ବିଦ୍ୟୁତ ଦେୟ ୧ ପଇସା ବୃଦ୍ଧି କଲେ ରାଜ୍ୟବ୍ୟାପି ଆନ୍ଦୋଳନ ହେବ: କଂଗ୍ରେସ

ଭୂବନେଶ୍ୱର: ଓଡିଶାରେ ଯଦି ବିଦ୍ୟୁତ ଦେୟ ୧ ପଇସା ବୃଦ୍ଧି କରାଯିବ ତେବେ ରାଜ୍ୟବ୍ୟାପି ଆନ୍ଦୋଳନ ହେବେ । ସାଧାରଣ ବିଦ୍ୟୁତ ଖାଉଟିଙ୍କ ସ୍ୱାର୍ଥ ରକ୍ଷା ପାଇଁ କଂଗ୍ରେସ ପ୍ରତିଶୃତିବଦ୍ଧ ବୋଲି ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଶ୍ରୀ ପଂଚାନନ କାନୁନଗୋ ଘୋଷଣା କରିଛନ୍ତି ।

ସେ କହିଛନ୍ତି ଯେ, ବିଜେପି କ୍ଷମତାକୁ ଆସିଲେ ତୁରନ୍ତ ୩୦୦ ୟୁନିଟ୍ ବିଜୁଳି ମାଗଣା ଯୋଗାଇ ଦେବ ବୋଲି ନିର୍ବାଚନୀ ଘୋଷଣା କରାଯାଇଥିଲା । ପୁଣି ବିଜେପି ପକ୍ଷରୁ କୁହାଗଲା ଯେ ‘ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୋଫତ ବିଜୁଳି ଯୋଜନା’ ମାଧ୍ୟମରେ ଖାଉଟିଙ୍କୁ ବିଜୁଳି ଯୋଗାଇ ଦିଆଯିବ । ୮ ମାସର ଶାସନ ପରେ ବି କ୍ଷମତାସୀନ ବିଜେପି ସରକାର ନିଜ ପ୍ରତିଶୃତିରେ ବିଫଳ ହୋଇଛନ୍ତି । ୩୦୦ ୟୁନିଟ୍ ମାଗଣା ବିଜୁଳି ଦେବା ପରିବର୍ତ୍ତେ ଏବେ ବିଜୁଳି ଦେୟ ୟୁନିଟ୍ ପିଛା ୧୨.୪୨ ପଇସା ବୃଦ୍ଧି ପାଇଁ ଓଇଆରସିଙ୍କ ପାଖରେ ଟିପିସିଓଡିଏଲର ପ୍ରସ୍ତାବ ଦୁର୍ଭାଗ୍ୟଜନକ । ଏ ବାବଦରେ ରାଜ୍ୟ ସରକାର ଏବେବି ନିରୁତ୍ତର ।

ଟିପିସିଓଡିଏଲର ପକ୍ଷରୁ ଦର୍ଶାଯାଇଛି ଯେ ଆସନ୍ତା ବର୍ଷ ପାଇଁ ଗ୍ରୀଡ଼କୋ ଠାରୁ ଅଧିକ ୧୩୧୦ ନିୟୁତ ୟୁନିଟ୍ ବିଜୁଳି ଅଧିକ କ୍ରୟ ହେବ । ସମୁଦାୟ ୧୩୮୨୩ ନିୟୁତ ୟୁନିଟ୍ ବିଜୁଳି କ୍ରୟ କରିବାକୁ ୪୬୮୮.୩୬ କୋଟି ଟଙ୍କା ପୈଠ ହେବ । ଟାଟା ପାୱାର ପକ୍ଷରୁ ଆହୁରି ମଧ୍ୟ ଦର୍ଶାଯାଇଛି ଯେ ବିତରଣ କ୍ଷତି ୨୩୭୪ ୟୁନିଟ ହେବ ଯାହାକି ୧୭.୧୭ ପ୍ରତିଶତ ଅଟେ । ଅବଶିଷ୍ଟ ୧୧୪୪୯ ନିୟୁତ ୟୁନିଟ ଉପଭୋକ୍ତାଙ୍କୁ ବିକ୍ରୟ କରାଯିବ ।

ଟିପିସିଓଡିଏଲର ପକ୍ଷରୁ କୁହାଯାଇଛି ଯେ ରାଜସ୍ୱ ଆବଶ୍ୟକତା ସମୁଦାୟ ୬୮୬୨.୫୪୨୦ କୋଟି ଟଙ୍କା ଆକଳନ ହୋଇଥିବା ବେଳେ ୬୭୨୦.୩୯ କୋଟି ଟଙ୍କା ଆଦାୟ ହେବ ବୋଲି ଜଣାପଡ଼ିଛି । ସୁତରାଂ ୧୪୨.୧୫ କୋଟି ଟଙ୍କା ରାଜସ୍ୱ ନିଅଂଟ ରହିବ ବୋଲି ଦର୍ଶାଇ କ୍ଷତି ଭରଣା ପାଇଁ ୟୁନିଟ୍ ପିଛା ୧୨.୪୨ ପଇସା ବଢ଼ାଇବା ପାଇଁ ପ୍ରସ୍ତାବ ଦିଆଯାଇଛି ।

ଶ୍ରୀ କାନୁନଗୋ ଅଭିଯୋଗ କରିଛନ୍ତି ଯେ, ୨୦୨୩-୨୪ ପାଇଁ ଆୟୋଗ ନିର୍ଦ୍ଧାରିତ କରିଥିବା ଶୁଳ୍କ ଠାରୁ ଟାଟା ୟୁନିଟ ପିଛା ପ୍ରାୟ ୨୮ ପଇସା ଅଧିକ ଆଦାୟ କରିଛି ଯାହା ଫଳରେ ୨୪୬.୪୭ ଲକ୍ଷ ଟଙ୍କା ଅଧିକ ପାଇଛି । ତେଣୁ ବିଦ୍ୟୁତ ଆଇନ ୨୦୦୩ ଧାରା ୬୨ (୬) ଅନୁସାରେ ଟାଟା ଉପଭୋକ୍ତା ମାନଙ୍କୁ ସୁଧ ସହ ଅର୍ଥ ଫେରସ୍ତ କରୁ । ଏଭଳି ପରିସ୍ଥିତି ସ୍ଥଳେ ଟିପିସିଓଡିଏଲର ବିଦ୍ୟୁତ ଦେୟ ପ୍ରସ୍ତାବ ଏକ କ୍ଷୋଭର ପ୍ରସଙ୍ଗ । ଶ୍ରୀ କାନୁନଗୋ ଦାବି କରିଛନ୍ତି ଯେ ରାଜ୍ୟ ସରକାରଙ୍କର ପ୍ରତିଶ୍ରୁତି ଅନୁଯାୟୀ ତୁରନ୍ତ ୩୦୦ ୟୁନିଟ ମାଗଣା ବିଜୁଳିର ବ୍ୟବସ୍ଥା କରନ୍ତୁ ଏବଂ ବିଦ୍ୟୁତ ଉପଭୋକ୍ତାଙ୍କୁ ଶୋଷଣ ମନବୃତ୍ତିରୁ ସରକାର ନିବୃତ ରୁହନ୍ତୁ । ଗ୍ରୀଡ଼କୋ ରାଜ୍ୟ ସରକାରଙ୍କ ଅଧିନରେ ଥିବାରୁ ରାଜ୍ୟ ସରକାର ବିଜୁଳି ଦର ନିୟନ୍ତ୍ରଣ ପାଇଁ ଉପଯୁକ୍ତ ପଦକ୍ଷେପ ନିଅନ୍ତୁ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech