ନୂଆଦିଲ୍ଲୀରେ ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏକ ଉଚ୍ଚସ୍ତରୀୟବୈଠକରେ ଦେଶର ପଶ୍ଚିମାଞ୍ଚଳ ସୀମାବର୍ତ୍ତୀ ଅଞ୍ଚଳରେ ସୁରକ୍ଷା ପରିସ୍ଥିତିର ସମୀକ୍ଷା କରିଛନ୍ତି ।
ବୈଠକରେ ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନୀଲ ଚୌହ୍ୱାନ, ନୌସେନା ମୁଖ୍ୟ ଆଡମିରାଲ ଦୀନେଶ କୁମାର ତ୍ରିପାଠୀ, ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଏବଂ ବାୟୁସେନା ଉପମୁଖ୍ୟ ଏୟାର ମାର୍ଶାଲ ନର୍ମଦେଶ୍ୱର ତିୱାରୀ ଉପସ୍ଥିତ ଥିଲେ ।
ପ୍ରତିରକ୍ଷା ସଚିବ ରାଜେଶ କୁମାର ସିଂହ ମଧ୍ୟ ବୈଠକରେ ଉପସ୍ଥିତ ଥିବା ଜଣାପଡିଛି ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)