ବଅଁରପାଳ ଠାରେ ଟାଟା ଷ୍ଟିଲ ଫାଉଣ୍ଡେସନ ର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବଅଁରପାଳ ଠାରେ ଟାଟା ଷ୍ଟିଲ ଫାଉଣ୍ଡେସନ ର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବଅଁରପାଳ ଛକର ସୌନ୍ଦର୍ଯ୍ୟକରଣ, ପିଏସଏସଜେ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ଳୟ ପରୀକ୍ଷାଗାରର ବି ବିକାଶ ଓ ଖେଳପଡ଼ିଆର ବିକାଶ

ଅରୁଣିମା ୨୦୨୫ ର ଶୁଭାରମ୍ଭ,୯୫ ଜଣ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କୁ ଜ୍ୟୋତି ଫେଲୋସିପ୍ ପ୍ରଦାନ,- ଯୁବ ଆଥଲେଟ୍ ଓ ମହିଳା ଉଦ୍ୟୋଗୀ ସମ୍ମାନିତ

ଅନୁଗୋଳ/ନରେନ୍ଦ୍ରପୁର, ଫେବ୍ରୁଆରି ୨୩, ୨୦୨୫ – ଅନୁଗୁଳ ବଅଁରପାଳ ଠାରେ ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସଏଫ) ପକ୍ଷରୁ ସ୍ଥାନୀୟଲୋକଙ୍କ ପାଇଁ ଆରମ୍ଭ ହେବାକୁ ଥିବାବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡିକର ରବିବାର ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶିଳାନ୍ୟାସ କରିଛନ୍ତି । ଚଅଁରପାଳ ଛକର ସମନ୍ବିତ ବିକାଶ ଓ ସୌନ୍ଦର୍ଯ୍ୟକରଣ, ଗୋତମାରା ପଞ୍ଚାୟତରେ ପୋଖରୀର ନବୀକରଣ ଏବଂ ବଅଁରପାଳ ସ୍ଥିତ ପିଏସଏସଜେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ପରୀକ୍ଷାଗାର ଓ ଖେଳ ପଡ଼ିଆର ବିକାଶ ନିମନ୍ତେ ଟିଏସଏଫ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।ଏହି ଅବସରରେ ଢେଙ୍କାନାଳ ମାନ୍ୟବର ସାଂସଦ ରୁଦ୍ର ନାରାୟଣ ପାଣିଙ୍କ ସମେତ ବହୁ ବିଶିଷ୍ଟ ଅତିଥୁ ଯୋଗ ଦେଇଥିଲେ । ଅନୁଗୁଳର ମାନ୍ୟବର ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦାର ମାନ୍ୟବର ବିଧାୟକ ଅଗସ୍ତି ବେହେରା, ହିନ୍ଦୋଳର ମାନ୍ୟବର ବିଧାୟକ, ଶ୍ରୀମତୀ ସିମାରାଣୀ ନାୟକ, ପାଲଲହଡ଼ର ମାନ୍ୟବର ବିଧାୟକ, ଅଶୋକ ମହାନ୍ତି, ଅନୁଗୁଳ ଜିଲ୍ଲାପାଳ ଓ ଡିଏମ୍ ଅବଦୁଲ ମହକୂଦ ଅଖତର, ଅନୁଗୁଳ ଏସପି, ଆଇପିଏସ ରାହୁଲ ଜୈନ, ଅନୁଗୁଳ, ବଅଁରପାଳ ପଞ୍ଚାୟତ ସମିତି ଅଧ୍ୟକ୍ଷ ବିଜୟ କୁମାର ନାଥ, ପିଏସଏସଳେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ, ଅଶୋକ ପ୍ରଧାନ, ଟାଟା ଷ୍ଟିଲ ମେରାମଣ୍ଡଳୀର ମୁଖ୍ୟ କର୍ପୋରେଟ୍ ସର୍ଭିସେସ ମୋହିତ ଦାସ, ଟିଏସଏଫ ଓଡ଼ିଶା, ସିଏସଆର ମୁଖ୍ୟ ଡ. ଅମ୍ବିକା ପ୍ରସାଦ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।ବଅଁରପାଳ ସ୍ଥିତ ପିଏସଏସଜେ ଜୁନିୟର କଲେଜରେ ଆୟୋଜିତ ମହିଳା ଉଦ୍ୟୋଗୀ, ଯୁବକ ଓ ଛାତ୍ରଛାତ୍ରୀଙ୍କ ସଶଳ୍ପୀକରଣ ପାଇଁ ସମର୍ପିତ ଟିଏସ୍ଏଫର ପ୍ରମୁଖ କାର୍ଯ୍ୟକ୍ରମ ‘ଅରୁଣିମା ୨୦୨୫’କୁ ଶ୍ରୀ ପ୍ରଧାନ ଉଦଘାଟନ କରିଥିଲେ । ସେ ଟିଏସଏଫର ଜ୍ୟୋତି ଫେଲୋସିପ୍ କାର୍ଯ୍ୟକ୍ରମ ଅଧୀନରେ ଶ୍ରେଷ୍ଠ ୧୦ ଜଣ ମେଧାବୀ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କୁ ଫେଲୋସିପ୍ ପ୍ରଦାନ କରିଥିଲେ । ଏହି ଅବସରରେ ମୋଟ ୯୫ ଜଣ ଛାତ୍ରଛାତ୍ରୀଙ୍କୁ ଜ୍ୟୋତି ଫେଲୋସିପ୍ ପ୍ରଦାନ କରାଯାଇଥିଲା ।ମାନ୍ୟବର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ଅଭିଭାଷଣରେ ଟାଟା ଷ୍ଟିଲ୍ ଏବଂ ଜିଲ୍ଲା ପ୍ରଶାସନର ଏହି ପଦକ୍ଷେପକୁ ପ୍ରଶଂସା କରିବା ସହ ଏହି ପ୍ରକଳ୍ପଗୁଡ଼ିକ ସ୍ଥାନୀୟ ଲୋକମାନଙ୍କୁ ଯଥେଷ୍ଟ ଉପକୃତ କରିବ ବୋଲି ଅଶାପ୍ରକାଶ କରିଥିଲେ । ଏହି ଅଞ୍ଚଳର ଶିଳ୍ପାୟନ ପ୍ରକ୍ରିୟାକୁ ସକ୍ରିୟ ଭାବେ ସମର୍ଥନ କଲେ ଶିକ୍ଷା ଓ ସ୍ଵାସ୍ଥ୍ୟର ବିକାଶ ନିଯୁକ୍ତି ସୁଯୋଗ ଗ ସୃଷ୍ଟି ହେବ ବୋଲି ସେ ମତପ୍ରକାଶ କରି ଥିଲେ ।ସମନ୍ବିତ ବିକାଶ ପ୍ରକଳ୍ପର ଲକ୍ଷ୍ୟ ବର୍ଥ ବଅଁରପାଳ ଛକକୁ ଆକର୍ଷଣୀୟ କରିବା ସହିତ ଟ୍ରାଫିକ ଚଳାଚଳ ବ୍ୟବସ୍ଥାକୁ ସୁଗମ କରିବା ଉପରେ ଗୁରୁତ୍ବ ପ୍ରଦାନ କରିଥିଲେ । ସେହିପରି, ଗୋଡମାରା ପୋଖରୀର ନବୀକରଣ ଜଳ ସଂରକ୍ଷଣ ପ୍ରୟାସକୁ ବୃଦ୍ଧି କରିବ । ଯାହା ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ୧ ମିଲିୟନ୍ ଘନଫୁଟର ସମ୍ଭାବ୍ୟ ସଂରକ୍ଷଣ କ୍ଷମତା ସୃଷ୍ଟି କରିବ । ପିଏ ପିଏସଏସଜେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପାଇଁ ଏକ ପରୀକ୍ଷାଗାର ଓ ଖେଳ ପଡ଼ିଆ ପ୍ରତିଷ୍ଠା କରାଯିବ ଯାହା ଛାତ୍ରଛାତ୍ରୀଙ୍କ ଶିକ୍ଷା କ୍ଷେତ୍ରରେ ସହାୟକ ହେବ ।ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଟିଏସଏଫର କ୍ରୀଡ଼ା ଅଭିଯାନ ଅଧୀନରେ ପ୍ରଶିକ୍ଷଣ ନେଇଥିବା ୬ ଜଣ ପ୍ରତିଭାବାନ ଯୁବ ଭଲି ବଲ୍ ଏସଏଫ ଦ୍ୱାରା ପ୍ରୋତ୍ସାହିତ ଗୃହଲକ୍ଷ୍ମୀ ସମବାୟର ତିନି ଜଣ ସଫଳ ମହିଳା ଉଦ୍ୟୋଗୀଙ୍କୁ ମଧ୍ୟ ଉଦ୍ୟୋଗକ୍ଷେତ୍ରରେ ରାଜ୍ୟ ଓ ଜାତୀୟ ସ୍ତ ସ୍ତରରେ ଉଲ୍ଲେ ଖେଳାଳିଙ୍କୁ ସମ୍ମାନିତ କରାଯାଇଥିଲା। ଏଥିସହ ଟିଏସ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ କରାଯାଇଥିଲା |

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech