ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ବିଜେପି ନେତା ଦିଲୀପ ରାୟ। ରାଉରକେଲାକୁ ନେଇ ୩ଟି ପ୍ରମୁଖ ଦାବି ସମ୍ବଳିତ ପତ୍ର ଦେଲେ।ଇଷ୍ଟକୋଷ୍ଟ ଅଧୀନରେ ରାଉରକେଲାରେ ନୂଆ ରେଳ ଡିଭିଜନ୍ ଦାବି। ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (RSP)ର ସମ୍ପ୍ରସାରଣ ତ୍ବରାନ୍ବିତ ଦାବି । ରାଉରକେଲା ବିମାନବନ୍ଦରର ସମ୍ପ୍ରସାରଣ ଓ ଉନ୍ନତୀକରଣ ଦାବି।

August 3, 2026/
No Comments


