ଭୁବନେଶ୍ବରରେ ୨ଟି ବହୁମୁଖୀ ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ ଉଦ୍‌ଘାଟିତ

ଭୂବନେଶ୍ୱର: ଆଜି ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ଓ.ୟୁ.ଏ.ଟି କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡୁମ୍‌ଡୁମା ଏବଂ କଳ୍ପନା ଛକଠାରେ ବହୁମୁଖୀ ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ର ଉଦ୍‌ଘାଟନ କରିଛନ୍ତି। ଏହି ପ୍ରତୀକ୍ଷା କେନ୍ଦ୍ରମାନଙ୍କରେ ଶ୍ରମଜୀବୀମାନଙ୍କ ପାଇଁ ସାମୟିକ ଆଶ୍ରୟ ସ୍ଥଳର ସୁବିଧା ସହିତ ପାନୀୟ ଜଳ, ଶୌଚାଳୟ ଓ ପାର୍କ ଆଦିର ବ୍ୟବସ୍ଥା କରାଯାଇଛି।

ଆଗାମୀ ଦିନରେ କଟକ, ରାଉରକେଲା, ସମ୍ବଲପୁର, କେନ୍ଦୁଝର, ବ୍ରହ୍ମପୁର ଭଳି ଅନ୍ୟ ସହରାଞ୍ଚଳ ଗୁଡିକରେ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରାଯିବ। ଏହି କେନ୍ଦ୍ର ଗୁଡିକ ଶ୍ରମଜୀବୀମାନଙ୍କ ଗରିମା ବୃଦ୍ଧିରେ ସହାୟକ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏଥି ସହିତ ମୁଖ୍ୟମନ୍ତ୍ରୀ ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତାମାନଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଶିକ୍ଷା ସହାୟତା, ବିବାହ ସହାୟତା, ପ୍ରସୂତିକାଳୀନ ସହାୟତା, ମୃତ୍ୟୁକାଳୀନ ସହାୟତା ଓ ଅନ୍ତ୍ୟେଷ୍ଟି କ୍ରିୟା ସହାୟତା ବଣ୍ଟନ କରିଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ରାଜ୍ୟରେ ଥିବା ବିଭିନ୍ନ ସଂଗଠିତ ତଥା ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ ଶ୍ରମିକମାନଙ୍କ ଆଇନଗତ ଅଧିକାର ଓ ସାମାଜିକ ସୁରକ୍ଷା ଦିଗରେ ସର୍ବଦା ଯତ୍ନବାନ ହୋଇ କାର୍ଯ୍ୟ କରି ଆସୁଛି। ଏହି ବୋର୍ଡ଼ ଅଧିନରେ ପ୍ରଦାନ କରାଯାଉଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ସାଧାରଣ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ଏବଂ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୪ ଲକ୍ଷ ଟଙ୍କାରୁ ୬ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଅଧିନରେ ଅଦ୍ୟାବଧି ପାଖାପାଖି ୪୭ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ କରାଯାଇ ବିଭିନ୍ନ ସହାୟତା ବାବଦରେ ୩,୯୫୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ଦିଆଯାଇ ସାରିଲାଣି। ଯାହାକି ସେମାନଙ୍କର ଏବଂ ସେମାନଙ୍କ ପରିବାରର ସର୍ବାଙ୍ଗୀନ ବିକାଶରେ ସହାୟକ ହୋଇପାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକଙ୍କୁ ନୂତନ ଭାବେ ପଞ୍ଜୀକୃତ କରିବା ସହିତ ୩୭୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି ।ଆଜି ସାରା ରାଜ୍ୟରେ ଏକକାଳୀନ ପାଖାପାଖି ୩ ହଜାର ଯୋଗ୍ୟ ନିର୍ମାଣ ଶ୍ରମିକମାନଙ୍କୁ ନୂତନ ଭାବେ ପରିଚୟପତ୍ର ପ୍ରଦାନ କରାଯାଇଛି ଏବଂ ଯୋଗ୍ୟ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ବାବଦରେ ୪୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ କରାଯାଇଛି ବୋଲି ସେ କହିଥିଲେ।ଏହାବ୍ୟତୀତ ମୁଖ୍ୟମନ୍ତ୍ରୀ ‘ଓଡ଼ିଶା ଶ୍ରମିକ ସାଥୀ ମୋବାଇଲ୍ ଆପ୍‌’ର ଶୁଭାରମ୍ଭ କରିଥିଲେ। ଏହାଦ୍ୱାରା ଶ୍ରମିକମାନେ ସହଜରେ ଏବଂ ସୁବିଧାରେ ଘରେ ବସି ବିଭିନ୍ନ ସେବା ପାଇ ପାରିବେ। ଏହି ମୋବାଇଲ୍ ଆପ୍, ଅନ୍‌ଲାଇନ୍ ଶ୍ରମିକ ପଞ୍ଜୀକରଣ, ନବୀକରଣ ତଥା ସହାୟତା ନିମନ୍ତେ ଆବେଦନ ଆଦି ସେବା ପାଇବା ଦିଗରେ ନିର୍ମାଣ ଶ୍ରମିକମାନଙ୍କ ପାଇଁ ବିଶେଷ ସହାୟକ ହେବ।ସେହିପରି ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ଼ ଅଧିନରେ ୬୦ଗୋଟି ବର୍ଗର ଅଣସଂଗଠିତ ଶ୍ରମିକମାନଙ୍କୁ ପଞ୍ଜୀକୃତ କରି ସେମାନଙ୍କୁ ବିଭିନ୍ନ କଲ୍ୟାଣମୂଳକ ସହାୟତା ପ୍ରଦାନ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଉଛି । ଅଦ୍ୟାବଧି, ଏହି ବୋର୍ଡ଼ ଅଧୀନରେ ୪ ଲକ୍ଷରୁ ଊର୍ଦ୍ଧ୍ୱ ଅଣସଂଗଠିତ ଶ୍ରମିକ ପଞ୍ଜୀକୃତ ହୋଇଥିବାବେଳେ ୨୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ସବୁ ପଦକ୍ଷେପ ଦ୍ୱାରା ରାଜ୍ୟର ସମସ୍ତ ଯୋଗ୍ୟ ଅଣସଂଗଠିତ ଶ୍ରମିକ ଏହି ବୋର୍ଡ଼ରେ ପଞ୍ଜୀକୃତ ହୋଇ ସାମାଜିକ ସୁରକ୍ଷା ବଳୟର ପରିସରଭୁକ୍ତ ହୋଇପାରିବେ।ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚକୁଶଳୀ ଶ୍ରମିକ ଭାଇ ଓ ଭଉଣୀମାନଙ୍କ ନିମନ୍ତେ ସର୍ବନିମ୍ନ ମଜୁରି ସଂଶୋଧନ କରି ବର୍ଷକ ଭିତରେ ଦୈନିକ ସର୍ବନିମ୍ନ ମଜୁରିରେ ହାରାହାରି ୧୦୦ ଟଙ୍କାର ବୃଦ୍ଧି କରାଯାଇଛି । ଧାର୍ଯ୍ୟ ସର୍ବନିମ୍ନ ମଜୁରି ଉପରେ ପରିବର୍ତ୍ତନୀୟ ମହଙ୍ଗା ଭତ୍ତା ଦୈନିକ ୧୦ ଟଙ୍କା ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି । ଏହା ପିଛିଲା ଭାବେ ଏପ୍ରିଲ୍ ୧ ତାରିଖରୁ ଲାଗୁ ହେବ।ସେ ପୁଣି କହିଥିଲେ ଯେ, ପ୍ରବାସୀ ଶ୍ରମିକମାନଙ୍କୁ ଚିହ୍ନଟ କରି ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଉପ-ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥି ସହିତ ଓଡିଆ ପ୍ରବାସୀ ଶ୍ରମିକଙ୍କ ଉଦ୍ଦେଶ୍ୟରେ ଏକ ସ୍ୱତନ୍ତ୍ର ଷ୍ଟେଟ୍ ଆକ୍ସନ୍‌ ପ୍ଲାନ୍‌ ମଧ୍ୟ ତିଆରି କରାଯାଇଛି । ସେହିପରି ଗରିବ ବାପା ମା’ଙ୍କ ଦୁଃଖ ଲାଘବ ପାଇଁ ଆମେ ଆରମ୍ଭ କରିବାକୁ ଯାଉଛୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’। ଯେଉଁଥିରେ ସରକାର କନ୍ୟାଦାନ କରିବେ ଓ ବିବାହର ଦାୟିତ୍ୱ ନେବେ। ।ଶ୍ରମ ଓ କର୍ମଚାରୀ ରାଜ୍ୟବୀମା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ, ଶ୍ରମିକମାନେ ହେଉଛନ୍ତି ଆମ ଦେଶର ଗୁରୁତ୍ୱପୂର୍ଣ୍ଣ ଅଂଶ । ବିକଶିତ ବିଶ୍ୱ ଓ ଦେଶର ବିନ୍ଧାଣି। ସ୍ୱାଧୀନତା ପରେ ଆମ ରାଜ୍ୟରେ ଯାହା ବି ବିକାଶ ହୋଇଛି, ସବୁର ମୂଳ ଆଧାର ହେଉଛନ୍ତି ଆମ ଶ୍ରମିକ ଭାଇ ଓ ଭଉଣୀମାନେ । ସେମାନଙ୍କ କଠିନ ପରିଶ୍ରମ ବଳରେ ଆଜି ଓଡିଶା ଏହି ସ୍ଥାନରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଆମର ପରିକଳ୍ପନା ମଧ୍ୟ ସିଦ୍ଧି ଲାଭ ହେବ ଆମ ଶ୍ରମିକ ଭାଇଭଉଣୀମାନଙ୍କ ଦ୍ୱାରା । ଏଥି ସହିତ ଶ୍ରମିକ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସେ ଆଲୋକପାତ କରିଥିଲେ।ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ, ସମାଜର ଗରିବ, ଯୁବ, ଅନ୍ନଦାତା ଓ ନାରୀମାନଙ୍କ କଲ୍ୟାଣ ସାଧନ ପାଇଁ ଆମ ଯଶସ୍ୱୀ ଆଜିର ଦିବସଟି ତାଙ୍କ ପାଇଁ ସ୍ୱପ୍ନପୂର୍ତ୍ତିର ଦିବସ ଭାବେ ବର୍ଣ୍ଣନା କରି ସେ କହିଥିଲେ ଯେ, ଭୁବନେଶ୍ୱର ମହାନଗର ନିଗମରେ କାମ କରୁଥିବା ବେଳେ ମୋର ସ୍ୱପ୍ନ ଥିଲା ଶ୍ରମିକମାନଙ୍କ ପାଇଁ ପ୍ରତୀକ୍ଷା କେନ୍ଦ୍ର ସ୍ଥାପନ କରିବା । ଆଜି ମୋର ସ୍ୱପ୍ନ ପୂରଣ ହେଲା । ତେବେ ସେ ଭୁବନେଶ୍ୱର ନୟାପଲ୍ଲୀ ଠାରେ ଏକ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିଲେ।

କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଉପସ୍ଥିତ ଥିଲେ। ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ୍ ଏବଂ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech