ଭୂବନେଶ୍ୱର: ଆସନ୍ତା ଶିକ୍ଷାବର୍ଷରେ ୪୫ ହଜାର ପ୍ରାଥମିକ ବିଦ୍ୟାଳୟରେ ଖୋଲାଯିବ ଶିଶୁ ବାଲ ବାଟିକା ୩ । ସୋମବାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟରେ ଏନେଇ ଘୋଷଣା କରିଥିବା ବେଳେ, ମଙ୍ଗଳବାର ଏନେଇ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
ମନ୍ତ୍ରୀ କହିଛନ୍ତି ଯେ, ଛୋଟ ପିଲାଠାରୁ ଆରମ୍ଭ କରି ଉଚ୍ଚ ଶିକ୍ଷା ପର୍ଯ୍ୟନ୍ତ ପିଲାଟିଏ କିଭଳି ତାର ଗୁଣାତ୍ମକ ଶିକ୍ଷା ବୃଦ୍ଧି କରିବ ସେନେଇ ଯୋଜନା ଚାଲିଛି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-16-scaled.jpg)

