ବିଶ୍ବ କ୍ୟାନସର ଦିବସ ପାଳିତ

ଅନୁଗୋଳ,ତା.୦୪.୦୨:- ବିଶ୍ୱ କ୍ୟାନସର ଦିବସ ଆଜି ପୂର୍ବାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷ ଠାରେ ପାଳିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି ଅଧ୍ୟକ୍ଷତ କକ୍ଷ ଠାରେ ପାଳିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ କ୍ଷତା କରି କହିଥିଲେ ଯେ, ବିଶ୍ବ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ଯା ମଧ୍ୟରେ କ୍ୟାନସର ବା କର୍କଟ ରୋଗ ଅନ୍ୟତମ । ଏହି ରୋଗର ଲକ୍ଷଣ ଜାଣିବା ମାତ୍ରେ ତୁରନ୍ତ ଚିକିତ୍ସା କରାଇ ନେବା ନିହାତି ଦର ゆの ଏତଦବ୍ୟତିତ କ୍ୟାନସର ଚିକିତ୍ସା ପାଇଁ ଅନେକ ପ୍ରକାର ନୂଆ ନୂଆ । ଚିକିତ୍ସା ପ୍ରଣାଳୀ ଅନୁସରଣ I କରାଯାଉଛି । । କେତେକ କ୍ୟାନସରକୁ ପ୍ରାରମ୍ଭରୁ ଚିହ୍ନଟ କରି ସେଥୁରୁ ସମ୍ପୂର୍ଣ୍ଣ ଭାବରେ ଆରୋଗ୍ୟ ମିଳୁଛି । କ୍ୟାନସର ବିଷୟରେ ଜନସାଧାରଣଙ୍କୁ ସଚେତ ଚେତନ କରିବା ପାଇଁ ପ୍ରତି ବର୍ଷ ଫେବୃୟାରୀ ୪ ତାରିଖରେ ବିଶ୍ବ କ୍ୟାନସର ଦିବସ ପାଳିତ କରାଯାଊଛି । ଆଇ ଏମ୍ ଏ ଅନୁଗୋଳ ଶାଖାର ଅଧ୍ୟକ୍ଷ ଡା.ବିଛନ୍ଦ ଚରଣ ପ୍ରଧାନ ସମ୍ମନୀତ ଅତିଥି ଭାବରେ ଯୋଗ ଦେଇ । କହିଥିଲେ ଯଦି ଜଣେ ବ୍ୟକ୍ତି ଏହି ରୋଗ ବିଷୟରେ ଆରମ୍ଭରୁ ସଚେତନ ରହିବ ତେବେ ସେ ନିଜକୁ ଏଥୁରୁ ଅନେକାଂଶରେ ଦୂରେଇ ରଖିପାରିବ । ଉକ୍ତ ରୋଗର ଲକ୍ଷଣ ଜାଣିବା ମାତ୍ରେ ବିଳମ୍ବ ନକରି ଅଭିଜ୍ଞ କ୍ୟାନସର ଡାକ୍ତରଙ୍କ ସହ ପରାମର୍ଶ କରିବା ଉପରେ ଗୁରୁତ୍ବାରୋପ ମଧ୍ୟ କରିଥିଲେ । କର୍କଟ ରୋଗ ବିଶେଷଜ୍ଞ ଡା.ସିଲ୍ ମହାନ୍ତି କ୍ୟାନସର ରୋଗର କାରଣ, ଲକ୍ଷଣ, ପ୍ରତିକାର ସମ୍ପର୍କରେ ଭିଡିଓ କନଫରେନ୍ସ ମାଧ୍ୟମରେ ଆଲୋକପାତ କରିବା ସହିତ ତମାଖୁ ସେବନରୁ ନିବୃତ୍ତ ରହିବା, ମାଦକ ଦ୍ରବ୍ୟ ଓ ନିଶା ସେବନ ନ କରିବା, ସ୍ବାସ୍ଥ୍ୟକର ଖାଦ୍ୟାଭାସ ଜାରି ରଖୁବା,ସୁସ୍ଥ ଜୀବନ ଶୈଳୀ ଆପଣାଇବା ଓ ନିୟମିତ ସ୍ବାସ୍ଥ୍ୟ ପରିକ୍ଷା ଉପରେ ଗୁରୁତ୍ବାରୋପ କରିଥିଲେ । ଡା.ସୁଶାନ୍ତ କୁମାର ପଣ୍ଡା (ସର୍ଜରୀ କନସଲଷ୍ଟାଣ୍ଟ) ପି ପି ଟି ମାଧ୍ୟମରେ କ୍ୟାନସର ଉପରେ ଆଲୋକପାତ କରିଥିଲେ । ଲେ । ଡା.ବିଶ୍ବ ବିହାରୀ ମହାନ୍ତି, ଡା.ଅନ୍ତର୍ଯାମୀ ମିଶ୍ର, ଡା.ପୂର୍ଣ୍ଣମା ଉଦଗାତା, ଡା. ଧନଞୟ ବେହେରା, ଡା. ମାନସ ବିଶ୍ଵାଳ ଓ ଓ ଜିଲ୍ଲା ଜି ସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ରହି ଉକ୍ତ ଦିବସ ପାଳନ କରିବାର ତାତ୍ପର୍ଯ୍ୟ ଓ ପ୍ରଚାର ପ୍ରସାର ଉପରେ ଗୁରୁତ୍ବ ଦେଇଥିଲେ । ଉକ୍ତ ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ, ସି ଏଚ୍ ଓ, ନସିଂ ଅଫିସର, କ୍ୟାନସର ସରଭାଇବର ଉପସ୍ଥିତ ଥିଲେ କ୍ୟାନସର ସରଭାଇବର ଉପସ୍ଥିତ ରହି ନିଜର ଅନୁଭୁତିକୁ ବର୍ଣନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଏମ୍ ଏନ ସି ଶ୍ରୀ ଅଜିତ ତ୍ରିପାଠୀ ସଂଚାଳନ କରିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech