ଟି ସ୍ଥାନରେ ଭିଜିଲାନ୍ସର ଏକାଧିକ ଟିମ ଏକକାଳୀନ ଚଢ଼ାଉ କରୁଛନ୍ତି। ଭୁବନେଶ୍ଵରସ୍ଥିତ ତାଙ୍କ ବାସଭବନ ଏବଂ ପୈତୃକ ଘରେ ଚଢ଼ାଉ କରାଯାଉଛି।

Leave a Reply

Your email address will not be published. Required fields are marked *