ମେ’ ୧୫ରୁ ଜୁନ୍ ୧୫ ମଧ୍ୟରେ ଶିକ୍ଷକ ବଦଳି ପ୍ରକ୍ରିୟା ଆରମ୍ଭ କରାଯିବ । ଶିକ୍ଷକ ବଦଳି ସୁପାରିସ କରିପାରିବେ ଏମପି/ବିଧାୟକ । ସର୍ବାଧିକ ୧୫ ଜଣ ଶିକ୍ଷକଙ୍କ ବଦଳି ସୁପାରିସ କରିପାରିବେ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି ।
ବିଭାଗ ପକ୍ଷରୁ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦୋକଙ୍କୁ ଚିଠି ଲେଖାଯାଇଥିବା ସୂଚନା ।
ନିଜ ନିର୍ବାଚନ ମଣ୍ଡଳୀରେ ବଦଳି ସୁପାରିସ କରିପାରିବେ ବିଧାୟକ ଏବଂ ସାଂସଦ ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)