ଆସିଗଲା ଭାର୍ଗବାସ୍ତ୍ର; ସୁଦୃଢ଼ ହେବ ଭାରତର ଡ୍ରୋନ୍ ପ୍ରତିରୋଧୀ କ୍ଷମତା

ନୂଆଦିଲ୍ଲୀ: ନିକଟରେ ଭାରତ ପାକିସ୍ତାନର ଘୃଣ୍ୟ ଆତଙ୍କବାଦୀ ଉଦ୍ଦେଶ୍ୟକୁ ପଣ୍ଡ କରିଛି । ଆଉ ଏବେ ପାକିସ୍ତାନ ଏବଂ ତା’ର ବନ୍ଧୁମାନଙ୍କ ପାଇଁ ଆଉ ଏକ ଖରାପ ଖବର ଆସିଛି । ଡ୍ରୋନ ଗୁଡିକ ଦ୍ୱାରା ସୃଷ୍ଟି ହେଉଥିବା ବିପଦକୁ ରୋକିବା ପାଇଁ ଭାରତ ପାଖରେ ଏବେ ଏକ ନୂଆ ଏବଂ କମ୍ ମୂଲ୍ୟର ସମାଧାନ ଅଛି । ଯାହାର ନାଁ ହେଉଛି ଭାର୍ଗବାସ୍ତ୍ର ।

ଭାର୍ଗବାସ୍ତ୍ର ନାମକ ଏହି ହାର୍ଡ କିଲ୍ ମୋଡ୍ କାଉଣ୍ଟର ଡ୍ରୋନ୍ ସିଷ୍ଟମକୁ ସୋଲାର ଡିଫେନ୍ସ ଆଣ୍ଡ୍ ଏରୋସ୍ପେସ୍ ଲିମିଟେଡ୍ SDAL ଦ୍ୱାରା ଡିଜାଇନ୍ ଏବଂ ବିକଶିତ କରାଯାଇଛି । ଏହାର ପ୍ରଥମ ପରୀକ୍ଷା କରାଯାଇଛି ଯେଉଁଥିରେ ଏହା ସଫଳ ହୋଇଛି । ଏହି ସିଷ୍ଟମ ମାଇକ୍ରୋ ରକେଟ୍ ମାଧ୍ୟମରେ ଡ୍ରୋନ୍ ଆକ୍ରମଣର ଜବାବ ଦେବାକୁ ସକ୍ଷମ । ଏହାକୁ ଡ୍ରୋନ୍ ବିପଦକୁ ରୋକିବା ପାଇଁ ସ୍ୱତନ୍ତ୍ର ଭାବରେ ବିକଶିତ କରାଯାଇଛି ।ଏହି ସିଷ୍ଟମର ମାଇକ୍ରୋ ରକେଟ୍ ଗୁଡ଼ିକୁ ୧୩ ମେ, ୨୦୨୫ରେ ଓଡ଼ିଶାର ଗୋପାଳପୁରର ସିୱାର୍ଡ ଫାୟାରିଂ ରେଞ୍ଜରେ ପରୀକ୍ଷଣ କରାଯାଇଥିଲା । ଏହି ସମୟରେ ଭାରତୀୟ ସେନାର ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ । ମୋଟ ତିନୋଟି ପରୀକ୍ଷା କରାଯାଇଥିଲା । ଦୁଇଟି ପରୀକ୍ଷଣରେ, ଗୋଟିଏ ଗୋଟିଏ ରକେଟ୍ ଉତକ୍ଷେପଣ କରାଯାଇଥିଲା, ଯେତେବେଳେ କି ଗୋଟିଏ ପରୀକ୍ଷଣରେ ସଲବୋ ମୋଡ୍‌ରେ ମାତ୍ର ଦୁଇ ସେକେଣ୍ଡର ବ୍ୟବଧାନରେ ଦୁଇଟି ରକେଟ୍ ଉତକ୍ଷେପଣ କରାଯାଇଥିଲା । ଚାରୋଟି ରକେଟ୍ ଆଶାନୁରୂପ ପ୍ରଦର୍ଶନ କରିଥିଲା ଏବଂ ସମସ୍ତ ପରୀକ୍ଷଣ ପାରାମିଟର ପୂରଣ କରିଥିଲା ।

ସୋଲାର ଡିଫେନ୍ସ ଆଣ୍ଡ ଏରୋସ୍ପେସ୍ ଲିମିଟେଡ୍ ଅନୁଯାୟୀ, ଭାର୍ଗବାସ୍ତ୍ର ବଡ଼ ଧରଣର ଡ୍ରୋନ୍ ଆକ୍ରମଣର ମୁକାବିଲା ପାଇଁ ନୂତନ ପ୍ରଯୁକ୍ତିବିଦ୍ୟା ଦିଗରେ ଏକ ପ୍ରମୁଖ ପଦକ୍ଷେପ ପ୍ରମାଣିତ ହୋଇଛି । ଏହି ସଫଳତା ସହିତ, ଏହି ପ୍ରଣାଳୀ ଭବିଷ୍ୟତରେ ଭାରତର ଡ୍ରୋନ୍ ପ୍ରତିରୋଧୀ କ୍ଷମତାକୁ ସୁଦୃଢ଼ କରିବ ଏବଂ ଆଧୁନିକ ବିପଦ ସହିତ ଲଢ଼ିବା ପାଇଁ ସେନାକୁ ନୂତନ ଶକ୍ତି ଦେବ ।ଏହାର ନାମ ପଛର କାହାଣୀ ମଧ୍ୟ ଆକର୍ଷଣୀୟ । ମହାଭାରତରେ କିଛି ବିନାଶକାରୀ ଅସ୍ତ୍ର ବ୍ୟବହାର କରାଯାଇଥିଲା । ଏଥିମଧ୍ୟରୁ ଗୋଟିଏ ଥିଲା ଭାର୍ଗବାସ୍ତ୍ର, ଯାହା ମହର୍ଷି ଭାର୍ଗବ ପରଶୁରାମଙ୍କ ନାମରେ ନାମିତ ହୋଇଥିଲା । ଏବେ ଏହି ନାମରୁ ପ୍ରେରଣା ନେଇ, ଭାରତ ଏକ ଅତ୍ୟାଧୁନିକ ମାଇକ୍ରୋ-ମିସାଇଲ୍ ଆଧାରିତ କାଉଣ୍ଟର-ଡ୍ରୋନ୍ ସିଷ୍ଟମ ବିକଶିତ କରିଛି । ଏହି ନୂତନ ‘ଭାର୍ଗବାସ୍ତ୍ର’ ଆଧୁନିକ ଯୁଦ୍ଧରେ ଦେଶର ସୁରକ୍ଷାକୁ ଏକ ନୂତନ ଉଚ୍ଚତାକୁ ନେଇଯିବା ପାଇଁ ପ୍ରସ୍ତୁତ । ଏହା ଶତ୍ରୁ ଡ୍ରୋନ ଉପରେ ମୃତ୍ୟୁ ପରି ହେବ । ଏହାକୁ ଭାରତର ଆଇରନ ଡୋମ ମଧ୍ୟ କୁହାଯାଏ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech