ବିଶ୍ୱର ବଡ଼ ବଡ଼ ରେଳ ଷ୍ଟେସନକୁ ଟକ୍କର ଦେବ ଭୁବନେଶ୍ୱର ରେଳ ଷ୍ଟେସନ, ମିଳିବ ବିଶ୍ୱସ୍ତରୀୟ ସୁବିଧା

ଭୂବନେଶ୍ୱର, ୩୧/୧: ଝଲସିବ ଭୁବନେଶ୍ୱର ରେଳ ଷ୍ଟେସନ । ବିଶ୍ୱର ବଡ଼ ବଡ଼ ମହାନଗରୀର ରେଳ ଷ୍ଟେସନକୁ ଦେବ ଟକ୍କର । ନିର୍ମାଣ ହେବ ଏଲିଭେଟେଡ୍‌ ଡ୍ରାଇଭ୍‌ ୱେ । ରେଳ ଷ୍ଟେସନକୁ ଯାତ୍ରୀମାନେ କାରରେ ଯାଇ ପ୍ରଥମ ମହଲାରେ ଓହ୍ଲାଇବେ । ଏସ୍କାଲେଟର୍‌ ଓ ଲିଫ୍ଟ ଯୋଗେ ଯେ କୌଣସି ପ୍ଲାଟଫର୍ମରେ ପହଞ୍ଚିବା ହେବ ସହଜ । ଯାତ୍ରୀମାନଙ୍କ ପାଇଁ ରେଲୱେ ଷ୍ଟେସନରେ ରହିବ ବିଶ୍ୱସ୍ତରୀୟ ଅତ୍ୟାଧୁନିକ ସୁବିଧା ।

ଏବେ ସ୍ମାର୍ଟ୍‌ ସିଟି ଭୁବନେଶ୍ୱରରେ ଗଢ଼ି ଉଠିବ ସ୍ମାର୍ଟ ରେଲୱେ ଷ୍ଟେସନ । ଏବେ ଭୁବନେଶ୍ୱର ଷ୍ଟେସନର ୧ ନମ୍ବର ପ୍ଲାଟଫର୍ମରୁ ମାଷ୍ଟରକ୍ୟାଣ୍ଟିନ ପର୍ଯ୍ୟନ୍ତ ନିର୍ମାଣକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ଅନୁମତି ମିଳିବା ପରେ ଭୁବନେଶ୍ୱର ଷ୍ଟେସନକୁ ଯିବା ପାଇଁ ଏଲିଭେଟେଡ୍‌ ଡ୍ରାଇଭ୍‌ ୱେ ନିର୍ମାଣ କାମ ଆଗେଇବ । ଫଳରେ ଷ୍ଟେସନକୁ ଯାତ୍ରୀମାନେ କାରରେ ଯାଇ ପ୍ରଥମ ମହଲାରେ ଓହ୍ଲାଇବେ । ପ୍ରଥମ ମହଲାରୁ ନିର୍ଦ୍ଦିଷ୍ଟ ପ୍ଲାଟଫର୍ମକୁ ଏସ୍କାଲେଟର୍‌ କିମ୍ବା ଲିଫ୍ଟ ଯୋଗେ ପହଞ୍ଚିପାରିବେ ।

ଦୀର୍ଘ ଦିନ ହେବ ମାତ୍ର ୧.୨୩ ଏକର ଜମି ନେଇ ଲାଗି ରହିଥିଲା ସମସ୍ୟା । ଯାହାର ସମାଧାନ ହେବା ପରେ ଭୁବନେଶ୍ୱର ହେବ ବିଶ୍ୱସ୍ତରୀୟ ଷ୍ଟେସନର ମାନ୍ୟତା । ଏଲିଭେଟେଡ୍‌ ଡ୍ରାଇଭ୍‌ ୱେ ନିର୍ମାଣ ପାଇଁ ଅନୁମତି ମିଳିବା ପରେ ବିଡିଏ ଦ୍ୱାରା ଆବଣ୍ଟିତ ଜମିରେ ଏଲିଭେଟେଡ୍‌ ପ୍ରବେଶ ଏବଂ ପ୍ରସ୍ଥାନ ପଥ ନିର୍ମାଣ ହେବ । ଏହି ପଦକ୍ଷେପ ପୂର୍ବତଟ ରେଳପଥ ଏବଂ ବିଡିଏ ମଧ୍ୟରେ ସହଭାଗିତାରେ କାମ ହେବ । ଏହା ସହିତ ଷ୍ଟେସନ ପରିସରରେ ପାର୍କିଂ କ୍ଷେତ୍ର ଏବଂ ବାଣିଜ୍ୟିକ ସ୍ଥାନଗୁଡ଼ିକର ବିକାଶ କରାଯିବ । ୨୦୨୫ ଅଗଷ୍ଟରୁ ନୂଆ ରୂପରେ ଦେଖିବାକୁ ମିଳିବ ଭୁବନେଶ୍ୱର ରେଳ ଷ୍ଟେସନ । ଭୁବନେଶ୍ୱରରେ ନିର୍ମାଣ ହେବାକୁ ଯାଉଥିବା ଏହି ସ୍ମାର୍ଟ ଷ୍ଟେସନର ବିକାଶରେ ଖର୍ଚ୍ଚ ହେବ ୪୧୯ କୋଟି ଟଙ୍କା । ମାଷ୍ଟରକ୍ୟାଣ୍ଟିନ ଛକକୁ ଏକ ମଲ୍ଟି ମୋଡାଲ ହବ୍‌ରେ ପରିଣତ କରିବାକୁ ପ୍ରସ୍ତୁତ ହୋଇସାରିଛି ନକ୍ସା । ଆଗକୁ ରେଳ ଷ୍ଟେସନରେ ମାର୍କେଟ୍‌ କମ୍ପେ୍ଲକ୍ସ ତଥା ଆଖି ଝଲସାଇବା ଭଳି ମଲ୍‌ କରିବାକୁ ଯୋଜନା କରୁଛି ବିଡିଏ । ଯାତ୍ରୀମାନେ ବିଶ୍ୱସ୍ତରୀୟ ଅତ୍ୟାଧୁନିକ ସୁବିଧା ପାଇବେ ।

ବିମାନବନ୍ଦର ଟର୍ମିନାଲ ଭଳି ଡିଜାଇନ୍‌ ଥିବା ଯାତ୍ରୀ ଚଳପ୍ରଚଳ କ୍ଷେତ୍ର, ପୃଥକ ପ୍ରବେଶ ଏବଂ ପ୍ରସ୍ଥାନ ସ୍ଥାନ, ବ୍ୟାଗେଜ୍ ସୁରକ୍ଷା ଯାଞ୍ଚ କ୍ଷେତ୍ର, ସୂଚନା କେନ୍ଦ୍ର, ଫୁଡ୍ ପ୍ଲାଜା, ୱେଟିଙ୍ଗ୍ ଏରିଆ ପ୍ରତୀକ୍ଷା ଅଞ୍ଚଳ ତିଆରି ହେବ । ଭୁବନେଶ୍ୱର ରେଳ ଷ୍ଟେସନର ପୁନଃବିକାଶ ଭାରତୀୟ ରେଳ ଅମୃତ ଷ୍ଟେସନ ଯୋଜନାର ଅର୍ନ୍ତଭୁକ୍ତ । ବିଶ୍ୱର ବଡ଼ ବଡ଼ ମହାନଗରୀଗୁଡ଼ିକର ରେଳ ଷ୍ଟେସନରେ ଖଞ୍ଜା ଯାଇଥିବା ସମସ୍ତ ସୁବିଧା ସୁଯୋଗ ଏଠାରେ ମିଳିବ । ଦୁଇ ଗୁଣରୁ ଅଧିକ ହେବ ଯାତ୍ରୀ ସେବା କ୍ଷମତା । ବର୍ତ୍ତମାନ ଭୁବନେଶ୍ୱର ଷ୍ଟେସନରେ ଦୈନିକ ପାଖାପାଖି ୭୦ରୁ ୮୦ ହଜାର ଲୋକଙ୍କ ଚଳାଚଳ ଥିବାବେଳେ ଏହା ୧ ଲକ୍ଷ ୪୪ ହଜାରକୁ ବୃଦ୍ଧି ପାଇବ ବୋଲି କୁହାଯାଇଛି । ଆଗାମୀ ଦିନରେ ଭୁବନେଶ୍ୱର ଷ୍ଟେସନର ପ୍ରବେଶ ପଥକୁ ଯିବାକୁ ଥିବା ରାସ୍ତା ନିର୍ମାଣ ସହ ସୌନ୍ଦର୍ଯ୍ୟକରଣ କରାଯିବ । କାର୍‌, ବାଇକ୍‌ ପାର୍କିଂ ପାଇଁ ବ୍ୟାପକ ବ୍ୟବସ୍ଥା ରହିବ । ଏବେ ସୁଦ୍ଧା ମୁଖ୍ୟ ପ୍ରବେଶ ପଥରେ ଥିବା କୋଠାର ତଳ ମହଲା ସହ ୪ ମହଲା ଏବଂ କଟକ ରୋଡ୍‌ ପାଶ୍ୱର୍ର ତଳ ମହଲା ସହ ଦୁଇ ମହଲା ବିଲ୍ଡିଂ କାର୍ଯ୍ୟ ଶେଷ ହୋଇଛି । ଉଭୟ ପାର୍ଶ୍ୱର କାମ ସରିଥିବା ବେଳେ ଏବେ ଆଭ୍ୟନ୍ତରୀଣ କାର୍ଯ୍ୟ ଜାରି ରହିଛି । ଆସନ୍ତା ଅଗଷ୍ଟରୁ ନୂଆ ରୂପରେ ଦେଖିବାକୁ ମିଳିବ ଭୁବନେଶ୍ୱର ରେଳ ଷ୍ଟେସନ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech