Spread the love

କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁର ବିଚାର ବିଭାଗୀୟ ତଦନ୍ତ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲ ତହସିଲ୍ ଅନ୍ତର୍ଗତରେ କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁର ବିଚାର ବିଭାଗୀୟ ତଦନ୍ତ ଦାବିକରି ସିପିଆଇ ଏମ୍ ପକ୍ଷରୁ ପ୍ରତିବାଦ ଓ ରାଲି କରାଯାଇ ବଡ଼ବିଲ ତହସିଲ୍ କାର୍ଯ୍ୟାଳୟ ରେ ପହଞ୍ଚି କିଟ୍ ବିଶ୍ୱବିଦ୍ୟାଳୟ ମୁଖ୍ୟ ଅଚ୍ୟୁତ ସାମନ୍ତଙ୍କୁ ଗିରଫ ଦାବି କରିବା ସହ ବିଭିନ୍ନ ସ୍ଲୋଗାନ ମାନ ଦେବାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବଡ଼ବିଲ ଅତିରିକ୍ତ ତହସିଲଦାର ବିଶ୍ୱଜିତ୍ ଦଳେଇଙ୍କୁ ପ୍ରଦାନ୍ କରିଥିବା ଦେଖିବାକୁ ମିଳିଥିଲା।କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *