ଦୂରହେଲା ଦ୍ୱନ୍ଦ୍ୱ; ଏକକାଳୀନ ନିରବଚ୍ଛିନ୍ନ ଭାବେ କିମ୍ବା ବିଭିନ୍ନ ପର୍ଯ୍ୟାୟରେ ନେଇହେବ ମାତୃତ୍ୱ ଛୁଟି

ଭୂବନେଶ୍ବର: ଜଣେ ମହିଳା ସରକାରୀ କର୍ମଚାରୀ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କରାଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି।

ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ ମାତୃତ୍ଵ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ବ ଥିଲା । ସେ ସମସ୍ୟା ମଧ୍ୟ ଦୂର ହୋଇ ପାରିଛି। ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି।

ନୂତନ ନିଷ୍ପତ୍ତି ଅନୁଯାୟୀ, ସମ୍ଭାବ୍ୟ ପ୍ରସବ ତାରିଖର (Expected Delivery Date) ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ଛଅ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ଵ ଛୁଟି ନେଇପାରିବେ ।

କିନ୍ତୁ ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନଥିଲେ, ସେ ସରକାରୀ ସେବାରେ ଯୋଗ ଦେବା ପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ତେଣୁ ଏହି କ୍ଷେତ୍ରରେ, ମାତୃତ୍ବ ଛୁଟି ୧୮୦ ଦିନରୁ କମ୍ ହେବ |

ଯେପରିକି, ଜଣେ ମହିଳାଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ତାଙ୍କର ଶିଶୁକୁ ୨୭.୦୯.୨୦୨୫ରେ ଛଅ ମାସ ପୂର୍ଣ୍ଣ ହେବ । ଯଦି ସେ ୧୯.୦୬.୨୦୨୫ ତାରିଖରେ ସରକାରୀ ସେବାରେ ଯୋଗ ଦେଇ ମାତୃତ୍ବ ଛୁଟି ପାଇଁ ଆବେଦନ କରନ୍ତି, ତେବେ ସେ ୨୦.୦୬.୨୦୨୫ ରୁ ୨୭.୦୯.୨୦୨୫ ତାରିଖ ପର୍ଯ୍ୟନ୍ତ (ଅର୍ଥାତ୍ କେବଳ ୧୦୦ ଦିନ) ମାତୃତ୍ବ ଛୁଟି ପାଇଁ ଯୋଗ୍ୟ ହେବେ ।

ସେହିପରି ଜଣେ ମହିଳା ସରକାରୀ କର୍ମଚାରୀ ମାତୃତ୍ଵ ଛୁଟିରେ ଥିବା ସମୟରେ ଯଦି ଗର୍ଭପାତ (miscarriage) କିମ୍ବା ଜନ୍ମିତ ଶିଶୁର ମୃତ୍ୟୁ (ଜନ୍ମର ୨୮ ଦିନ ମଧ୍ୟରେ) କିମ୍ବା ମୃତ ଶିଶୁ ଜନ୍ମ (୨୮ ସପ୍ତାହ କିମ୍ବା ତଦୁର୍ଦ୍ଧ୍ବ ସମୟର ଗର୍ଭଧାରଣ ପରେ ଯଦି ନିର୍ଜୀବ ଶିଶୁର ଜନ୍ମ ହୁଏ) ହୁଏ, ତେବେ ତାଙ୍କର ମାତୃତ୍ବ ଛୁଟିର ଅବଧି ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ରହିବ ।

କିନ୍ତୁ ଯଦି ଶିଶୁର ମୃତ୍ୟୁ ଜନ୍ମର ୨୯ ଦିନରୁ ୧୨୦ ଦିନ ମଧ୍ୟରେ ହୁଏ, ତେବେ ସମ୍ପୃକ୍ତ ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ବ ଛୁଟି ସେହି ଦୁର୍ଘଟଣା ଦିନଠାରୁ ୧୪ ଦିନ ପର୍ଯ୍ୟନ୍ତ ରହିବ । ଯଦି ତାଙ୍କର ମାତୃତ୍ବ ଛୁଟିର ଅବଧି ଶେଷ ହୋଇଯାଇଥିବ, ତେବେ ସେ ୧୪ ଦିନର ସ୍ବତନ୍ତ୍ର ମାତୃତ୍ବ ଛୁଟି ପାଇବେ । ଯଦି ତାଙ୍କର ମାତୃତ୍ବ ଛୁଟିର ଅବଧି ଦୁର୍ଘଟଣା ଦିନଠାରୁ ୧୪ ଦିନ ଭିତରେ ଶେଷ ହୋଇଯାଉଥିବ, ତେବେ ସେ ୧୪ ଦିନରୁ ଯେତିକି ଦିନ ବଳକା ରହିଯାଉଥିବ, ସେତିକିଦିନର ସ୍ବତନ୍ତ୍ର ମାତୃତ୍ବ ଛୁଟି ପାଇବେ ।

ଉଦାହରଣ-୧: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ସମ୍ଭାବ୍ୟ ପ୍ରସବ ତାରିଖ (EDD) ହେଉଛି ୩୦.୦୬.୨୦୨୫ ଏବଂ ସେ ଚିକିତ୍ସାଜନିତ ଜଟିଳତା ହେତୁ ଉପରୋକ୍ତ EDDର ତିନି ମାସ ପୂର୍ବରୁ ଯଥା ୦୧.୦୪.୨୦୨୫ ତାରିଖରୁ ମାତୃତ୍ଵ ଛୁଟି ନେଇଛନ୍ତି । ଯଦି ତାଙ୍କର ୦୧.୦୬.୨୦୨୫ ତାରିଖରେ ମୃତ ଶିଶୁ ଜନ୍ମ (still birth) ହୁଏ, ତେବେ ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୨.୦୭ ୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ ।

ଉଦାହରଣ-୨: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୮.୦୪.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, ତେବେ ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୦୮.୦୬.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ ।

ଉଦାହରଣ-୩: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୦୧.୦୫.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍‌, ଜନ୍ମର ୨୮ ଦିନ ପରେ ଶିଶୁର ମୃତ୍ୟୁ ହୁଏ) ତେବେ ସେହି ତାରିଖରୁ ୧୪ ପର୍ଯ୍ୟନ୍ତ ଅର୍ଥାତ୍ ୧୪.୦୫.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ଵ ଛୁଟି ନେଇପାରିବେ ।

ଉଦାହରଣ-୪: ଜଣେ ମହିଳା ସରକାରୀ କର୍ମଚାରୀ ୩୧.୦୧.୨୦୨୫ ତାରିଖରୁ ମାତୃତ୍ଵ ଛୁଟି ନେଇଛନ୍ତି ଏବଂ ତାଙ୍କର ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୯.୦୭.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ (ଅର୍ଥାତ୍‌, ଜନ୍ମର ୧୨୦ ଦିନରେ ଏବଂ ମାତୃତ୍ବ ଛୁଟି ଅବଧିର ଶେଷ ଦିନରେ ) ତେବେ ସେହି ତାରିଖରୁ ୧୪ ଦିନ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ ।

ଉଦାହରଣ-୫: ଜଣେ ମହିଳା ସରକାରୀ କର୍ମଚାରୀ ୦୭.୦୨.୨୦୨୫ ତାରିଖରୁ ୦୫.୦୮.୨୦୨୫ ତାରିଖ ପର୍ଯ୍ୟନ୍ତ (ଛଅ ମାସ) ମାତୃତ୍ବ ଛୁଟି ନେଇଛନ୍ତି ଏବଂ ତାଙ୍କର ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୯.୦୭.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍‌, ଜନ୍ମର ୧୨୦ ଦିନରେ ଏବଂ ମାତୃତ୍ଵ ଛୁଟି ଅବଧିର ୧୭୩ ଦିନରେ ) ତେବେ ସେ ଦୁର୍ଘଟଣା ଦିନଠାରୁ ୧୪ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଅର୍ଥାତ୍ ୧୨.୦୮.୨୦୨୫ ତାରିଖ ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ଏହି କ୍ଷେତ୍ରରେ, ତାଙ୍କର ମାତୃତ୍ବ ଛୁଟିର ଅବଧି ୧୮୭ ଦିନ (୦୭.୦୨.୨୦୨୫ ଠାରୁ ୧୨.୦୮.୨୦୨୫ ପର୍ଯ୍ୟନ୍ତ) ହେବ ।

ଦୁଇଟିରୁ କମ୍ ଜୀବିତ ପିଲା ଥିବା ମହିଳା ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ, ଏହି ମାତୃତ୍ଵ ଛୁଟି ପ୍ରଦାନ କରାଯିବ । ଶିଶୁ ପ୍ରସବ ଯେକୌଣସି ସ୍ବୀକୃତିପ୍ରାପ୍ତ ଚିକିତ୍ସାଳୟରେ ହେବା ଆବଶ୍ୟକ ।

ଯଦି ମାତୃତ୍ବ ଛୁଟି ସମୟରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଉଚ୍ଚ ପଦବୀକୁ ପଦୋନ୍ନତି ଦିଆଯାଏ, ତେବେ ତାଙ୍କର ସେହି ଉଚ୍ଚ ପଦବୀରେ ଯୋଗଦାନ ରିପୋର୍ଟ ( ହାର୍ଡ କିମ୍ବା ସଫ୍ଟ କପି ) ଯେଉଁଦିନ ଉପଯୁକ୍ତ କର୍ତ୍ତୃପକ୍ଷ ପାଇବେ, ସେହିଦିନ ସେ ସେହି ଉଚ୍ଚ ପଦବୀରେ ଯୋଗ ଦେଲେ ବୋଲି ଧରାଯିବ। ସେ ତାଙ୍କର ମାତୃତ୍ବ ଛୁଟିର ଅବଶିଷ୍ଟ ଅବଧି ନିରବଚ୍ଛିନ୍ନ ଭାବେ ନେଇପାରିବେ ।

ଜଣେ ମହିଳା ସରକାରୀ କର୍ମଚାରୀ ତାଙ୍କର ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନେଇପାରିବେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech