ଭାରତର ୧୫ଟି ସହରକୁ ପାକିସ୍ତାନର ଟାର୍ଗେଟ୍ । ଏ ନେଇ ସ୍ପଷ୍ଟ କଲା ପ୍ରତିରକ୍ଷା ମନ୍ତ୍ରାଳୟ। ଉତ୍ତର ଓ ପଶ୍ଚିମ ପ୍ରାନ୍ତରରେ ଥିବା ସହରକୁ ଟାର୍ଗେଟ୍ ।
ଅବନ୍ତିପୁରା, ଶ୍ରୀନଗର, ଜାମ୍ମୁ, ପଠାନକୋଟ, ଅମୃତସର, କପୁରତାଲା, ଜଳନ୍ଧର, ଲୁଧିଆନା, ଅଦମପୁର, ଭଟିଣ୍ଡା, ଚଣ୍ଡିଗଡ, ନଲ୍, ଫଲୋଦି, ଉତ୍ତରଲାଇ, ଭୁଜକୁ ଟାର୍ଗେଟ୍ ।
ଡ୍ରୋନ ଓ ମିଜାଇଲ୍ ଜରିଆରେ ଟାର୍ଗେଟ୍ କଲା ପାକିସ୍ତାନ ।



